Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବିଜେଡି ଛାଡ଼ି ବିଜେପିରେ ଯୋଗଦେଲେ ଉଦଳା ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ମଞ୍ଜୁଲତା ବିଶ୍ୱାଳ
ଜାତୀୟ ଖବର

ବିଜେଡି ଛାଡ଼ି ବିଜେପିରେ ଯୋଗଦେଲେ ଉଦଳା ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ମଞ୍ଜୁଲତା ବିଶ୍ୱାଳ

February 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେଡି ଛାଡ଼ି ବିଜେପିରେ ଯୋଗଦେଲେ ଉଦଳା ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ମଞ୍ଜୁଲତା ବିଶ୍ୱାଳ

ଭୁବନେଶ୍ୱର: ଓଡ଼ିଶାକୁ ବିକଶିତ ରାଜ୍ୟ ଭାବେ ଗଢ଼ି ତୋଳିବାକୁ ବିଜେପି ସରକାର ବଦ୍ଧ ପରିକର । ବିଜେପି ସରକାର ଉପରେ ଓଡ଼ିଶାବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇବାରେ ଲାଗିଛି । ବିଜେଡି ଉପରୁ ଆସ୍ଥା ହରାଇ ଆଜି ଉଦଳା ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ମଞ୍ଜୁଲତା ବିଶ୍ୱାଳ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।

ଶ୍ରୀମତୀ ବିଶ୍ୱାଳଙ୍କ ସମେତ ପଂଚାୟତ ସମିତି ସଦସ୍ୟା ମାଳତି ଟୁଡୁ, ପୂର୍ବତନ ଜିଲ୍ଲା ପରିଷଦ ଉଦଳା ଲକ୍ଷ୍ମୀଧର ମୁର୍ମୁ, ଶତ୍ରୁଘ୍ନ ବିଶ୍ୱାଳ, ଡମ୍ବୁରୁଧର ବିଶ୍ୱାଳ, ରୋହିଦାଶ ଟୁଡୁ, ଯୋଗେନ୍ଦ୍ର ଖଡିକା, ଶ୍ରୀଧର ଖଉଡେଇ, ଗୋପିନାଥ ପ୍ରଧାନ, ଶ୍ରୀକାନ୍ଥ ନାଏକ, ରାମ ଚରନ ପାନିଆଲ୍‌, ହରିଶ୍ ଚନ୍ଦ୍ର ନାଏକ, ସୁଶାନ୍ତ କୁମାର ବରଶାଲିଆ, ପ୍ରଶନ୍ନ ପାନିଆଲିଆ, ଗୋବିନ୍ଦ ରଣସିଆ, ହରେକୃଷ୍ଣ ବିଶ୍ୱାଳ ଆଜି ବିଜେଡି ଦଳ ତ୍ୟାଗ କରି ବିଜେପିରେ ସାମିଲ ହୋଇଛନ୍ତି ।

ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ସମସ୍ତ ନୂତନ ସଦସ୍ୟଙ୍କୁ ଟୋପି ଓ ଉତରୀୟ ପ୍ରଦାନ କରି ସ୍ୱାଗତ ଜଣାଇଥିଲେ । ଏହି ମିଶ୍ରଣ ପର୍ବରେ ଉଦଳା ବିଧାୟକ ଶ୍ରୀ ଭାଷ୍କର ମଢେଇ, ରାଜ୍ୟ ସମ୍ପାଦକ ସରୋଜ କର, ରାଜ୍ୟ ପ୍ରବକ୍ତା ବ୍ରଜକିଶୋର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

ବିଜେପି ମିଶ୍ରଣ ପର୍ବ ମନମୋହନ ସାମଲ
Share. Facebook Twitter LinkedIn Email WhatsApp Copy Link

Related Posts

ନମ୍ବର ୧ ହେଲା ଭାରତ: ଚୀନକୁ ପଛରେ ପକାଇ ଆମେରିକାରେ ହାସଲ କଲା ଶୀର୍ଷ ସ୍ଥାନ

August 25, 2025

ଆତଙ୍କବାଦ ଉପରେ ଟଙ୍କା ଖର୍ଚ୍ଚ କରୁଥିବା ପାକିସ୍ତାନକୁ ମିଳିଲା ୪୧୦ ମିଲିୟନ ଡଲାରର ସମ୍ପତ୍ତି

August 25, 2025

ଆଜି ଭୁବନେଶ୍ୱରରେ ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀମାନଙ୍କ ସମ୍ମିଳନୀ

August 25, 2025

ପାଣିପାଗ ବିଭାଗର ଚେତାବନୀ ଜାରି: ରାଜ୍ୟରେ ଏହି ତାରିଖ ଯାଏଁ ଲାଗି ରହିବ ବର୍ଷା

August 25, 2025
Latest News

ନମ୍ବର ୧ ହେଲା ଭାରତ: ଚୀନକୁ ପଛରେ ପକାଇ ଆମେରିକାରେ ହାସଲ କଲା ଶୀର୍ଷ ସ୍ଥାନ

August 25, 2025

ଆତଙ୍କବାଦ ଉପରେ ଟଙ୍କା ଖର୍ଚ୍ଚ କରୁଥିବା ପାକିସ୍ତାନକୁ ମିଳିଲା ୪୧୦ ମିଲିୟନ ଡଲାରର ସମ୍ପତ୍ତି

August 25, 2025

ଆଜି ଭୁବନେଶ୍ୱରରେ ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀମାନଙ୍କ ସମ୍ମିଳନୀ

August 25, 2025

ପାଣିପାଗ ବିଭାଗର ଚେତାବନୀ ଜାରି: ରାଜ୍ୟରେ ଏହି ତାରିଖ ଯାଏଁ ଲାଗି ରହିବ ବର୍ଷା

August 25, 2025

ଭୁବନେଶ୍ୱରରେ ନିର୍ମିତ ପ୍ରଧାନମନ୍ତ୍ରୀଙ୍କ ଚକୋଲେଟ୍‌ ପ୍ରତିମୂର୍ତ୍ତିକୁ ସେୟାର କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

August 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.