Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାମ ଜନ୍ମଭୂମୀ ତୀର୍ଥ କ୍ଷେତ୍ର ଟ୍ରଷ୍ଟି କାମେଶ୍ୱର ଚୌପାଲଙ୍କ ପରଲୋକ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଯୋଗୀ
ଜାତୀୟ ଖବର

ରାମ ଜନ୍ମଭୂମୀ ତୀର୍ଥ କ୍ଷେତ୍ର ଟ୍ରଷ୍ଟି କାମେଶ୍ୱର ଚୌପାଲଙ୍କ ପରଲୋକ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଯୋଗୀ

February 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ରାମ ଜନ୍ମଭୂମୀ ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଟ୍ରଷ୍ଟି କାମେଶ୍ୱର ଚୌପାଲଙ୍କ ପରଲୋକ ହୋଇଯାଇଛି। ସେ ଗତ କିଛି ଦିନ ହେବ ଅସୁସ୍ଥ ଥିଲେ। ସେ ୬୮ ବର୍ଷ ବୟସରେ ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ମୃତ୍ୟୁ ବରଣ କରିଛନ୍ତି। ପ୍ରକାଶ ଯେ, ରାମ ମନ୍ଦିର ନିର୍ମାଣ ପାଇଁ କାମେଶ୍ୱର ଚୌପାଲ ପ୍ରଥମ ଇଟା ରଖିଥିଲେ। ତାଙ୍କ ଦେହାନ୍ତରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପ୍ରତିକ୍ରିୟା ମଧ୍ୟ ସାମ୍ନାକୁ ଆସିଛି।

କାମେଶ୍ୱର ଚୌପାଲଙ୍କ ଦୁଃଖଦ ମୃତ୍ୟୁ ଉପରେ ମୁଖ୍ୟମନ୍ତ୍ରୀ ଯୋଗୀ ଲେଖିଛନ୍ତି ଯେ, “ବିଶ୍ଵ ହିନ୍ଦୁ ପରିଷଦର କେନ୍ଦ୍ରୀୟ ଉପସଭାପତି, ଶ୍ରୀ ରାମ ଜନ୍ମଭୁମୀ ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସଦସ୍ୟ ତଥା ଶ୍ରୀମନ୍ଦିର ମନ୍ଦିର ନିର୍ମାଣରେ ପ୍ରଥମ ପଥର ସ୍ଥାପନ କରିଥିବା ବଡ ରାମ ଭକ୍ତ ଶ୍ରୀ କାମେଶ୍ୱର ଚୌପାଲ ଜୀଙ୍କ ନିଧନ ଅତ୍ୟନ୍ତ ଦୁଃଖଦ ଅଟେ। ତାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି। ଦିବଙ୍ଗତ ପୁଣ୍ୟାତ୍ମାଙ୍କୁ ନିଜର ଚରଣରେ ସ୍ଥାନ ଦେବା ଏବଂ ଶୋକାକୁଳ ପରିବାରକୁ ଦୁଃଖ ସହିବାର ଶକ୍ତି ଦେବା ଲାଗି ପ୍ରଭୁ ଶ୍ରୀରାମଙ୍କ ନିକଟରେ ପ୍ରାର୍ଥନା କରୁଛି।

BJP Ads
UP news yogi adityanath
Share. Facebook Twitter LinkedIn Email WhatsApp Copy Link

Related Posts

ନଭେମ୍ବର ୩ ରୁ ୯ ଯାଏଁ ଭୁବନେଶ୍ୱରରେ ୧୭ତମ ଆଦିବାସୀ ଯୁବ ବିନିମୟ କାର୍ଯ୍ୟକ୍ରମ

November 2, 2025

ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ବରିଷ୍ଠ ଅଧ୍ୟାପକମାନଙ୍କ ପାଇଁ ଦକ୍ଷତା ଓ ନେତୃତ୍ୱ ବିକାଶ କର୍ମଶାଳା

November 2, 2025

ପାଞ୍ଚ ଦିବସୀୟ ଆବାସିକ ବ୍ୟବହାରିକ ଦକ୍ଷତା ବିକାଶ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ

November 2, 2025

ଛତିଶଗଡ ବିଧାନସଭାର ନୂତନ ଭବନକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

November 2, 2025
BJP Ads
Latest News

ନଭେମ୍ବର ୩ ରୁ ୯ ଯାଏଁ ଭୁବନେଶ୍ୱରରେ ୧୭ତମ ଆଦିବାସୀ ଯୁବ ବିନିମୟ କାର୍ଯ୍ୟକ୍ରମ

November 2, 2025

ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ବରିଷ୍ଠ ଅଧ୍ୟାପକମାନଙ୍କ ପାଇଁ ଦକ୍ଷତା ଓ ନେତୃତ୍ୱ ବିକାଶ କର୍ମଶାଳା

November 2, 2025

ପାଞ୍ଚ ଦିବସୀୟ ଆବାସିକ ବ୍ୟବହାରିକ ଦକ୍ଷତା ବିକାଶ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ

November 2, 2025

ଛତିଶଗଡ ବିଧାନସଭାର ନୂତନ ଭବନକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

November 2, 2025

ରାଜ୍ୟରେ ଚାଲିଥିବା ସମସ୍ତ ଜାତୀୟ ରାଜପଥ ପ୍ରକଳ୍ପର ନିର୍ମାଣ ଅଗ୍ରଗତି ସମୀକ୍ଷା କଲେ ପୂର୍ତ୍ତ‌ ମନ୍ତ୍ରୀ

November 2, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.