Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଇଂଲଣ୍ଡ ଖେଳାଳୀ, ଦିଆଗଲା ଭବ୍ୟ ସମ୍ବର୍ଦ୍ଧନା
ଜାତୀୟ ଖବର

ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଇଂଲଣ୍ଡ ଖେଳାଳୀ, ଦିଆଗଲା ଭବ୍ୟ ସମ୍ବର୍ଦ୍ଧନା

February 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଇଂଲଣ୍ଡ ଖେଳାଳୀ, ଦିଆଗଲା ଭବ୍ୟ ସମ୍ବର୍ଦ୍ଧନା

ଭୁବନେଶ୍ବର: ଆଜି ସଂଧ୍ୟାରେ ଭୁବନେଶ୍ବରର ବିମାନ ବନ୍ଦରରେ ପହଞ୍ଚିଛନ୍ତି ଉଭୟ ଭାରତ ଓ ଇଂଲଣ୍ଡର ଖେଳାଳୀ। ଏକ ସ୍ବତନ୍ତ୍ର ବିମାନରେ ସେମାନେ ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ କଡା ସୁରକ୍ଷା ମଧ୍ୟରେ ମୋ ଫାୟାର ହୋଟେଲକୁ ନିଆଯାଇଥିଲା। ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ ପ୍ରଦାନ କରାଯାଇଥିଲା।

ହୋଟେଲ ବାହାରେ ଓଡିଶାର ଲୋକନୃତ୍ୟ ଶିଳ୍ପୀମାନେ ସେମାନଙ୍କ ନୃତ୍ୟରେ ଖେଳାଳୀମାନଙ୍କୁ ସ୍ବାଗତ କରିଥିଲେ। ସେହିପରି ହୋଟେଲ ପ୍ରବେଶ ପଥରେ ତାଙ୍କୁ ଫୁଲ ଚନ୍ଦନ ଦେଇ ସ୍ବାଗତ କରାଯାଇଥିଲା। ଆଜି ଉଭୟ ଦଳ ସେଠାରେ ବିଶ୍ରାମ କରିବା ପରେ ଆସନ୍ତାକାଲି ବାରବାଟୀ ଷ୍ଟାଣ୍ଡିୟମକୁ ଅଭ୍ୟାସ ପାଇଁ ଯିବେ।

ଖେଳାଳୀମାନଙ୍କ ପାଇଁ କମିଶନେରଟ ପୋଲିସ ତରଫରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଖେଳାଳୀଙ୍କ ସୁରକ୍ଷା ପାଇଁ ୨୦୦ ପୋଲିସ ଅଧିକାରୀଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ୫୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ସେହିପରି ଆସନ୍ତାକାଲି କଟକ ଯିବା ବେଳେ ରାସ୍ତାର ଉଭୟ ପାର୍ଶ୍ବରେ ପୋଲିସ ମୁତୟନ କରାଯାଇଛି।

ରବିବାର ଦିନ ଭାରତ ଇଂଲଣ୍ଡ ମଧ୍ୟରେ କଡା ମୁକାବିଲା ହେବ।

India Vs England India Vs England T20 Series t20 ବାରବାଟୀ ଷ୍ଟାଣ୍ଡିୟମ ଭାରତ ଇଂଲଣ୍ଡ ମ୍ୟାଚ
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ପ୍ରାଣୀଧନ ନିରୀକ୍ଷକ

June 26, 2026
Latest News

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026

ଆଜି ଜୁନ୍ ୨୭ ତାରିଖ ଶନିବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

June 27, 2026

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ପ୍ରାଣୀଧନ ନିରୀକ୍ଷକ

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.