Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଦିଲ୍ଲୀ ବିଧାନସଭାରେ ହାରିଗଲେ ଅରବିନ୍ଦ କେଜ୍ରୱାଲ ଏବଂ ମନୀଷ ସିସୋଦିଆ
ଜାତୀୟ ଖବର

ଦିଲ୍ଲୀ ବିଧାନସଭାରେ ହାରିଗଲେ ଅରବିନ୍ଦ କେଜ୍ରୱାଲ ଏବଂ ମନୀଷ ସିସୋଦିଆ

February 8, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ଦିଲ୍ଲୀ ବିଧାନସଭା ଭୋଟ ଗଣତି ପରେ ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ଆସିଛି। ତାହା ହେଲା ଆପ ର ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରୱାଲ ନିର୍ବାଚନରେ ହାରିଯାଇଛନ୍ତି। ନୂଆଦିଲ୍ଲୀ ଆସନରେ ଲଢେଇ କରୁଥିବା ଅରବିନ୍ଦ ତାଙ୍କ ନିକଟତମ ପ୍ରତିଦ୍ବନ୍ଦି ପରବେଶ ବର୍ମାଙ୍କଠାରୁ 3 ହଜାର 183 ଭୋଟରେ ହାରିଯାଇଛନ୍ତି। ପରବେଶ ବର୍ମା ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ସାହେବସିଂ ବର୍ମାଙ୍କୁ ପୁଅ।

ସେହିପରି ଆମ ଆଦମୀ ପାର୍ଟିର ଅନ୍ୟତମ ଚେହେରା ମନୀଷ ସିସୋଦିଆ ମଧ୍ୟ ନିର୍ବାଚନରେ ହାରିଯାଇଛନ୍ତି।  ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଦକ୍ଷିଣପୂର୍ବ ଦିଲ୍ଲୀର ଜଙ୍ଗପୁରାରେ ପରାଜୟ ସ୍ୱୀକାର କରିଛନ୍ତି। ତାଙ୍କର ନିକଟତମ ବିଜେପି ପ୍ରତିଦ୍ୱନ୍ଦ୍ୱୀ ତରବିନ୍ଦର ସିଂହ ମାରୱାହ ତାଙ୍କୁ ମାତ୍ର 600 ଭୋଟରେ ପରାସ୍ତ କରିଛନ୍ତି।

ଆମ ଆଦମୀ ଦୁଇ ପ୍ରମୁଖ ଚେହେରା ନିର୍ବାଚନ ହାରିଯିବା ପରେ ଦଳ ପାଇଁ ଏକ ବଡ ବିପର୍ଯ୍ୟୟ ସାବସ୍ତ ହୋଇଛି।

delhi election Delhi Election 2025 ଦିଲ୍ଲୀ ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ଚୂଡ଼ାନ୍ତ ହେଲା ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ!: ଚିରାଗ ପାସୱାନଙ୍କ ବଡ଼ ଖୁଲାସା 

March 23, 2026

ଜିଓ ଏବଂ ଏୟାରଟେଲ୍ କମ୍ପାନୀର ବଢିବ ଚିନ୍ତା: ମିଶିବାକୁ ଯାଉଛନ୍ତି ଏହି ଦୁଇ କମ୍ପାନୀ

March 23, 2026

ପାକିସ୍ତାନରେ ଆକାଶଛୁଆଁ ପେଟ୍ରୋଲ ଓ ଗ୍ୟାସର ମୂଲ୍ୟ: ଜାଣନ୍ତୁ ଭାରତଠାରୁ କେତେ ପାର୍ଥକ୍ୟ?

March 23, 2026

IPL ପାଇଁ PSL ଛାଡିଥିବା ଖେଳାଳିମାନଙ୍କ ବିରୁଦ୍ଧରେ PCB କଠୋର: କାର୍ଯ୍ୟାନୁଷ୍ଠାନ ଚେତାବନୀ

March 23, 2026
Latest News

ଚୂଡ଼ାନ୍ତ ହେଲା ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ!: ଚିରାଗ ପାସୱାନଙ୍କ ବଡ଼ ଖୁଲାସା 

March 23, 2026

ଜିଓ ଏବଂ ଏୟାରଟେଲ୍ କମ୍ପାନୀର ବଢିବ ଚିନ୍ତା: ମିଶିବାକୁ ଯାଉଛନ୍ତି ଏହି ଦୁଇ କମ୍ପାନୀ

March 23, 2026

ପାକିସ୍ତାନରେ ଆକାଶଛୁଆଁ ପେଟ୍ରୋଲ ଓ ଗ୍ୟାସର ମୂଲ୍ୟ: ଜାଣନ୍ତୁ ଭାରତଠାରୁ କେତେ ପାର୍ଥକ୍ୟ?

March 23, 2026

IPL ପାଇଁ PSL ଛାଡିଥିବା ଖେଳାଳିମାନଙ୍କ ବିରୁଦ୍ଧରେ PCB କଠୋର: କାର୍ଯ୍ୟାନୁଷ୍ଠାନ ଚେତାବନୀ

March 23, 2026

କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.