Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ଆତିଶୀ, ୧୧ ଟା ରେ ଯିବେ ଏଲଜି ସଚିବାଳୟ
ଜାତୀୟ ଖବର

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ଆତିଶୀ, ୧୧ ଟା ରେ ଯିବେ ଏଲଜି ସଚିବାଳୟ

February 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ ଆଜି ସକାଳ ୧୧ ଟାରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ। ଆଜି ସକାଳ ୧୧ ଟାରେ ଆତିଶୀ ଏଲଜି ସଚିବାଳୟରେ ତାଙ୍କ ଇସ୍ତଫା ପତ୍ର ଦାଖଲ କରିବେ। ପ୍ରକାଶ ଯେ, ଫେବୃଆରୀ ୮ ତାରିଖରେ ନିର୍ବାଚନ ଫଳାଫଳ ବିଜେପିର ବିଜୟକୁ ସ୍ପଷ୍ଟ ସଂଖ୍ୟା ଗରିଷ୍ଠତା ମିଳିଛି ଏବଂ ଏହା ସହିତ ବିଜେପି ପ୍ରାୟ ୨୬ ବର୍ଷ ପରେ ଦିଲ୍ଲୀରେ କ୍ଷମତାକୁ ଫେରିଛି। ଏଭଳି ପରିସ୍ଥିତିରେ ଆତିଶୀ ଆଜି ଇସ୍ତଫା ପତ୍ର ଉପ ରାଜ୍ୟପାଳଙ୍କ ନିକଟରେ ଦାଖଲ କରିବେ।

ଦିଲ୍ଲୀରେ ବିଜେପି ମୋଟ ୪୮ ଟି ସିଟ୍ ପାଇଥିବାବେଳେ ୧୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଆମ୍ ଆଦମୀ ପାର୍ଟି କେବଳ୨୨ ଟି ସିଟ୍ ମଧ୍ୟରେ ସୀମିତ ରହିଛି। ଏହା ସହ ବର୍ତ୍ତମାନ ଦିଲ୍ଲୀରେ ସଂଖ୍ୟାଗରିଷ୍ଠତା ସହ ବିଜେପି ଫେରିଛି। ସେପଟେ ୭୦ ଟି ସିଟ୍ ମଧ୍ୟରୁ ଗୋଟିଏ ବି ଆସନ ଜିତିବାରେ କଂଗ୍ରେସ ବିଫଳ ହୋଇଛି।

aap Atishi BJP delhi election
Share. Facebook Twitter LinkedIn Email WhatsApp Copy Link

Related Posts

କମଳା ଜଳବିଦ୍ୟୁତ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ: ୨୬୦୭୦ କୋଟି ନିବେଶ

April 9, 2026

ରାଜସ୍ଥାନରେ ଏଚ୍ଆରଆରଏଲ ପାଇଁ ମୂଲ୍ୟ ଓ ଇକ୍ୱିଟି ନିବେଶ ସଂଶୋଧନକୁ କ୍ୟାବିନେଟ୍ ମଞ୍ଜୁରୀ

April 9, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

April 9, 2026

ଆଜି ଏପ୍ରିଲ ୯ ତାରିଖ ଗୁରୁବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

April 9, 2026
Latest News

କମଳା ଜଳବିଦ୍ୟୁତ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ: ୨୬୦୭୦ କୋଟି ନିବେଶ

April 9, 2026

ରାଜସ୍ଥାନରେ ଏଚ୍ଆରଆରଏଲ ପାଇଁ ମୂଲ୍ୟ ଓ ଇକ୍ୱିଟି ନିବେଶ ସଂଶୋଧନକୁ କ୍ୟାବିନେଟ୍ ମଞ୍ଜୁରୀ

April 9, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

April 9, 2026

ପେଜ୍ ଇଣ୍ଡଷ୍ଟ୍ରିଜ୍‌ର ଆପାରେଲ୍ ୟୁନିଟ୍ ଉଦ୍‌ଘାଟିତ: ୫,୮୦୦ ନିଯୁକ୍ତି ସୃଷ୍ଟି

April 9, 2026

ଆଜି ଏପ୍ରିଲ ୯ ତାରିଖ ଗୁରୁବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

April 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.