Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡିଶାରେ ହେବ ସେଲିବ୍ରିଟି କ୍ରିକେଟ୍ ଲିଗ, ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅଭିନେତା ଅର୍ଜ୍ଜୁନ କାପୁର ଓ ବୋନି କାପୁର
ଜାତୀୟ ଖବର

ଓଡିଶାରେ ହେବ ସେଲିବ୍ରିଟି କ୍ରିକେଟ୍ ଲିଗ, ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅଭିନେତା ଅର୍ଜ୍ଜୁନ କାପୁର ଓ ବୋନି କାପୁର

February 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶାରେ ହେବ ସେଲିବ୍ରିଟି କ୍ରିକେଟ୍ ଲିଗ, ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅଭିନେତା ଅର୍ଜ୍ଜୁନ କାପୁର ଓ ବୋନି କାପୁର

ଭୁବନେଶ୍ବର: ଆଜି ଓଡିଶା ବିଧାନସଭା ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରସିଦ୍ଧ ବଲିଉଡ୍ ଫିଲ୍ମ ନିର୍ମାତା ବୋନି କାପୁର ଏବଂ ଅଭିନେତା ଅର୍ଜୁନ କାପୁର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ।

ଓଡିଶାରେ ଆୟୋଜିତ ହେବାକୁ ଥିବା ସେଲିବ୍ରିଟି କ୍ରିକେଟ୍ ଲିଗରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ପାଇଁ ଶ୍ରୀ କାପୁର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିଲେ । ଶ୍ରୀ କାପୁର କହିଥିଲେ ଯେ, ଓଡିଶାରେ ପିଲ୍ମ ସୁଟିଂ ପାଇଁ ବ୍ୟାପକ ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ପର୍ଯ୍ୟାପ୍ତ ସୁବିଧା ରହିଛି । ଏ ସବୁର ପ୍ରଚାର ପ୍ରସାର ହେଲେ ବହୁ ଫିଲ୍ମ ନିର୍ମାତାଙ୍କ ପାଇଁ ଓଡିଶା ହେବ ପସନ୍ଦ ଯୋଗ୍ୟ ଫିଲ୍ମ ସୁଟିଂ ସ୍ଥାନ । ଏଥି ସହିତ ରାଜ୍ୟ ପର୍ଯ୍ୟଟନର ମଧ୍ୟ ଅଭିବୃଦ୍ଧି ଘଟିବ ବୋଲି ସେ କହିଥିଲେ ।

ଏହି ସାକ୍ଷାତ ଆଲୋଚନା ସମୟରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ବିଧାୟକ ମାନେ ଉପସ୍ଥିତ ଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ପେନ୍‌ ଇନ୍‌ ବୁକ୍ସ ପକ୍ଷରୁ ‘ବସାରେ ଲେଖକ’ କାର୍ଯ୍ୟକ୍ରମ, ଓଡ଼ିଶାରେ ପ୍ରଥମ ‘ରାଇଟର୍‌ ଇନ୍‌ ରେସିଡେନ୍ସି’ ଯୋଜନା

June 26, 2026

ସ୍କୁଲ ବହିରେ ତ୍ରୁଟି: ନିଲମ୍ବିତ ହେଲେ ପୂର୍ବତନ ନିର୍ଦ୍ଦେଶକଙ୍କ ସହ ତିନି ଅଫିସର, ୬ ଜଣଙ୍କ ବିରୋଧରେ..

June 26, 2026

୨୦୫୦ ମସିହାରେ କେତେ ହେବ ଭାରତରେ ମୁସଲିମ ଜନସଂଖ୍ୟା?: ଜାଣନ୍ତୁ ହିନ୍ଦୁଙ୍କ ସଂଖ୍ୟା

June 26, 2026

ଆଜି ଭାରତ ବନାମ ଆୟରଲ୍ୟାଣ୍ଡ ପ୍ରଥମ ଟି-୨୦: ଜାଣନ୍ତୁ ସମ୍ଭାବ୍ୟ ଏକାଦଶ ଏବଂ ଷ୍ଟ୍ରିମିଂ ବିବରଣୀ

June 26, 2026
Latest News

ପେନ୍‌ ଇନ୍‌ ବୁକ୍ସ ପକ୍ଷରୁ ‘ବସାରେ ଲେଖକ’ କାର୍ଯ୍ୟକ୍ରମ, ଓଡ଼ିଶାରେ ପ୍ରଥମ ‘ରାଇଟର୍‌ ଇନ୍‌ ରେସିଡେନ୍ସି’ ଯୋଜନା

June 26, 2026

ସ୍କୁଲ ବହିରେ ତ୍ରୁଟି: ନିଲମ୍ବିତ ହେଲେ ପୂର୍ବତନ ନିର୍ଦ୍ଦେଶକଙ୍କ ସହ ତିନି ଅଫିସର, ୬ ଜଣଙ୍କ ବିରୋଧରେ..

June 26, 2026

୨୦୫୦ ମସିହାରେ କେତେ ହେବ ଭାରତରେ ମୁସଲିମ ଜନସଂଖ୍ୟା?: ଜାଣନ୍ତୁ ହିନ୍ଦୁଙ୍କ ସଂଖ୍ୟା

June 26, 2026

ଆଜି ଭାରତ ବନାମ ଆୟରଲ୍ୟାଣ୍ଡ ପ୍ରଥମ ଟି-୨୦: ଜାଣନ୍ତୁ ସମ୍ଭାବ୍ୟ ଏକାଦଶ ଏବଂ ଷ୍ଟ୍ରିମିଂ ବିବରଣୀ

June 26, 2026

ରାମ ମନ୍ଦିର ଦାନ ଚୋରି ମାମଲା: ଇସ୍ତଫା ଦେଲେ ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ଏବଂ ଅନିଲ ମିଶ୍ର 

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.