Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ହାର୍ଭାର୍ଡ ବିଶ୍ୱବିଦ୍ୟାଳୟର ‘ବାର୍ଷିକ ଭାରତ ସମ୍ମିଳନୀ’ରେ ଉଦବୋଧନ ଦେବେ ନୀତା ଅମ୍ବାନୀ
ଜାତୀୟ ଖବର

ହାର୍ଭାର୍ଡ ବିଶ୍ୱବିଦ୍ୟାଳୟର ‘ବାର୍ଷିକ ଭାରତ ସମ୍ମିଳନୀ’ରେ ଉଦବୋଧନ ଦେବେ ନୀତା ଅମ୍ବାନୀ

February 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରେ ଉଦବୋଧନ ଦେବେ ନୀତା ଅମ୍ବାନୀ

ମୁମ୍ବାଇ / ଭୁବନେଶ୍ୱର: ରିଲାଏନ୍ସ ଫାଉଣ୍ଡେସନ ଅଧ୍ୟକ୍ଷ ନୀତା ଅମ୍ବାନୀ ହାର୍ଭାର୍ଡ ବିଶ୍ୱବିଦ୍ୟାଳୟର ସମ୍ମାନଜନକ ‘ବାର୍ଷିକ ଭାରତ ସମ୍ମିଳନୀ’ରେ ମୁଖ୍ୟ ବକ୍ତା ଭାବରେ ନିମନ୍ତ୍ରିତ ହୋଇଛନ୍ତ।

ନୀତା ଅମ୍ବାନୀ ଭାରତର କଳା ଓ ସଂସ୍କୃତିର ବିଭିନ୍ନ ଦିଗ ଏବଂ ବିଶ୍ୱରେ ଭାରତର ଯୋଗଦାନ ସମ୍ପର୍କରେ ହାର୍ଭାର୍ଡ ବିଜନେସ୍ ସ୍କୁଲର ପୂର୍ବତନ ଡିନ୍ ନିତିନ ନୋହରିଆଙ୍କ ସହ ଆଲୋଚନା କରିବେ। ‘ଭାରତରୁ ବିଶ୍ୱ ପର୍ଯ୍ୟନ୍ତ’ ବିଷୟବସ୍ତୁ ଉପରେ ଆଧାରିତ ଏହି ସମ୍ମିଳନୀ ଫେବୃୟାରୀ ୧୫ ଓ ୧୬ ତାରିଖରେ ଯୁକ୍ତରାଷ୍ଟ୍ର ଆମେରିକାର ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେବ ଏବଂ ଏଥିରେ ୧୦୦୦ ରୁ ଅଧିକ ପ୍ରତିନିଧି ଯୋଗଦେବେ ବୋଲି ଆଶା କରାଯାଉଛି।

ବିଗତ କିଛି ବର୍ଷ ଧରି ବିଶ୍ୱ ମଞ୍ଚରେ ଭାରତର ସବୁଠାରୁ ପ୍ରଭାବଶାଳୀ ସ୍ୱର ଭାବରେ ଆଗକୁ ଆସିଛନ୍ତି ନୀତା ଅମ୍ବାନୀ। ହାର୍ଭାର୍ଡରେ ସେ ଭାରତର ସୂକ୍ଷ୍ମ ଶକ୍ତି (ସଫ୍ଟ ପାୱାର) ଏବଂ ପ୍ରାସଙ୍ଗିକତାକୁ ନୂତନ ଭାବରେ ବିଶ୍ୱ ସମ୍ମୁଖରେ ଉପସ୍ଥାପନ କରିବେ। ଟେକ୍ନୋଲୋଜି, ଜଳବାୟୁ, ଆର୍ଥିକ ବିକାଶ, ଗଣତନ୍ତ୍ର, କୂଟନୀତି, ସାଂସ୍କୃତିକ ବିନିମୟ ଭଳି ପ୍ରସଙ୍ଗରେ ଭାରତର ଦୃଷ୍ଟିକୋଣ ଉପରେ ଆଲୋଚନା ହେବ।

ଗତ ୨୨ ବର୍ଷ ଧରି ହାର୍ଭାର୍ଡ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଏହି ସମ୍ମିଳନୀ ଆୟୋଜିତ ହୋଇଆସୁଛି। ଏହି ସମ୍ମିଳନୀ ଏଭଳି ଏକ ଭାରତ ଉପରେ ଆଲୋକପାତ କରିବ ଯାହା ବିଶ୍ୱର କେବଳ ଏକ ଉଦୀୟମାନ ମହାଶକ୍ତି ନୁହେଁ ବରଂ ଆଧୁନିକତା ଓ ବିକାଶ ସହିତ ବସୁଧୈବ କୁଟୁମ୍ବକମର ସନ୍ଦେଶକୁ ଦୃଢ ଭାବେ ଯୋଡ଼ୁଥିବା ଏକ ଦେଶ।

Nita Ambani Reliance Foundation ନୀତା ଅମ୍ବାନୀ ରିଲାଏନ୍ସ ଫାଉଣ୍ଡେସନ
Share. Facebook Twitter LinkedIn Email WhatsApp Copy Link

Related Posts

କରୁର ଦୁର୍ଘଟଣାର ତଦନ୍ତ କରିବ ଏନଡିଏ: ହେମା ମାଳିନୀଙ୍କ ନେତୃତ୍ୱରେ ୮ ଜଣିଆ ପ୍ରତିନିଧିମଣ୍ଡଳ ଗଠନ

September 29, 2025

ମନ୍ଦିର ବାହାରେ କୌଣସି ଅଣହିନ୍ଦୁ ବିକ୍ରି କରିଥିଲେ, ତାଙ୍କୁ ପିଟିବା ଉଚିତ”: ପ୍ରଜ୍ଞା ଠାକୁରଙ୍କ ବିବାଦୀୟ ବୟାନ

September 29, 2025

ଏସିଆ କପ୍ ହାରିବା ପରେ ପିଓକେରେ ଉତ୍ତେଜନା, ଶାହବାଜ ସରିଫଙ୍କ ବିରୋଧରେ ପ୍ରଦର୍ଶନ

September 29, 2025

ବିହାର ନିର୍ବାଚନ ପୂର୍ବରୁ ଆସିଲା ଆଶ୍ଚର୍ଯ୍ୟଜନକ ସର୍ଭେ: ଏନଡିଏ ନା ଇଣ୍ଡିଆ?, କିଏ ଗଢିବ ସରକାର

September 29, 2025
Latest News

କରୁର ଦୁର୍ଘଟଣାର ତଦନ୍ତ କରିବ ଏନଡିଏ: ହେମା ମାଳିନୀଙ୍କ ନେତୃତ୍ୱରେ ୮ ଜଣିଆ ପ୍ରତିନିଧିମଣ୍ଡଳ ଗଠନ

September 29, 2025

ମନ୍ଦିର ବାହାରେ କୌଣସି ଅଣହିନ୍ଦୁ ବିକ୍ରି କରିଥିଲେ, ତାଙ୍କୁ ପିଟିବା ଉଚିତ”: ପ୍ରଜ୍ଞା ଠାକୁରଙ୍କ ବିବାଦୀୟ ବୟାନ

September 29, 2025

୩ ଟି ବିଭାଗର ୪ ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ

September 29, 2025

ଏସିଆ କପ୍ ହାରିବା ପରେ ପିଓକେରେ ଉତ୍ତେଜନା, ଶାହବାଜ ସରିଫଙ୍କ ବିରୋଧରେ ପ୍ରଦର୍ଶନ

September 29, 2025

ଦକ୍ଷିଣ ଓଡ଼ିଶାର ସ୍ଥାନ ପାଇବ ୧୪ ବରପୁତ୍ରଙ୍କ ପ୍ରତିମୂର୍ତ୍ତି, ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା

September 29, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.