Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»୫ଜି ଡାଉନଲୋଡ୍ ସ୍ପିଡ୍‌ରେ ଜିଓ ସବୁଠାରୁ ଦ୍ରୁତତମ: ଓକଲା ରିପୋର୍ଟ
ଜାତୀୟ ଖବର

୫ଜି ଡାଉନଲୋଡ୍ ସ୍ପିଡ୍‌ରେ ଜିଓ ସବୁଠାରୁ ଦ୍ରୁତତମ: ଓକଲା ରିପୋର୍ଟ

April 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
୫ଜି ଡାଉନଲୋଡ୍ ସ୍ପିଡ୍‌ରେ ଜିଓ ସବୁଠାରୁ ଦ୍ରୁତତମ: ଓକଲା ରିପୋର୍ଟ

ନୂଆଦିଲ୍ଲୀ: ରିଲାଏନ୍ସ ଜିଓ ପୁଣିଥରେ ୫ଜି ଡାଉନଲୋଡ୍ ସ୍ପିଡ୍ ଦୌଡ଼ରେ ସମସ୍ତ ପ୍ରତିଯୋଗୀଙ୍କୁ ପଛରେ ପକାଇ ଦେଇଛି। ଓକଲା ସ୍ପିଡଟେଷ୍ଟ ଇଣ୍ଟେଲିଜେନ୍ସ ତଥ୍ୟ ଅନୁଯାୟୀ, ରିଲାଏନ୍ସ ଜିଓର ହାରାହାରି ୫ଜି ଡାଉନଲୋଡ୍ ସ୍ପିଡ୍ ୨୫୮.୫୪ ଏମବିପିଏସ ରେକର୍ଡ କରାଯାଇଛି। ଏୟାରଟେଲ୍ ୨୦୫.୧ ଏମବିପିଏସ ସହିତ ଦ୍ୱିତୀୟ ସ୍ଥାନରେ ରହିଛି। ଓକଲା ଜୁଲାଇ ଏବଂ ଡିସେମ୍ବର ୨୦୨୪ ମଧ୍ୟରେ ସାରା ଦେଶରୁ ଏହି ତଥ୍ୟ ସଂଗ୍ରହ କରିଥିଲା।

ରିଲାଏନ୍ସ ଜିଓ ୫ଜି ସହିତ ସାମଗ୍ରିକ ଭାବରେ ମଧ୍ୟ ଦ୍ରୁତତମ ମୋବାଇଲ୍ ନେଟୱାର୍କର ଆଖ୍ୟା ମଧ୍ୟ ହାସଲ କରିଛି। ଜିଓ ଭାରତରେ ସବୁଠାରୁ ଦ୍ରୁତ ମୋବାଇଲ ସ୍ପିଡ୍ ନେଟୱାର୍କ ପ୍ରଦାନକାରୀ ଅପରେଟର ଭାବରେ ଉଭା ହୋଇଛି। ଜିଓର ସାମଗ୍ରିକ ହାରାହାରି ଡାଉନଲୋଡ୍ ସ୍ପିଡ୍ ୧୫୮.୬୩ ଏମବିପିଏସ ରହିଥିବା ବେଳେ ଏୟାରଟେଲର ସ୍ପିଡ୍ ଜିଓର ଦୁଇ-ତୃତୀୟାଂଶ, ଅର୍ଥାତ୍ ପ୍ରାୟ ୧୦୦.୬୭ ଏମବିପିଏସ ବୋଲି ମାପ କରାଯାଇଛି। ଭୋଡାଫୋନ୍ ଆଇଡିଆ ୨୧.୬ ଏମବିପିଏସ ସହିତ ତୃତୀୟ ସ୍ଥାନରେ ରହିଛି।

ଏହି ସମୟ ମଧ୍ୟରେ, ଜିଓ ସାରା ଦେଶରେ ସର୍ବାଧିକ ୫ଜି ଉପଲବ୍ଧତା ରେକର୍ଡ କରିଥିଲା, ଅର୍ଥାତ୍, ଜିଓ ନେଟୱାର୍କ ସର୍ବାଧିକ ସ୍ଥାନରେ ଉପଲବ୍ଧ ରହିଛି। ସ୍ପିଡଟେଷ୍ଟ ଇଣ୍ଟେଲିଜେନ୍ସ ତଥ୍ୟ ଅନୁଯାୟୀ, ଜିଓର ୭୩.୭% ଉପଭୋକ୍ତା ଅଧିକାଂଶ ସମୟ ଜିଓର ୫ଜି ନେଟୱାର୍କ ବ୍ୟବହାର କରୁଛନ୍ତି, ଯାହା ଅନ୍ୟ ଯେକୌଣସି ଅପରେଟର ଅପେକ୍ଷା ବେଶ ଅଧିକ। ମୋବାଇଲ୍ କଭରେଜ୍ ଦୃଷ୍ଟିରୁ, ଜିଓ ୬୫.୬୬ କଭରେଜ୍ ସ୍କୋର ସହିତ ପ୍ରଥମ ସ୍ଥାନରେ ଥିଲା ବେଳେ ଏୟାରଟେଲ୍ ୫୮.୧୭ ସ୍କୋର ସହିତ ଦ୍ୱିତୀୟ ସ୍ଥାନରେ ରହିଛି।

ରିଲାଏନ୍ସ ଜିଓ ଦ୍ରୁତତମ ମୋବାଇଲ୍ ନେଟୱାର୍କ ଏବଂ ଉନ୍ନତ ମୋବାଇଲ୍ କଭରେଜ୍ ଉଭୟରେ ପ୍ରଥମ ସ୍ଥାନ ହାସଲ କରିଛି।

Jio 5G Reliance JIO ଜିଓ 5ଜି ଜିଓ ୫ଜି ନେଟୱାର୍କ ରିଲାଏନ୍ସ ଜିଓ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା T20 ବିଶ୍ୱକପ୍: କିପରି ସେମିଫାଇନାଲ୍ ରେ ପହଞ୍ଚିବ ଭାରତ, ଜାଣନ୍ତୁ ଗଣିତ

June 27, 2026

ମଇରେ ଓଡ଼ିଶାରେ ୧ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଉପଭୋକ୍ତା ଯୋଡ଼ିଲା ଜିଓ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026
Latest News

ମହିଳା T20 ବିଶ୍ୱକପ୍: କିପରି ସେମିଫାଇନାଲ୍ ରେ ପହଞ୍ଚିବ ଭାରତ, ଜାଣନ୍ତୁ ଗଣିତ

June 27, 2026

ନାଚୁଣୀରେ ଅଘଟଣ: ୩ ଥର ପଲଟି ବିଲକୁ ଖସିଲା କାର୍

June 27, 2026

ପୂର୍ବ ଭାରତର ଶିଳ୍ପାୟନକୁ ନୂଆ ଦିଗ, ମୁଖ୍ୟମନ୍ତ୍ରୀ ଘୋଷଣା କଲେ ‘GO EAST’ ପ୍ଲାଟଫର୍ମ

June 27, 2026

ମହାପ୍ରଭୁଙ୍କ ଦେବସ୍ନାନ ଲୀଳା ପାଇଁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ନୀତିକାନ୍ତି

June 27, 2026

ମଇରେ ଓଡ଼ିଶାରେ ୧ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଉପଭୋକ୍ତା ଯୋଡ଼ିଲା ଜିଓ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.