Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଉପରେ ଆକ୍ରମଣକୁ ନେଇ ନବୀନ ପଟ୍ଟନାୟକ କଣ କହିଲେ ଜାଣନ୍ତି ?
ଜାତୀୟ ଖବର

ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଉପରେ ଆକ୍ରମଣକୁ ନେଇ ନବୀନ ପଟ୍ଟନାୟକ କଣ କହିଲେ ଜାଣନ୍ତି ?

April 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Naveen
ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଉପରେ ଆକ୍ରମଣ ନେଇ ନବୀନ ପଟ୍ଟନାୟକ କହିଲେ ଏପରି କଥା

ଭୁବନେଶ୍ବର: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଉପରେ ଆକ୍ରମଣକୁ ନେଇ ବିଜେଡି ସୁପ୍ରିମୋ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ ନିଜ ସାମାଜିକ ଗଣମାଧ୍ୟମରେ ଏହି ଘଟଣାକୁ ତୀବ୍ର ନିନ୍ଦା କରିଛନ୍ତି।

ସେ କହିଛନ୍ତି ଯେ, “ଧର୍ମଶାଳାର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ଯୁବ ନେତା ଶ୍ରୀ ପ୍ରଣବ ବଳବନ୍ତରାୟଙ୍କ ଉପରେ ଖୋଲା ଦିବାଲୋକରେ ସଂଘବଦ୍ଧ ଆକ୍ରମଣ ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ଦର୍ଶାଉଛି।”

“ଜନପ୍ରତିନିଧିମାନେ ଯଦି ରାଜ୍ୟରେ ଅସୁରକ୍ଷିତ, ତେବେ ସାଧାରଣ ଲୋକଙ୍କ ସୁରକ୍ଷା ଉପରେ ବିରାଟ ପ୍ରଶ୍ନବାଚୀ ସୃଷ୍ଟି ହେଉଛି। ଅସାମାଜିକ ବ୍ୟକ୍ତି ତଥା କାର୍ଯ୍ୟକଳାପକୁ ରୋକିବାରେ ରାଜ୍ୟ ସରକାରଙ୍କ ନିଷ୍କ୍ରିୟତା, ସ୍ଥାଣୁ ତଥା ଏକପାଖିଆ ମନୋଭାବ ଏପରି ଘଟଣାକୁ ଆହୁରି ପ୍ରୋତ୍ସାହିତ କରୁଛି। ସରକାର ରାଜନୈତିକ ହିଂସାକୁ ପ୍ରୋତ୍ସାହିତ ନ କରି ତୁରନ୍ତ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ।”

Naveen Patnaik ଧର୍ମଶାଳା ନବୀନ ପଟ୍ଟନାୟକ ପ୍ରଣବ ବଳବନ୍ତରାୟ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଭାରତୀୟ ରେଳବାଇ ଲୋକୋ ଓ ଟ୍ରାଫିକ୍ କର୍ମଚାରୀଙ୍କ ବର୍ଦ୍ଧିତ ଭତ୍ତାରେ ହେଲା ସଂଶୋଧନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026

ଦେଶରେ ତୈଳ, ଗ୍ୟାସ ବିଦ୍ୟୁତ ଶକ୍ତିର ସ୍ଥିତି ସଂପର୍କରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି

March 22, 2026
Latest News

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଭାରତୀୟ ରେଳବାଇ ଲୋକୋ ଓ ଟ୍ରାଫିକ୍ କର୍ମଚାରୀଙ୍କ ବର୍ଦ୍ଧିତ ଭତ୍ତାରେ ହେଲା ସଂଶୋଧନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026

ଦେଶରେ ତୈଳ, ଗ୍ୟାସ ବିଦ୍ୟୁତ ଶକ୍ତିର ସ୍ଥିତି ସଂପର୍କରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି

March 22, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ରେକର୍ଡ, ଶାସନ କ୍ଷମତା ଶୀର୍ଷରେ ରହିବାର ହେଲା ୮,୯୩୧ ଦିନ

March 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.