Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡ଼ିଶାର ମୁଖ୍ୟ ଆୟକର କମିଶନର ହେଲେ ପାରମିତା ଶତପଥୀ
ଜାତୀୟ ଖବର

ଓଡ଼ିଶାର ମୁଖ୍ୟ ଆୟକର କମିଶନର ହେଲେ ପାରମିତା ଶତପଥୀ

April 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Paramita
ଓଡ଼ିଶାର ମୁଖ୍ୟ ଆୟକର କମିଶନର ହେଲେ ପାରମିତା ଶତପଥୀ

ଭୁବନେଶ୍ବର: ଓଡ଼ିଶାର ନୂତନ ପ୍ରଧାନ ମୁଖ୍ୟ ଆୟକର କମିଶନର ପଦ ଗ୍ରହଣ କରିଛନ୍ତି ପାରମିତା ଶତପଥୀ। ସେ ଜଣେ ସୁନାମଧନ୍ୟା ସୁଲେଖିକା, ଔପନ୍ୟାସିକା ତଥା ଭାରତୀୟ ରାଜସ୍ବ ସେବା ଅଧିକାରୀ। ଆଜି ସେ ବିଧିବଧ ଭାବେ ସେ ଏହି ଗୁରୁ ଦାୟିତ୍ବ ଗ୍ରହଣ କରିଛନ୍ତି।

ପାରମିତା ଶତପଥୀ ହେଉଛନ୍ତି ୧୯୮୯ ବ୍ୟାଚର ଭାରତୀୟ ରାଜସ୍ବ ସେବାର ଅଧିକାରୀ । ପୂର୍ବରୁ ସେ ଓଡ଼ିଶାରର ଆୟକର ବିଭାଗରେ ବିଭିନ୍ନ ପଦବୀରେ କାର୍ଯ୍ୟ କରିବା ସହ ୬ ବର୍ଷ ଧରି ଓଡ଼ିଶା ପାୱାର ଜେନରେସନ କର୍ପୋରେସନ ଲିମିଟେଡ (ଓପିଜିସି)ର ଡାଇରେକ୍ଟର ଅଫ ଫାଇନାନ୍ସ ଭାବେ ଦାୟିତ୍ଵ ନିର୍ବାହ କରିଥିଲେ।

ଶ୍ରୀମତୀ ଶତପଥୀଙ୍କ ଓଡ଼ିଶା ତଥା ସାରା ଦେଶରେ ସ୍ୱତନ୍ତ୍ର ପରିଚୟ ରହିଛି। ୨୦୦୬ରେ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିବା ବେଳେ ୨୦୧୬ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଛନ୍ତି। ସେହିପରି ୨୦୨୧ରେ ଶାରଳା ପୁରସ୍କାର ସମେତ ବହୁ ଅନୁଷ୍ଠାନ ଦ୍ବାରା ପୁରସ୍କୃତ ହୋଇଛନ୍ତି ।

ପାରମିତା ଶତପଥୀ
Share. Facebook Twitter LinkedIn Email WhatsApp Copy Link

Related Posts

NEET MDS 2026 ପାଇଁ ଆବେଦନ ପ୍ରକ୍ରିୟା ଜାରି: ମାର୍ଚ୍ଚ 30 ସୁଦ୍ଧା କରନ୍ତୁ ପଞ୍ଜୀକରଣ

March 14, 2026

ଇଞ୍ଜିନିୟରମାନଙ୍କ ପାଇଁ “ରାସାୟନିକ ପଦାର୍ଥ ପରିଚାଳନାରେ ସୁରକ୍ଷା” ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 14, 2026

ଦେଶରେ ପ୍ରଥମ ହେଲା ପୂର୍ବତଟ ରେଳପଥ: ବର୍ଷକରେ ପରିବହନ କଲା ୫୦୦ ମେଟ୍ରିକ ଟନ୍ ପଣ୍ୟ

March 14, 2026

ନୂଆଦିଲ୍ଲୀରେ ସମ୍ୱଲପୁରୀ ଗାୟକଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 14, 2026
Latest News

NEET MDS 2026 ପାଇଁ ଆବେଦନ ପ୍ରକ୍ରିୟା ଜାରି: ମାର୍ଚ୍ଚ 30 ସୁଦ୍ଧା କରନ୍ତୁ ପଞ୍ଜୀକରଣ

March 14, 2026

ଇଞ୍ଜିନିୟରମାନଙ୍କ ପାଇଁ “ରାସାୟନିକ ପଦାର୍ଥ ପରିଚାଳନାରେ ସୁରକ୍ଷା” ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 14, 2026

ଦେଶରେ ପ୍ରଥମ ହେଲା ପୂର୍ବତଟ ରେଳପଥ: ବର୍ଷକରେ ପରିବହନ କଲା ୫୦୦ ମେଟ୍ରିକ ଟନ୍ ପଣ୍ୟ

March 14, 2026

ନୂଆଦିଲ୍ଲୀରେ ସମ୍ୱଲପୁରୀ ଗାୟକଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 14, 2026

ଓଡ଼ିଶାରେ ୩.୫ ଗୁଣରୁ ଅଧିକ ବେଗରେ କାର୍ଯ୍ୟକ୍ଷମ ହେଲା ନୂଆ ରେଳ ଟ୍ରାକ୍‌

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.