Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ, ଶ୍ରୀମନ୍ଦିର ସେବାରୁ ନିଲମ୍ବନ ହେଲେ ସେବାୟତ ରାମକୃଷ୍ଣ ଦାସମହାପାତ୍ର
ଜାତୀୟ ଖବର

ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ, ଶ୍ରୀମନ୍ଦିର ସେବାରୁ ନିଲମ୍ବନ ହେଲେ ସେବାୟତ ରାମକୃଷ୍ଣ ଦାସମହାପାତ୍ର

May 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଶେଷରେ ଯାହା ଆଶା କରାଯାଉଥିଲା ତାହା ହିଁ ହେଲା। କାରଣ ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରାମକୃଷ୍ଣ ଦାସମହାପାତ୍ରଙ୍କ ଉପରେ ଦଣ୍ଡବିଧାନ ହେବ ବୋଲି ସମ୍ଭାବନା ରହିଥିଲା। ଯାହା ଆଜି ଶ୍ରୀମନ୍ଦିର ପ୍ରଶାସନ ତାଙ୍କୁ ନିଲମ୍ବିତ କରାଯାଇଛି ବୋଲି ଘୋଷଣା କରାଯାଇଛି। ତାଙ୍କୁ ତିରିଶ ଦିନ ପାଇଁ ଶ୍ରୀମନ୍ଦିର ସେବାରୁ ନିବୃତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ଏଥିରେ କୁହାଯାଇଛି ଯେ, ଶ୍ରୀମନ୍ଦିରର ମର୍ଯ୍ୟଦା କ୍ଷୁର୍ଣ୍ଣ କରାଯାଇଥିବାରୁ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି। ସେ ତିରିଶ ଦିନ ପର୍ଯ୍ୟନ୍ତ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିପାରିବେ ନାହିଁ ବୋଲି ପ୍ରଶାସନ କହିଛି।

ସେବାୟତ ରାମକୃଷ୍ଣ ମହାପାତ୍ର ପଶ୍ଚିମବଂଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦ୍ବାରା ଦୀଘାରେ ନିର୍ମିତ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠାରେ ଯୋଗ ଦେଇଥିଲେ। ସେଠାରେ ସେ ପୂଜା କରିବା ସହିତ ପ୍ରତିଷ୍ଠା ଉତ୍ସବରେ ଯୋଗଦେଇଥିଲେ। ଏପରିକି ସେଠାରେ ପ୍ରତିଷ୍ଠା କରାଯାଇଥିବା ଜଗନ୍ନାଥ ମୂର୍ତ୍ତି ପୁରୀର ଦାରୁ କାଠର ବଳକା ଅଂଶରେ ନିର୍ମାଣ କରାଯାଇଛି ବୋଲି ସେ କହିଥିଲେ।

ଏହାକୁ ନେଇ ବିଭିନ୍ନ ମହଲରେ ସମାଲୋଚନା କରାଯାଇଥିଲା। ଏହି ଘଟଣା ଶ୍ରୀମନ୍ଦିର ପ୍ରଶାସନ ଗୁରୁତର ସହ ନେଇଥିଲେ। ସରକାର ମଧ୍ୟ ଏହି ଘଟଣା ନେଇ ଏକ ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ଶ୍ରୀମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଡ ଅରବିନ୍ଦ ପାଢୀ ଏହା ଉପରେ ତଦନ୍ତ କରିଥିଲେ।

ଶ୍ରୀମନ୍ଦିର ପ୍ରଶାସନ ଏହି ଘଟଣାର ତଦନ୍ତ କରି ସରକାରଙ୍କୁ ରିପୋର୍ଟ ପ୍ରଦାନ କରିଥିଲେ। ସେହି ରିପୋର୍ଟ ଆଧାରରେ ଶ୍ରୀମନ୍ଦିର ପ୍ରଶାସନ ଆଜି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ତେବେ ଏହାକୁ ନେଇ ସେବାୟତ ରାମକୃଷ୍ଣ ଦାସମହାପାତ୍ରଙ୍କ ପ୍ରତିକ୍ରିୟା ଜଣାପଡି ନାହିଁ। ରାମକୃଷ୍ଣ ବର୍ତ୍ତମାନ ଦଇତାପତି ସେବକ ସଂଘର ସଂପାଦକ ଅଛନ୍ତି।

ରାମକୃଷ୍ଣ ଦାସମହାପାତ୍ର ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ ଶ୍ରୀଜଗନ୍ନାଥ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ଶୁଭାଂଶୁ ଶୁକ୍ଳାଙ୍କ ମିଶନ ଉପରେ ସ୍ୱତନ୍ତ୍ର ଅଧିବେଶନକୁ ବିରୋଧୀଙ୍କ ବର୍ଜନ, କିନ୍ତୁ ଶଶି ଥରୁରଙ୍କ ପ୍ରଶଂସା

August 18, 2025

ଏୟାରଟେଲ୍ ସେବା ବନ୍ଦ!: କଲ୍ ଏବଂ ଇଣ୍ଟରନେଟ୍ ସେବା ମଧ୍ୟ ପ୍ରଭାବିତ

August 18, 2025

ଗାଧୋଇବା ବେଳେ ନଈରେ ଭାସିଗଲେ ଯୁବକ: ବାଲୁଗାଁ ଅଗ୍ନିଶମ ବାହିନୀର ଉଦ୍ଧାର କାର୍ଯ୍ୟ ଜାରି

August 18, 2025

ଯଦି ସିପି ରାଧାକୃଷ୍ଣନ୍ ନିର୍ବାଚିତ ହୁଅନ୍ତି, ତେବେ ନୂତନ ଉପରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ କେତେ ହେବ?

August 18, 2025
Latest News

ଶୁଭାଂଶୁ ଶୁକ୍ଳାଙ୍କ ମିଶନ ଉପରେ ସ୍ୱତନ୍ତ୍ର ଅଧିବେଶନକୁ ବିରୋଧୀଙ୍କ ବର୍ଜନ, କିନ୍ତୁ ଶଶି ଥରୁରଙ୍କ ପ୍ରଶଂସା

August 18, 2025

ଏୟାରଟେଲ୍ ସେବା ବନ୍ଦ!: କଲ୍ ଏବଂ ଇଣ୍ଟରନେଟ୍ ସେବା ମଧ୍ୟ ପ୍ରଭାବିତ

August 18, 2025

ଗାଧୋଇବା ବେଳେ ନଈରେ ଭାସିଗଲେ ଯୁବକ: ବାଲୁଗାଁ ଅଗ୍ନିଶମ ବାହିନୀର ଉଦ୍ଧାର କାର୍ଯ୍ୟ ଜାରି

August 18, 2025

ଯଦି ସିପି ରାଧାକୃଷ୍ଣନ୍ ନିର୍ବାଚିତ ହୁଅନ୍ତି, ତେବେ ନୂତନ ଉପରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ କେତେ ହେବ?

August 18, 2025

NDAର CP ରାଧାକୃଷ୍ଣନଙ୍କ ବିରୋଧରେ ଇଣ୍ଡି ମେଣ୍ଟରୁ କିଏ?: ଉତ୍ତର ଦେଲେ SP ନେତା

August 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.