କଂଗ୍ରେସ ଘୋଷଣା କଲା ସାମାଜିକ ଗଣମାଧ୍ୟମର ଅଧ୍ୟକ୍ଷ ଏବଂ ଉପାଧ୍ୟକ୍ଷଙ୍କ ନାମ, ଜାଣନ୍ତୁ କିଏ

Published: May 17, 2025, 7:43 pm IST

ଭୁବନେଶ୍ବର: ଆଜି ଏଆଇସିସି ତରଫରୁ ପ୍ରଦେଶ କଂଗ୍ରେସ କମିଟର ସାମାଜିକ ଗଣମାଧ୍ୟମର ଅଧ୍ୟକ୍ଷ ଏବଂ ଉପାଧ୍ୟକ୍ଷଙ୍କ ନାମ ଘୋଷଣା କରାଯାଇଛି। ସେମାନେ ହେଲେ ସାମାଜିକ ଗଣମାଧ୍ୟମ ଅଧ୍ୟକ୍ଷ ଭାବେ ସତ୍ୟଜିତ ଗମାଙ୍ଗ ଏବଂ ଉପାଧ୍ୟକ୍ଷ ଭାବେ ସନ୍ତୋଷ ପ୍ରଧାନଙ୍କୁ ମନୋନିତ କରାଯାଇଛି।

ଏ ନେଇ ଏଆଇସିସି ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ସାଧାରଣ ସଂପାଦକ କେ ସି ବେଣୁଗୋପାଳଙ୍କ ଦସ୍ତଖତରେ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି।

Related posts