Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»Reliance Trends Raja Offer: ଶ୍ରେଷ୍ଠ ରଜ ଲୁକ୍ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପାଆନ୍ତୁ ପୁରସ୍କାର
ଜାତୀୟ ଖବର

Reliance Trends Raja Offer: ଶ୍ରେଷ୍ଠ ରଜ ଲୁକ୍ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପାଆନ୍ତୁ ପୁରସ୍କାର

June 10, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
Reliance Trends Raja Offer
Reliance Trends Raja Offer: ଶ୍ରେଷ୍ଠ ରଜ ଲୁକ୍ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପାଆନ୍ତୁ ପୁରସ୍କାର

Reliance Trends Raja Offer: ଉତ୍ସବ ଋତୁରେ ଗ୍ରାହକଙ୍କ ପାଇଁ ଖୁସି ଓ ଆନନ୍ଦ ଆଣିବା ନିମନ୍ତେ ଭାରତର ସର୍ବବୃହତ ଓ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ ର ପୋଷାକ ଓ ଆସେସୋରିଜ୍ ସ୍ପେସାଲିଟି ଚେନ୍ ‘ଟ୍ରେଣ୍ଡ୍‌‌ସ’ ପକ୍ଷରୁ ‘ରଜ ମଉଜ ଓ ଶ୍ରେଷ୍ଠ ରଜ ଲୁକ୍ସ ପ୍ରତିଯୋଗିତା’ ସହ ରଜ ଅଭିଯାନ ଶୁଭାରମ୍ଭ ଘୋଷଣା କରାଯାଇଛି।

ରଜ ଅଭିଯାନକୁ ଗ୍ରାହକଙ୍କ ପାଇଁ ଅଧିକ ରୋମାଞ୍ଚକର ଏବଂ ଲାଭଦାୟକ କରିବା ପାଇଁ ଟ୍ରେଣ୍ଡ୍‌‌ସ ଏକ ସ୍ୱତନ୍ତ୍ର ପଦକ୍ଷେପ ଆରମ୍ଭ କରିଛି ଯେଉଁଥିରେ ୩,୪୯୯/- ଟଙ୍କା କିମ୍ବା ତା’ଠାରୁ ଅଧିକ ମୂଲ୍ୟର କିଣାକିଣି କରୁଥିବା ଗ୍ରାହକମାନେ ମାତ୍ର ୨୪୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଇପାରିବେ। ଏଥିସହ ଏହି ଅବଧି ମଧ୍ୟରେ ଗ୍ରାହକମାନେ ଶ୍ରେଷ୍ଠ ରଜ ଲୁକ୍ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଆକର୍ଷଣୀୟ ପୁରସ୍କାର ମଧ୍ୟ ଜିତିପାରିବେ ।

ଟ୍ରେଣ୍ଡ୍‌‌ସ ଗ୍ରାହକମାନଙ୍କ ଠାରୁ ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ ଆବେଦନ ଆମନ୍ତ୍ରଣ କରୁଛି ଯେଉଁଥିରେ ସେମାନେ ନିଜର ଏକ ସେଲ୍ଫି କ୍ଲିକ୍ କରି ସେମାନଙ୍କ ଇନଷ୍ଟାଗ୍ରାମ କିମ୍ବା ଫେସବୁକ୍ ପ୍ରୋଫାଇଲରେ ପୋଷ୍ଟ କରିବା ସହିତ ଇନଷ୍ଟାଗ୍ରାମରେ @Trends.Official ପୃଷ୍ଠାକୁ ଟ୍ୟାଗ୍ କରି ଶ୍ରେଷ୍ଠ ରଜ ଲୁକ୍ସ ପ୍ରତିଯୋଗିତାରେ ଅଂଶଗ୍ରହଣ କରିପାରିବେ ।

ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟାୟାର ୧, ଟାୟାର ୨ ସହର ଏବଂ ଏହା ବାହାରେ ଭାରତର ଉପଭୋକ୍ତାମାନଙ୍କ ସହ ଏହାର ଉପଲବ୍ଧତା ଏବଂ ଯୋଗାଯୋଗକୁ ସୁଦୃଢ଼ କରି ଟ୍ରେଣ୍ଡ୍‌‌ସ ପ୍ରକୃତରେ ଭାରତରେ ଫ୍ୟାସନକୁ ଗଣତାନ୍ତ୍ରିକ କରୁଛି। ଏହା ଭାରତର ପ୍ରିୟ ଫ୍ୟାଶନ ସପିଂ ଗନ୍ତବ୍ୟସ୍ଥଳ ରେ ପରିଣତ ହୋଇଛି।

ଟ୍ରେଣ୍ଡ୍‌‌ସ ଷ୍ଟୋରଗୁଡ଼ିକରେ ଆଧୁନିକ ଲୁକ୍ ଏବଂ ପରିବେଶ ରହିଛି ଯେଉଁଥିରେ ଉତ୍ତମ ଗୁଣବତ୍ତା ଏବଂ ଫ୍ୟାଶନ ସାମଗ୍ରୀର ଏକ ଆକର୍ଷଣୀୟ ପରିସର ରହିଛି ଯାହାକି ସ୍ଥାନୀୟ ଅଞ୍ଚଳର ଉପଭୋକ୍ତାମାନଙ୍କ ପସନ୍ଦ ଅନୁରୂପ ଏବଂ ସୁଲଭ ମୂଲ୍ୟରେ ଉପଲବ୍ଧ । ଗ୍ରାହକ ପୋଷାକ କ୍ରୟ ପାଇଁ ଖର୍ଚ୍ଚ କରୁଥିବା ଟଙ୍କାର ସର୍ବାଧିକ ଲାଭ ପାଇଥାନ୍ତି। ଗ୍ରାହକମାନେ ଟ୍ରେଣ୍ଡ୍‌‌ସ ଷ୍ଟୋରଗୁଡ଼ିକରେ ଟ୍ରେଣ୍ଡି ଓମେନ୍ସ ୱେୟାର, ମେନ୍‌‌ସ ୱେୟାର, କିଡ୍ସ ୱେୟାର ଏବଂ ଫ୍ୟାସନ ଆସେସୋରିଜ୍‌‌କୁ ଉତ୍ତମ ମୂଲ୍ୟରେ କିଣିବାର ଏକ ଅନନ୍ୟ ଏବଂ ଉତ୍କୃଷ୍ଟ ଅନୁଭୂତି ପାଇପାରିବେ ।

Reliance Trends Raja Offer: ଟ୍ରେଣ୍ଡ୍‌ସ ରଜ ଉତ୍ସବ ରିଲାଏନ୍ସ ଟ୍ରେଣ୍ଡ୍ସ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମୀକ୍ଷା: ପ୍ରଥମ ପର୍ଯ୍ୟାୟରେ ନିର୍ମାଣ ହେବ ୮୩୫ ସ୍କୁଲ

August 5, 2025

ଜୀ ସାର୍ଥକରେ ଅଗଷ୍ଟ ୧୦ ସନ୍ଧ୍ୟା ୬.୩୦ରେ ଦେଖନ୍ତୁ ଓଡ଼ିଆ ଫିଲ୍ମ ‘ପାରି କରିବେ ଭୋଳାଶଙ୍କର ୪’

August 4, 2025

୩୩ ସିଭିଲ ଜଜଙ୍କୁ ଶପଥ ପାଠ କରାଇଲେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି

August 4, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

August 4, 2025
Latest News

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମୀକ୍ଷା: ପ୍ରଥମ ପର୍ଯ୍ୟାୟରେ ନିର୍ମାଣ ହେବ ୮୩୫ ସ୍କୁଲ

August 5, 2025

ଜୀ ସାର୍ଥକରେ ଅଗଷ୍ଟ ୧୦ ସନ୍ଧ୍ୟା ୬.୩୦ରେ ଦେଖନ୍ତୁ ଓଡ଼ିଆ ଫିଲ୍ମ ‘ପାରି କରିବେ ଭୋଳାଶଙ୍କର ୪’

August 4, 2025

୩୩ ସିଭିଲ ଜଜଙ୍କୁ ଶପଥ ପାଠ କରାଇଲେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି

August 4, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

August 4, 2025

ଓଭାଲ ଟେଷ୍ଟରେ ଭାରତର ଚମତ୍କାର ବିଜୟ ପରେ କାହିଁକି କ୍ଷମା ମାଗିଲେ କଂଗ୍ରେସ ସାଂସଦ ଶଶି ଥରୁର?

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.