ନୂଆଦିଲ୍ଲୀ: ବିହାର ନିର୍ବାଚନ ପୂର୍ବରୁ ନୀତିଶ ସରକାର ରାଜ୍ୟବାସୀଙ୍କୁ ଏକ ବଡ଼ ଉପହାର ଦେବାକୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। କୁହାଯାଉଛି ଯେ, ଖୁବ୍ ଶୀଘ୍ର ରାଜ୍ୟବାସୀଙ୍କୁ ୧୦୦ ୟୁନିଟ୍ ପର୍ଯ୍ୟନ୍ତ ମାଗଣା ବିଦ୍ୟୁତ୍ ଯୋଗାଇ ଦିଆଯିବ। ଅର୍ଥ ବିଭାଗ ଶକ୍ତି ବିଭାଗର ପ୍ରସ୍ତାବକୁ ଅନୁମୋଦନ କରିଛି।