Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ନାଇଜେରିଆର ପୂର୍ବତନ ରାଷ୍ଟ୍ରପତି ମହମ୍ମଦୁ ବୁହାରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ନାଇଜେରିଆର ପୂର୍ବତନ ରାଷ୍ଟ୍ରପତି ମହମ୍ମଦୁ ବୁହାରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

July 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନାଇଜେରିଆର ପୂର୍ବତନ ରାଷ୍ଟ୍ରପତି ମହମ୍ମଦୁ ବୁହାରୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶ୍ରୀ ମୋଦୀ ନାଇଜେରିଆର ପୂର୍ବତନ ରାଷ୍ଟ୍ରପତି ମହମ୍ମଦୁ ବୁହାରୀଙ୍କ ସହ ବିଭିନ୍ନ ସମୟରେ ତାଙ୍କର ସାକ୍ଷାତ ଏବଂ ଆଲୋଚନାକୁ ମନେ ପକାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ, ମହମ୍ମଦୁ ବୁହାରୀଙ୍କ ଜ୍ଞାନ ଏବଂ ଭାରତ-ନାଇଜେରିଆ ବନ୍ଧୁତା ପ୍ରତି ଅଟଳ ପ୍ରତିବଦ୍ଧତା ଅଦ୍ଭୁଦ ଥିଲା। ଶ୍ରୀ ମୋଦୀ ଆହୁରି ମଧ୍ୟ କହିଛନ୍ତି ଯେ, ସେ ଭାରତର ୧୪୦ କୋଟି ଲୋକଙ୍କ ସହ ତାଙ୍କ ପରିବାର, ନାଇଜେରିଆର ଜନତା ଏବଂ ସରକାରଙ୍କ ପ୍ରତି ସମବେଦନା ଜଣାଉଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

“ନାଇଜେରିଆର ପୂର୍ବତନ ରାଷ୍ଟ୍ରପତି ମହମ୍ମଦୁ ବୁହାରୀଙ୍କ ବିୟୋଗରେ ମୁଁ ଗଭୀର ଦୁଃଖିତ। ବିଭିନ୍ନ ସମୟରେ ଆମର ସାକ୍ଷାତ ଏବଂ ଆଲୋଚନାକୁ ମୁଁ ସ୍ନେହରେ ମନେ ପକାଉଛି। ତାଙ୍କର ଜ୍ଞାନ ଏବଂ ଭାରତ-ନାଇଜେରିଆ ବନ୍ଧୁତା ପ୍ରତି ତାଙ୍କର ଅଟଳ ପ୍ରତିବଦ୍ଧତା ଅଦ୍ଭୁତ ଥିଲା। ମୁଁ ଭାରତର ୧୪୦ କୋଟି ଲୋକଙ୍କ ସହ ତାଙ୍କ ପରିବାର, ଜନତା ଏବଂ ନାଇଜେରିଆ ସରକାରଙ୍କ ପ୍ରତି ଆମର ସମବେଦନା ଜଣାଉଛି।

ନରେନ୍ଦ୍ର ମୋଦୀ ନାଇଜେରିଆ ପୂର୍ବତନ ରାଷ୍ଟ୍ରପତି ବିୟୋଗରେ ଶୋକ
Share. Facebook Twitter LinkedIn Email WhatsApp Copy Link

Related Posts

ଯୁଦ୍ଧକ୍ଷେତ୍ର ପରେ କ୍ରିକେଟ ପିଚ୍‌ରେ ହାରିଲା ପାକିସ୍ତାନ, ଦୁବାଇରେ ଧୁଳି ଚଟାଇଲା ଭାରତ

September 15, 2025

ଆଇଆଇଟି ଭୁବନେଶ୍ୱର ପକ୍ଷରୁ “ଚିନି, ଲୁଣ ଏବଂ ତେଲର ବ୍ୟବହାର ହ୍ରାସ କରିବା” ଶୀର୍ଷକ ବକ୍ତବ୍ୟ ଆୟୋଜିତ

September 14, 2025

ସମ୍ବଲପୁରରେ “ସ୍ଵଚ୍ଛତା ହିଁ ସେବା- ୨୦୨୫” କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

September 14, 2025

ପଞ୍ଚମ ଅଖିଳ ଭାରତୀୟ ରାଜଭାଷା ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗଦେଲେ କେନ୍ଦ୍ର ଗୃହମନ୍ତ୍ରୀ

September 14, 2025
Latest News

ଯୁଦ୍ଧକ୍ଷେତ୍ର ପରେ କ୍ରିକେଟ ପିଚ୍‌ରେ ହାରିଲା ପାକିସ୍ତାନ, ଦୁବାଇରେ ଧୁଳି ଚଟାଇଲା ଭାରତ

September 15, 2025

କଂଗ୍ରେସ କଲା ବଡ ଘୋଷଣା, ସେପ୍ଟେମ୍ୱର ୩୦ ସୁଦ୍ଧା ନୂଆ ଜିଲ୍ଲା ସଭାପତି, ଅକ୍ଟୋବର ୨ରୁ…

September 14, 2025

କଂଗ୍ରେସରେ ଯୋଗ ଦେଲେ ବିଜେଡି ଛାତ୍ର ନେତା ହରିଶଙ୍କର 

September 14, 2025

ଆଇଆଇଟି ଭୁବନେଶ୍ୱର ପକ୍ଷରୁ “ଚିନି, ଲୁଣ ଏବଂ ତେଲର ବ୍ୟବହାର ହ୍ରାସ କରିବା” ଶୀର୍ଷକ ବକ୍ତବ୍ୟ ଆୟୋଜିତ

September 14, 2025

ସମ୍ବଲପୁରରେ “ସ୍ଵଚ୍ଛତା ହିଁ ସେବା- ୨୦୨୫” କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

September 14, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.