Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବାଲେଶ୍ଵର ଛାତ୍ରୀଙ୍କ ଆତ୍ମହତ୍ୟା ନୁହେଁ, ଏହା ଏକ ସଂଗଠିତ ହତ୍ୟା: ବିଜେପି ସରକାରକୁ ରାହୁଲ ଗାନ୍ଧୀଙ୍କ ଆକ୍ରମଣ
ଜାତୀୟ ଖବର

ବାଲେଶ୍ଵର ଛାତ୍ରୀଙ୍କ ଆତ୍ମହତ୍ୟା ନୁହେଁ, ଏହା ଏକ ସଂଗଠିତ ହତ୍ୟା: ବିଜେପି ସରକାରକୁ ରାହୁଲ ଗାନ୍ଧୀଙ୍କ ଆକ୍ରମଣ

July 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
RahulGandhi

ଭୁବନେଶ୍ଵର: ବାଲେଶ୍ଵର ଫକିର ମୋହନ କଲେଜ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା କେବଳ ସାରା ଓଡିଶା ନୁହେଁ ବରଂ ସମଗ୍ର ଭାରତରେ ମଧ୍ୟ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି। ରାଜ୍ୟର ବିଜେପି ସରକାରକୁ ଏହି ପ୍ରସଙ୍ଗରେ ଦେଶର ବିରୋଧୀ ଦଳଗୁଡିକ ପ୍ରଶ୍ନ କରୁଛନ୍ତି। ତେବେ ଏହିକ୍ରମରେ ଲୋକସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ମଧ୍ୟ ବିଜେପି କୁ କଡ଼ା ଆକ୍ରମଣ କରିଛନ୍ତି।

ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏହି ମାମଲାରେ ଚୁପ କାହିଁକି ରହିଛନ୍ତି ବୋଲି ପ୍ରଶ୍ନ କରିଛନ୍ତି। ସେ ସାମାଜିକ ଗଣମାଧ୍ୟମରେ ଏହି ପ୍ରସଙ୍ଗ ଉଠାଇ କହିଛନ୍ତି ଯେ, “ଓଡ଼ିଶାରେ ନ୍ୟାୟ ପାଇଁ ଲଢ଼ୁଥିବା ଝିଅର ମୃତ୍ୟୁ, ସିଧାସଳଖ ବିଜେପି ବ୍ୟବସ୍ଥା ଦ୍ୱାରା ଏକ  ହତ୍ୟା।

ସେହି ସାହସୀ ଛାତ୍ରୀ ଯୌନ ଶୋଷଣ ବିରୁଦ୍ଧରେ ସ୍ୱର ଉଠାଇଥିଲେ – କିନ୍ତୁ ନ୍ୟାୟ ବଦଳରେ ତାଙ୍କୁ ବାରମ୍ବାର ଧମକ, ହଇରାଣ, ଅପମାନିତ କରାଯାଇଥିଲା ଯେଉଁମାନେ ତାଙ୍କୁ ସୁରକ୍ଷା ଦେବା କଥା, ସେମାନେ ତାଙ୍କୁ ଭାଙ୍ଗି ଚାଲିଥିଲେ। ପ୍ରତ୍ୟେକ ଥର ପରି ବିଜେପି ବ୍ୟବସ୍ଥା ଅଭିଯୁକ୍ତଙ୍କୁ ସୁରକ୍ଷା ଦେଇ ଚାଲିଥିଲା – ଏବଂ ଏକ ନିର୍ଦ୍ଦୋଷ ଝିଅଟି ନିଜକୁ ଜାଳି ଦେବାକୁ ବାଧ୍ୟ କରିଥିଲା। ଏହା ଆତ୍ମହତ୍ୟା ନୁହେଁ, ଏହା ବ୍ୟବସ୍ଥା ଦ୍ୱାରା ଏକ ସଂଗଠିତ ହତ୍ୟା।

ମୋଦି ଜୀ, ଓଡ଼ିଶା ହେଉ କି ମଣିପୁର – ଦେଶର ଝିଅମାନେ ଜଳୁଛନ୍ତି, ଭାଙ୍ଗି ପଡୁଛନ୍ତି, ମରୁଛନ୍ତି। ଆଉ ଆପଣ? ଆପଣ ଚୁପ୍ ବସିଛନ୍ତି। ଦେଶ ଆପଣଙ୍କ ନୀରବତା ଚାହେଁ ନାହିଁ, ଏହା ଉତ୍ତର ଚାହେଁ। ଭାରତର ଝିଅମାନେ ସୁରକ୍ଷା ଏବଂ ନ୍ୟାୟ ଚାହାଁନ୍ତି।”

balesore BJP Congress fm collage rahul gandhi
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ହେମନ୍ତ ଶର୍ମାଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ବ

July 22, 2025

ଜୁଲାଇ ୨୪ ରେ ‘ଜାତୀୟ ସମବାୟ ନୀତି ୨୦୨୫’ କୁ ଉନ୍ମୋଚନ କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ 

July 22, 2025

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025
Latest News

ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ହେମନ୍ତ ଶର୍ମାଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ବ

July 22, 2025

ଜୁଲାଇ ୨୪ ରେ ‘ଜାତୀୟ ସମବାୟ ନୀତି ୨୦୨୫’ କୁ ଉନ୍ମୋଚନ କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ 

July 22, 2025

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025

ଭୁବନେଶ୍ୱରରେ ଜାତୀୟ ମାନବାଧିକାର ଆୟୋଗଙ୍କ ଦୁଇ ଦିନିଆ ଜନଶୁଣାଣି ଶିବିର ଉଦଯାପିତ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.