Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ନିଜ ପଦରୁ ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର, ଜାଣନ୍ତୁ କାରଣ
ଜାତୀୟ ଖବର

ନିଜ ପଦରୁ ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର, ଜାଣନ୍ତୁ କାରଣ

July 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
jagdeep
ନିଜ ପଦରୁ ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନକର, ଜାଣନ୍ତୁ କାରଣ

ନୂଆଦିଲ୍ଲୀ: ନିଜ ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି ଉପରାଷ୍ଟ୍ରପତି ଜଗଦୀପ ଧନଖର। ଆଜି ସେ ନିଜର ଇସ୍ତଫା ପତ୍ର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପ୍ରଦାନ କରିଛନ୍ତି। ଆଜି ସଂସଦର ଅଧିବେସନ ଆରମ୍ଭ ହୋଇଛି। ଏପରି କ୍ଷେତ୍ରରେ ସେ ଇସ୍ତଫା ଦେବାକୁ ନେଇ ରାଜନୈତିକ ମହଲରେ ବେଶ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।

ତେବେ ସେ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ନିଜ ପଦରୁ ଇସ୍ତଫା ଦେଇଛନ୍ତି ବୋଲି କହିଛନ୍ତି। “ସ୍ୱାସ୍ଥ୍ୟସେବାକୁ ପ୍ରାଥମିକତା ଦେବା ଏବଂ ଡାକ୍ତରୀ ପରାମର୍ଶ ପାଳନ କରିବା ପାଇଁ, ମୁଁ ସମ୍ବିଧାନର ଧାରା 67(କ) ଅନୁଯାୟୀ ତୁରନ୍ତ ଭାରତର ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଉଛି,” ସେ ଇସ୍ତଫା ପତ୍ରରେ ଏହା କହିଛନ୍ତି। ଧନକର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରି କହିଛନ୍ତି ଯେ ତାଙ୍କର ସହଯୋଗ ଓ ପରାମର୍ଶ ମୋ ପାଇଁ ବେଶ ମୂଲ୍ୟବାନ। 

BJP Ads
Vice President
Share. Facebook Twitter LinkedIn Email WhatsApp Copy Link

Related Posts

ସୁପ୍ରିମକୋର୍ଟ ପରେ ଆନ୍ତର୍ଜାତୀୟ ବନ୍ୟପ୍ରାଣୀ ବ୍ୟାପାର ସନ୍ଧି ପକ୍ଷରୁ ବନତାରାକୁ କ୍ଲିନ୍ ଚିଟ୍

November 4, 2025

ସଚିନଙ୍କ ନାମରେ ପୁରୁଷ କ୍ରିକେଟରେ ସର୍ବାଧିକ ରନ କରିବାର ରେକର୍ଡ: ଜାଣନ୍ତୁ ମହିଳା କ୍ରିକେଟରେ କିଏ?

November 4, 2025

ମରାମତି ସୂଚକାଙ୍କ ମାଧ୍ୟମରେ ଉପଭୋକ୍ତାଙ୍କୁ ସଶକ୍ତ କରିବା ପାଇଁ ଲୋଗୋ ଡିଜାଇନ୍ ପ୍ରତିଯୋଗିତା ଶୁଭାରମ୍ଭ

November 4, 2025

ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା: ଧ୍ଵଂସ କଲେ ମାଓ କାରଖାନା, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

November 4, 2025
BJP Ads
Latest News

ସୁପ୍ରିମକୋର୍ଟ ପରେ ଆନ୍ତର୍ଜାତୀୟ ବନ୍ୟପ୍ରାଣୀ ବ୍ୟାପାର ସନ୍ଧି ପକ୍ଷରୁ ବନତାରାକୁ କ୍ଲିନ୍ ଚିଟ୍

November 4, 2025

ସଚିନଙ୍କ ନାମରେ ପୁରୁଷ କ୍ରିକେଟରେ ସର୍ବାଧିକ ରନ କରିବାର ରେକର୍ଡ: ଜାଣନ୍ତୁ ମହିଳା କ୍ରିକେଟରେ କିଏ?

November 4, 2025

ମରାମତି ସୂଚକାଙ୍କ ମାଧ୍ୟମରେ ଉପଭୋକ୍ତାଙ୍କୁ ସଶକ୍ତ କରିବା ପାଇଁ ଲୋଗୋ ଡିଜାଇନ୍ ପ୍ରତିଯୋଗିତା ଶୁଭାରମ୍ଭ

November 4, 2025

ସୁରକ୍ଷା ବାହିନୀଙ୍କୁ ବଡ଼ ସଫଳତା: ଧ୍ଵଂସ କଲେ ମାଓ କାରଖାନା, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

November 4, 2025

ବେଙ୍ଗାଲୁରୁକୁ ସ୍ୱତନ୍ତ୍ର ଟ୍ରେନ୍ ସେବା: ଯାତ୍ରୀଙ୍କ ଆବଶ୍ୟକତା ଅନୁଯାୟୀ ପୂର୍ବତଟ ରେଳପଥର ବିଶେଷ ବ୍ୟବସ୍ଥା

November 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.