Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ନିଜ ପଦରୁ ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର, ଜାଣନ୍ତୁ କାରଣ
ଜାତୀୟ ଖବର

ନିଜ ପଦରୁ ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର, ଜାଣନ୍ତୁ କାରଣ

July 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
jagdeep
ନିଜ ପଦରୁ ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନକର, ଜାଣନ୍ତୁ କାରଣ

ନୂଆଦିଲ୍ଲୀ: ନିଜ ପଦରୁ ଇସ୍ତଫା ପ୍ରଦାନ କରିଛନ୍ତି ଉପରାଷ୍ଟ୍ରପତି ଜଗଦୀପ ଧନଖର। ଆଜି ସେ ନିଜର ଇସ୍ତଫା ପତ୍ର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପ୍ରଦାନ କରିଛନ୍ତି। ଆଜି ସଂସଦର ଅଧିବେସନ ଆରମ୍ଭ ହୋଇଛି। ଏପରି କ୍ଷେତ୍ରରେ ସେ ଇସ୍ତଫା ଦେବାକୁ ନେଇ ରାଜନୈତିକ ମହଲରେ ବେଶ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।

ତେବେ ସେ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ନିଜ ପଦରୁ ଇସ୍ତଫା ଦେଇଛନ୍ତି ବୋଲି କହିଛନ୍ତି। “ସ୍ୱାସ୍ଥ୍ୟସେବାକୁ ପ୍ରାଥମିକତା ଦେବା ଏବଂ ଡାକ୍ତରୀ ପରାମର୍ଶ ପାଳନ କରିବା ପାଇଁ, ମୁଁ ସମ୍ବିଧାନର ଧାରା 67(କ) ଅନୁଯାୟୀ ତୁରନ୍ତ ଭାରତର ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଉଛି,” ସେ ଇସ୍ତଫା ପତ୍ରରେ ଏହା କହିଛନ୍ତି। ଧନକର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରି କହିଛନ୍ତି ଯେ ତାଙ୍କର ସହଯୋଗ ଓ ପରାମର୍ଶ ମୋ ପାଇଁ ବେଶ ମୂଲ୍ୟବାନ। 

Vice President
Share. Facebook Twitter LinkedIn Email WhatsApp Copy Link

Related Posts

ନେପାଳ ବନ୍ୟା: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ କଂଗ୍ରେସ ସାଂସଦ

August 30, 2026

ଆଜି ଅଗଷ୍ଟ ୩୦ ତାରିଖରେ ଏହି ସାତୋଟି ରାଶିର ଲୋକେ ରୁହନ୍ତୁ ସାବଧାନ

August 30, 2026

‘ଏକ ଘଣ୍ଟା ଖେଲ୍ କେ ମୈଦାନ୍ ମେଁ’ ଅଭିଯାନରେ ଡ. ମନସୁଖ ମାଣ୍ଡଭିୟ

August 29, 2026

ଏଭରେଷ୍ଟ ମସଲା ଉପରେ ପ୍ରତିବନ୍ଧକ: ନୋଟିସ ଜାରି କଲା FSSAI 

August 29, 2026
Latest News

ଫୋନ୍‌ରେ ସବୁ ସେଭ୍‌, ମସ୍ତିଷ୍କରୁ ସବୁ ଡିଲିଟ୍‌!

August 30, 2026

ସ୍କିନ୍‌କେୟାରରେ କାହିଁକି ଆଲୋଭେରାର ଏତେ ଚାହିଦା? ଜାଣନ୍ତୁ କାରଣ

August 30, 2026

ଓଡ଼ିଶାରେ ମ୍ୟାଲେରିଆ ସ୍ଥିତି ସମୀକ୍ଷା କଲା ରାଜ୍ୟ ବୈଷୟିକ ଟାସ୍କଫୋର୍ସ

August 30, 2026

ଖାଦ୍ୟର ଗୁଣବତ୍ତା ଓ ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ବ୍ୟାପକ ଯାଞ୍ଚ

August 30, 2026

ନେପାଳ ବନ୍ୟା: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ କଂଗ୍ରେସ ସାଂସଦ

August 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.