Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»‘ଏହା କୌଣସି ସାଧାରଣ ଘଟଣା ନୁହେଁ, ବହୁତ କିଛି ହେବାକୁ ଯାଉଛି…’: ଧନଖରଙ୍କ ଇସ୍ତଫା ଉପରେ ସଂଜୟ ରାଉତ ଆଶଙ୍କା
ଜାତୀୟ ଖବର

‘ଏହା କୌଣସି ସାଧାରଣ ଘଟଣା ନୁହେଁ, ବହୁତ କିଛି ହେବାକୁ ଯାଉଛି…’: ଧନଖରଙ୍କ ଇସ୍ତଫା ଉପରେ ସଂଜୟ ରାଉତ ଆଶଙ୍କା

July 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଞ୍ଜୟ ରାଉତ
'ଦଳ ବଦଳାଇବା ପାଇଁ କଂଗ୍ରେସ MLC ୨୦ କୋଟି ପ୍ରସ୍ତାବ': ସଞ୍ଜୟ ରାଉତଙ୍କ ବଡ଼ ଦାବି

ନୂଆଦିଲ୍ଲୀ: ଭାରତର ଉପରାଷ୍ଟ୍ରପତି ପଦରୁ ଜଗଦୀପ ଧନଖର ଇସ୍ତଫା ଦେବା ପରେ ରାଜନୀତିରେ ହଇଚଇ ସୃଷ୍ଟି ହୋଇଛି। ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଜଗଦୀପ ଧନଖରଙ୍କ ଇସ୍ତଫା ବିରୋଧୀଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ଏବେ ଉଦ୍ଧବ ଠାକରେ ଗୋଷ୍ଠୀର ସାଂସଦ ସଂଜୟ ରାଉତଙ୍କ ପକ୍ଷରୁ ଏହା ଉପରେ ଏକ ବଡ଼ ବୟାନ ଆସିଛି।

ସଂଜୟ ରାଉତ ଆଶଙ୍କା ପ୍ରକାଶ କରିଛନ୍ତି ଯେ, ପରଦା ପଛରେ ବହୁତ କିଛି ଘଟୁଛି। ଦିଲ୍ଲୀ ରାଜନୀତିରେ କିଛି ବଡ଼ ଘଟଣା ଘଟିବାକୁ ଯାଉଛି।

ସଞ୍ଜୟ ରାଉତ କହିଛନ୍ତି ଯେ, “ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କ ଇସ୍ତଫା ଏକ ସାଧାରଣ ଘଟଣା ନୁହେଁ। ମୁଁ ତାଙ୍କୁ ଜାଣେ, ସେ କ୍ଷେତ୍ର ଛାଡିବାର ଲୋକ ନୁହଁନ୍ତି। ସେ ଜଣେ ଲଢ଼ୁଆ ବ୍ୟକ୍ତି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପୂର୍ଣ୍ଣ ଭଲ ଅଛି, ମୁଁ ଗତକାଲି ତାଙ୍କୁ ଦେଖିଥିଲି। ସେପ୍ଟେମ୍ବରରେ ବହୁତ କିଛି ଘଟିବ, କେବଳ ଅପେକ୍ଷା କରନ୍ତୁ ଏବଂ ଦେଖନ୍ତୁ।”

Jagdeep Dhankar MAHARSHTRA NEWS Sanjay Raut Shiv Sena UBT Vice President
Share. Facebook Twitter LinkedIn Email WhatsApp Copy Link

Related Posts

ପେଟ୍ରୋଲ ଓ ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ୍ ଟ୍ୟାକ୍ସ, ଘରୋଇ ଦର ଅପରିବର୍ତ୍ତିତ

August 3, 2026

ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ

August 3, 2026

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନଙ୍କ ୯୩ ତମ ଜନ୍ମଦିବସ ପାଳିତ

August 3, 2026
Latest News

ପେଟ୍ରୋଲ ଓ ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ୍ ଟ୍ୟାକ୍ସ, ଘରୋଇ ଦର ଅପରିବର୍ତ୍ତିତ

August 3, 2026

ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ

August 3, 2026

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନଙ୍କ ୯୩ ତମ ଜନ୍ମଦିବସ ପାଳିତ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.