Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଏସିଆ କପ୍ ପୂର୍ବରୁ BCCI ଏବଂ ଡ୍ରିମ-୧୧ ର ଚୁକ୍ତି ଶେଷ, ବୋର୍ଡ ସଚିବଙ୍କ ବଡ ବୟାନ
ଜାତୀୟ ଖବର

ଏସିଆ କପ୍ ପୂର୍ବରୁ BCCI ଏବଂ ଡ୍ରିମ-୧୧ ର ଚୁକ୍ତି ଶେଷ, ବୋର୍ଡ ସଚିବଙ୍କ ବଡ ବୟାନ

August 25, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
TEAM INDIA
କେନ୍ଦ୍ରୀୟ ଚୁକ୍ତି ତାଲିକା ପ୍ରକାଶ କଲା ବିସିସିଆଇ: କେବଳ ତିନି ଖେଳାଳିଙ୍କୁ ସର୍ବୋଚ୍ଚ ଗ୍ରେଡ୍

ନୂଆଦିଲ୍ଲୀ: ୨୦୨୫ କ୍ରିକେଟ୍ ଏସିଆ କପ୍ ଆରମ୍ଭ ହେବାକୁ ପ୍ରାୟ ୧୫ ଦିନ ବାକି ଅଛି, ଏହା ପୂର୍ବରୁ ଭାରତୀୟ କ୍ରିକେଟ ଦଳର ଟାଇଟଲ୍ ପ୍ରାୟୋଜକ ଡ୍ରିମ-୧୧ ସହିତ BCCI ର ଚୁକ୍ତି ଶେଷ ହୋଇଛି। ‘ଅନଲାଇନ୍ ଗେମିଂ (ପ୍ରମୋସନ୍ ଏବଂ ନିୟନ୍ତ୍ରଣ) ବିଲ୍ ୨୦୨୫’ କାର୍ଯ୍ୟକାରୀ ହେବା ପରେ ଏହି ପଦକ୍ଷେପ ନିଆଯାଇଛି। BCCI ସଚିବ ଦେବଜିତ ସାଇକିଆ ଏହି ସୂଚନା ଦେଇଛନ୍ତି।

BCCI ସଚିବ ଦେବଜିତ ସାଇକିଆ କହିଛନ୍ତି ଯେ, “ଅନଲାଇନ୍ ଗେମିଂ ପ୍ରମୋସନ୍ ଏବଂ ନିୟନ୍ତ୍ରଣ ବିଲ୍, ୨୦୨୫ କାର୍ଯ୍ୟକାରୀ ହେବା ପରେ BCCI ଏବଂ ଡ୍ରିମ-୧୧ ସେମାନଙ୍କର ଚୁକ୍ତି ଶେଷ କରୁଛନ୍ତି। BCCI ନିଶ୍ଚିତ କରିବ ଯେ, ଭବିଷ୍ୟତରେ ଏପରି କୌଣସି ସଂଗଠନ ସହିତ ଏହାର କୌଣସି ସମ୍ପର୍କ ରହିବ ନାହିଁ।”

Asia Cup 2025 Asia Cup Cricket BCCI BCCI Secretary Devajit Saikia Dream11 indian cricket team Online Gaming Bill 2025
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026
Latest News

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.