Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»୧୫ ବର୍ଷ ପରେ ଅଣ-ବାଣିଜ୍ୟିକ ଯାନବାହନ ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ
ଜାତୀୟ ଖବର

୧୫ ବର୍ଷ ପରେ ଅଣ-ବାଣିଜ୍ୟିକ ଯାନବାହନ ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ

September 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
STA makes registration compulsory for non-commercial vehicles after 15 years
STA makes registration compulsory for non-commercial vehicles after 15 years

ଭୁବନେଶ୍ଵର: ୫ ବର୍ଷର ପୁରୁଣା ମୋଟର ଗାଡିକୁ ସରକାରଙ୍କ ସ୍କ୍ରାପିଂ ପଲିସି ଅନ୍ତର୍ଗତ ସ୍କ୍ରାପିଂ କେନ୍ଦ୍ରକୁ ନେଇ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଉଥିବା ବିଭିନ୍ନ ସୁବିଧା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିବେଦନ କରାଯାଇଛି। ଏ ନେଇ ସାମାଜିକ ଗଣମାଧ୍ୟମରେ ସୂଚନା ଦିଆଯାଇଛି ଯେ, ୧୫ ବର୍ଷରୁ ଅଧିକ ପୁରୁଣା ଗାଡିକୁ ସ୍କ୍ରାପ୍ ନ କରି ଯଦି ପୁନର୍ବାର ଚଲାଇବା ପାଇଁ ଚାହୁଁଛନ୍ତି ତେବେ ପଞ୍ଜୀକରଣ ସାର୍ଟିଫିକେଟ୍ କୁ ପୁଣିଥରେ ଆଉ ୫ ବର୍ଷ ପାଇଁ ନବୀକରଣ କରାଯିବା ବାଧ୍ୟତାମୂଳକ।

Read More:- Real Estate Investment: 8 Major Challenges and How to Safeguard Your Returns

non-commercial vehicles registration compulsory ଅଣ-ବାଣିଜ୍ୟିକ ଯାନବାହନ
Share. Facebook Twitter LinkedIn Email WhatsApp Copy Link

Related Posts

ଶଙ୍କରାଚାର୍ଯ୍ୟଙ୍କ ବିରୋଧରେ ମାମଲା ଦାୟର କରିଥିବା ଆଶୁତୋଷ ବ୍ରହ୍ମଚାରୀଙ୍କ ଉପରେ ମରାଣାନ୍ତକ ଆକ୍ରମଣ

March 8, 2026

T20 World Cup: ଆଜି ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ନିର୍ଣ୍ଣାୟକ ଲଢେଇ

March 8, 2026

ବିଶ୍ବ ଅସ୍ଥିରତା ସମୟରେ ଭାରତର ସୁଦୃଢ ତୈଳ ନିରାପତ୍ତା

March 8, 2026

ଏନଏଚଆରସିଙ୍କ ହସ୍ତକ୍ଷେପ ପରେ ଥାଇଲ୍ୟାଣ୍ଡରୁ ଫେରିଲେ ନିର୍ଯାତିତ ଛଅ ଓଡ଼ିଆ ଶ୍ରମିକ

March 8, 2026
Latest News

ଶଙ୍କରାଚାର୍ଯ୍ୟଙ୍କ ବିରୋଧରେ ମାମଲା ଦାୟର କରିଥିବା ଆଶୁତୋଷ ବ୍ରହ୍ମଚାରୀଙ୍କ ଉପରେ ମରାଣାନ୍ତକ ଆକ୍ରମଣ

March 8, 2026

T20 World Cup: ଆଜି ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ନିର୍ଣ୍ଣାୟକ ଲଢେଇ

March 8, 2026

ବିଶ୍ବ ଅସ୍ଥିରତା ସମୟରେ ଭାରତର ସୁଦୃଢ ତୈଳ ନିରାପତ୍ତା

March 8, 2026

ଏନଏଚଆରସିଙ୍କ ହସ୍ତକ୍ଷେପ ପରେ ଥାଇଲ୍ୟାଣ୍ଡରୁ ଫେରିଲେ ନିର୍ଯାତିତ ଛଅ ଓଡ଼ିଆ ଶ୍ରମିକ

March 8, 2026

ଅନ୍ତର୍ଜାତୀୟ ମହିଳା ଦିବସରେ କର୍ତ୍ତବ୍ୟ ପଥ ଠାରେ ଆୟୋଜିତ ହେବ ‘ଶକ୍ତି ପଦଯାତ୍ରା’

March 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.