Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଚତୁର୍ଥ ସିନିୟର ପୁରୁଷ ହକି ରାଜ୍ୟ ଚାମ୍ପିଅନସିପ୍ ର ବିଜେତା ହେଲା ପୂର୍ବତଟ ରେଳପଥ
ଜାତୀୟ ଖବର

ଚତୁର୍ଥ ସିନିୟର ପୁରୁଷ ହକି ରାଜ୍ୟ ଚାମ୍ପିଅନସିପ୍ ର ବିଜେତା ହେଲା ପୂର୍ବତଟ ରେଳପଥ

September 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚତୁର୍ଥ ସିନିୟର ପୁରୁଷ ହକି ରାଜ୍ୟ ଚାମ୍ପିଅନସିପ୍
ପୂର୍ବତଟ ରେଳପଥ ହକି ଟିମ ଜିତିଲା ଚତୁର୍ଥ ସିନିୟର ପୁରୁଷ ହକି ରାଜ୍ୟ ଚାମ୍ପିଅନସିପ୍

ଭୁବନେଶ୍ଵର: ପୂର୍ବ ତଟ ରେଳପଥ ହକି ଟିମ ଓଡ଼ିଶା ହକି ସଂଘ (HAO) ଦ୍ୱାରା ଆୟୋଜିତ ଚତୁର୍ଥ ସିନିୟର ପୁରୁଷ ହକି ରାଜ୍ୟ ଚାମ୍ପିଅନସିପ୍ 2025 ର ଟାଇଟଲ ବିଜେତା ହୋଇଛି। 6 ରୁ 11 ସେପ୍ଟେମ୍ବର 2025 ପର୍ଯ୍ୟନ୍ତ ରାଉରକେଲାରେ ଅନୁଷ୍ଠିତ ଏହି ଚାମ୍ପିଅନସିପ୍ ରେ ରାଜ୍ୟର 36 ଟି ଦଳ ଅଂଶଗ୍ରହଣ କରିଥିଲେ, ଯାହା ଓଡ଼ିଶାର ହକି ପ୍ରତିଭାର ଗଭୀରତା ଓ ପ୍ରସାରକୁ ପ୍ରଦର୍ଶନ କରିଥିଲା।

ସୁନ୍ଦରଗଡ଼ ଦଳ ବିପକ୍ଷରେ ହୋଇଥିବା ଏକ ରୋମାଞ୍ଚକର ଫାଇନାଲ୍ ମୁକାବିଲାରେ, ପୂର୍ବତଟ ରେଳପଥ ହକି ଦଳ ତାଙ୍କ ପ୍ରେରଣାଦାୟକ ଅଧିନାୟକ ଅମିତ ରୋହିଦାସଙ୍କ ନେତୃତ୍ୱରେ ଚମତ୍କାର ପ୍ରଦର୍ଶନ କରିଥିଲେ। ଶ୍ରୀ ରୋହିଦାସଙ୍କ ଉଲ୍ଲେଖନୀୟ ହ୍ୟାଟ୍-ଟ୍ରିକ୍ ଗୋଲ୍ ଦଳକୁ ଏକ ସ୍ମରଣୀୟ ବିଜୟ ପ୍ରଦାନ କରିଥିଲା।

ପୂର୍ବତଟ ରେଳପଥ କ୍ରୀଡ଼ା ସଂଘର ବିଭିନ୍ନ ବିଭାଗରେ କ୍ରୀଡ଼ା ପ୍ରତିଭାକୁ ପ୍ରୋତ୍ସାହନ ଦେବାର ଏକ ସମୃଦ୍ଧ ପରମ୍ପରା ରହିଛି। ବର୍ଷ ବର୍ଷ ଧରି ଏହି ଜୋନର କ୍ରୀଡାବିତ୍ ମାନେ କେବଳ ଭାରତୀୟ ରେଳବାଇ ପାଇଁ ନୁହେଁ ବରଂ ଜାତୀୟ ଏବଂ ଅନ୍ତର୍ଜାତୀୟ ମଞ୍ଚରେ ଓଡ଼ିଶା ଏବଂ ଭାରତ ପାଇଁ ମଧ୍ୟ କ୍ରମାଗତ ଭାବରେ ଗୌରବ ଆଣିଛନ୍ତି।

ଚତୁର୍ଥ ସିନିୟର ପୁରୁଷ HAO ହକି ରାଜ୍ୟ ଚାମ୍ପିଅନସିପ 2025 ରେ ଏହି ବିଜୟ ପୂର୍ବତଟ ରେଳପଥର କ୍ରୀଡା ଐତିହ୍ୟରେ ଆଉ ଏକ ଗୌରବମୟ ଅଧ୍ୟାୟ ଯୋଡିଛି ଏବଂ କ୍ରୀଡା ମାଧ୍ୟମରେ କ୍ରୀଡା ଉତ୍କର୍ଷତା, କ୍ରୀଡାବିତ ମାନଙ୍କର ବିକାଶ ଏବଂ ରାଷ୍ଟ୍ର ନିର୍ମାଣ ପ୍ରତି ଏହାର ଅଟଳ ପ୍ରତିବଦ୍ଧତାକୁ ପୁନଃନିର୍ଦ୍ଦିଷ୍ଟ କରୁଛି।

ଅମିତ ରୋହିଦାସ ପୂର୍ବ ତଟ ରେଳପଥ ସିନିୟର ପୁରୁଷ ହକି ରାଜ୍ୟ ଚାମ୍ପିଅନସିପ୍ ହକି ଟିମ
Share. Facebook Twitter LinkedIn Email WhatsApp Copy Link

Related Posts

ଆଫଗାନିସ୍ତାନକୁ 350 ରନ୍‌ର ଟାର୍ଗେଟ ଦେଲା ଟିମ୍ ଇଣ୍ଡିଆ: ପୁଣି ଚମକିଲେ ଋତୁରାଜ-ତିଲକ

June 11, 2026

ଏବେ କଲ୍ୟାଣ ବାନାର୍ଜୀଙ୍କର ବିଦ୍ରୋହର ସ୍ଵର!: ମମତା ବାନାର୍ଜୀଙ୍କ ସମ୍ମୁଖରେ ରଖିଲେ ବଡ ସର୍ତ୍ତ

June 11, 2026

ବିବାହର ଏକ ବର୍ଷ ପରେ ମହିଳାଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

June 11, 2026

ତିନି ଦିନ ମଧ୍ୟରେ ତୃତୀୟ ଆକ୍ରମଣ: ଓମାନରେ ଆଉ ଏକ ଜାହାଜ ଉପରେ ଆକ୍ରମଣ

June 11, 2026
Latest News

ଆଫଗାନିସ୍ତାନକୁ 350 ରନ୍‌ର ଟାର୍ଗେଟ ଦେଲା ଟିମ୍ ଇଣ୍ଡିଆ: ପୁଣି ଚମକିଲେ ଋତୁରାଜ-ତିଲକ

June 11, 2026

ଏବେ କଲ୍ୟାଣ ବାନାର୍ଜୀଙ୍କର ବିଦ୍ରୋହର ସ୍ଵର!: ମମତା ବାନାର୍ଜୀଙ୍କ ସମ୍ମୁଖରେ ରଖିଲେ ବଡ ସର୍ତ୍ତ

June 11, 2026

ବିବାହର ଏକ ବର୍ଷ ପରେ ମହିଳାଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

June 11, 2026

ତିନି ଦିନ ମଧ୍ୟରେ ତୃତୀୟ ଆକ୍ରମଣ: ଓମାନରେ ଆଉ ଏକ ଜାହାଜ ଉପରେ ଆକ୍ରମଣ

June 11, 2026

ଶକିରା ଏବଂ କେଟି ପେରିଙ୍କ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହିତ ଆରମ୍ଭ ହେବ ଫିଫା ବିଶ୍ୱକପ୍-୨୦୨୬

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.