Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଶିଖ ପ୍ରତିନିଧିମଣ୍ଡଳର ବିଶିଷ୍ଟ ଏବଂ ସଫଳ ସଦସ୍ୟମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ଶିଖ ପ୍ରତିନିଧିମଣ୍ଡଳର ବିଶିଷ୍ଟ ଏବଂ ସଫଳ ସଦସ୍ୟମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶିଖ ପ୍ରତିନିଧିମଣ୍ଡଳର ବିଶିଷ୍ଟ ଏବଂ ସଫଳ ସଦସ୍ୟମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
ଶିଖ ପ୍ରତିନିଧିମଣ୍ଡଳର ବିଶିଷ୍ଟ ଏବଂ ସଫଳ ସଦସ୍ୟମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଶିଖ ପ୍ରତିନିଧିମଣ୍ଡଳର ବିଶିଷ୍ଟ ଏବଂ ସଫଳ ସଦସ୍ୟମାନଙ୍କୁ ସାକ୍ଷାତ କରିଛନ୍ତି। ଏମାନେ ଶ୍ରୀ ଗୁରୁ ଗୋବିନ୍ଦ ସିଂହ ଜୀ ଏବଂ ମାତା ସାହିବ କୌର ଜୀଙ୍କ ଅତ୍ୟନ୍ତ ପବିତ୍ର ଏବଂ ଅମୂଲ୍ୟ ‘ଜୋର ସାହିବ’ର ସୁରକ୍ଷା ଏବଂ ଉପଯୁକ୍ତ ପ୍ରଦର୍ଶନ ସମ୍ପର୍କରେ ସେମାନଙ୍କର ସୁପାରିସ ପ୍ରଦାନ କରିଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ ପବିତ୍ର ସ୍ମୃତିଚିହ୍ନ ‘ଜୋର ସାହିବ’ ଯେପରି ଗୌରବଶାଳୀ ଶିଖ ଇତିହାସର ଏକ ଅଂଶ, ଠିକ୍‌ ସେହିପରି ଏହା ଆମ ଦେଶର ସାଂସ୍କୃତିକ ଲୋକ ପରମ୍ପରାର ମଧ୍ୟ ଏକ ଅଂଶବିଶେଷ। ‘‘ପବିତ୍ର ସ୍ମୃତିଚିହ୍ନ ଭବିଷ୍ୟତ ପିଢ଼ିକୁ ଶ୍ରୀ ଗୁରୁ ଗୋବିନ୍ଦ ସିଂହ ଜୀଙ୍କ ଦ୍ୱାରା ପ୍ରଦର୍ଶିତ ସାହସ, ଧର୍ମ, ନ୍ୟାୟ ଏବଂ ସାମାଜିକ ସଦ୍ଭାବର ପଥ ଅନୁସରଣ କରିବାକୁ ପ୍ରେରଣା ଦେବ’’, ଶ୍ରୀ ମୋଦୀ କହିଛନ୍ତି।

କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଗୋଟିଏ ପୋଷ୍ଟ ଉତ୍ତରରେ ଶ୍ରୀ ମୋଦୀ କହିଛନ୍ତି:

‘‘ଶ୍ରୀ ଗୁରୁ ଗୋବିନ୍ଦ ସିଂହ ଜୀ ଏବଂ ମାତା ସାହିବ କୌର ଜୀଙ୍କ ଅତ୍ୟନ୍ତ ପବିତ୍ର ଏବଂ ଅମୂଲ୍ୟ ‘ଜୋର ସାହିବ’ର ସୁରକ୍ଷା ଏବଂ ଉପଯୁକ୍ତ ପ୍ରଦର୍ଶନ ସମ୍ପର୍କରେ ସେମାନଙ୍କର ସୁପାରିସ ପ୍ରଦାନ କରିଥିବା ଶିଖ ପ୍ରତିନିଧିମଣ୍ଡଳର ବିଶିଷ୍ଟ ଏବଂ ସଫଳ ସଦସ୍ୟମାନଙ୍କୁ ପାଇ ମୁଁ ବହୁତ ଖୁସି।

‘ଜୋର ସାହିବ’ ପରି ପବିତ୍ର ସ୍ମୃତିଚିହ୍ନ ଯେପରି ଗୌରବଶାଳୀ ଶିଖ ଇତିହାସର ଏକ ଅଂଶ, ଠିକ୍‌ ସେହିପରି ଏହା ଆମ ଦେଶର ସାଂସ୍କୃତିକ ଲୋକ ପରମ୍ପରାର ମଧ୍ୟ ଏକ ଅଂଶବିଶେଷ।

ପବିତ୍ର ସ୍ମୃତିଚିହ୍ନ ଭବିଷ୍ୟତ ପିଢ଼ିକୁ ଶ୍ରୀ ଗୁରୁ ଗୋବିନ୍ଦ ସିଂହ ଜୀଙ୍କ ଦ୍ୱାରା ପ୍ରଦର୍ଶିତ ସାହସ, ଧର୍ମ, ନ୍ୟାୟ ଏବଂ ସାମାଜିକ ସଦ୍ଭାବର ପଥ ଅନୁସରଣ କରିବାକୁ ପ୍ରେରଣା ଦେବ।’’

‘ଜୋର ସାହିବ’ ନରେନ୍ଦ୍ର ମୋଦୀ ମାତା ସାହିବ କୌର ଜୀ ଶ୍ରୀ ଗୁରୁ ଗୋବିନ୍ଦ ସିଂହ ଜୀ
Share. Facebook Twitter LinkedIn Email WhatsApp Copy Link

Related Posts

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.