Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଅଭିନେତା ବିଜୟଙ୍କ ରାଲିରେ ଦଳାଚକଟା, ୩୧ ଜଣଙ୍କର ମୃତ୍ୟୁ ଆଶଙ୍କା, ଅନେକ ଆହତ
ଜାତୀୟ ଖବର

ଅଭିନେତା ବିଜୟଙ୍କ ରାଲିରେ ଦଳାଚକଟା, ୩୧ ଜଣଙ୍କର ମୃତ୍ୟୁ ଆଶଙ୍କା, ଅନେକ ଆହତ

September 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Vijay Rally
ଅଭିନେତା ବିଜୟଙ୍କ ରାଲିରେ ଦଳାଚକଟା, ୨୯ ଜଣଙ୍କର ମୃତ୍ୟୁ ଆଶଙ୍କା, ଅନେକ ଆହତ

ଚେନ୍ନାଇ: ତାମିଲନାଡୁର କରୁରରେ ଅଭିନେତାରୁ ରାଜନେତା ହୋଇଥିବା ବିଜୟଙ୍କ ରାଲିରେ ଦଳାଚକଟା ହୋଇଛି। କରୁର ସରକାରୀ ହସ୍ପିଟାଲର ସୂତ୍ର ଅନୁଯାୟୀ ୩୧ ଜଣଙ୍କର ମୃତ୍ୟୁ ହୋଇଛି। ଆହୁରି ଅନେକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ସ୍ୱାସ୍ଥ୍ୟମନ୍ତ୍ରୀ ଏବଂ ଶିକ୍ଷାମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପହଞ୍ଚିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଘଟଣା ଯୋଗୁଁ ଭିଡ଼ରେ ଥିବା ଅନେକ ଲୋକ ଅଚେତ ହୋଇଯିବାରୁ ବିଜୟଙ୍କୁ ତାଙ୍କର ଭାଷଣ ସାମୟିକ ଭାବରେ ରୋକିବାକୁ ପଡିଥିଲା। ପ୍ରବଳ ଭିଡ଼ ଯୋଗୁଁ ଅନେକ ଦଳୀୟ କର୍ମୀ ଏବଂ ପିଲାମାନେ ତଳେ ପଡ଼ିଯାଇଥିଲେ ଏବଂ ବେହୋସ ହୋଇଯାଇଥିଲେ। ଏହି ସମୟରେ ବିଜୟ ମଞ୍ଚ ଉପରୁ ଶାନ୍ତି ବଜାୟ ରଖିବାକୁ ଏବଂ ଆମ୍ବୁଲାନ୍ସ ପାଇଁ ରାସ୍ତା ଖାଲି କରିବାକୁ ନିବେଦନ କରିଥିଲେ।

ବିଜୟଙ୍କ ଅଭିଭାଷଣରେ ଦାବି କରିଥିଲେ ଯେ, ଆଗାମୀ ଛଅ ମାସ ମଧ୍ୟରେ ତାମିଲନାଡୁର ରାଜନୈତିକ ଦୃଶ୍ୟପଟ ପରିବର୍ତ୍ତନ ହେବ ଏବଂ କ୍ଷମତା ପରିବର୍ତ୍ତନ ଦେଖାଯିବ। ଏହି ରାଲି ୨୦୨୬ ବିଧାନସଭା ନିର୍ବାଚନ ପୂର୍ବରୁ ବିଜୟଙ୍କ ରାଜ୍ୟବ୍ୟାପୀ ଅଭିଯାନର ଏକ ଅଂଶ ଥିଲା। ଘଟଣା ପରେ ଅଧିକାରୀ ଏବଂ ଆୟୋଜକମାନେ ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲେ।

Stampede Tamil Nadu Thalapathy vijay
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ଆଇସିସି ରାଙ୍କିଙ୍ଗରେ ଇଶାନ କିଷାନଙ୍କ ବଡ଼ ଉନ୍ନତି, ପାକିସ୍ତାନୀ ବ୍ୟାଟସମ୍ୟାନଙ୍କୁ କ୍ଷତି

February 4, 2026

ସୁପ୍ରିମକୋର୍ଟରେ SIR ଶୁଣାଣି: ଇସି ବିରୋଧରେ ଅନେକ ଅଭିଯୋଗ ଆଣିଲେ ମମତା ବାନାର୍ଜୀ

February 4, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.