Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»୯ମ ଥର ପାଇଁ ଏସିଆ କପ୍ ଜିତିଲା ଭାରତ: ପୁଣି ପାକିସ୍ତାନକୁ ଧୁଳି ଚଟାଇଲା ଟିମ ଇଣ୍ଡିଆ
ଜାତୀୟ ଖବର

୯ମ ଥର ପାଇଁ ଏସିଆ କପ୍ ଜିତିଲା ଭାରତ: ପୁଣି ପାକିସ୍ତାନକୁ ଧୁଳି ଚଟାଇଲା ଟିମ ଇଣ୍ଡିଆ

September 29, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ତିଲକ ବର୍ମା
୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ: ଇଂଲଣ୍ଡ ବିରୋଧରେ ବିଶାଳ ସ୍କୋର ଛିଡ଼ା କଲା ଭାରତ

ନୂଆଦିଲ୍ଲୀ: ୯ମ ଥର ପାଇଁ ଭାରତ ଏସିଆ କପ୍ ଜିତିଛି। ପାକିସ୍ତାନକୁ ଫାଇନାଲରେ ପରାସ୍ତ କରି ଟିମ ଇଣ୍ଡିଆ ଇତିହାସ ରଚିଛି। ୧୪ ଦିନ ମଧ୍ୟରେ କ୍ରମାଗତ ୩ୟ ଥର ପାଇଁ ପାକିସ୍ତାନକୁ ଭାରତ ଧୁଳି ଚଟାଇଛି।

ଆଜି ୨୦୨୫ ଏସିଆ କପର ଫାଇନାଲରେ ପାକିସ୍ତାନକୁ ୫ ୱିକେଟରେ ପରାସ୍ତ କରି ଭାରତ ଏସିଆ ଚମ୍ପିୟାନ ହୋଇଛି।

ପାକିସ୍ତାନ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ସମସ୍ତ ୱିକେଟ ହରାଇ ୧୪୬ ରନ କରିଥିଲା। ଜବାବରେ ଭାରତୀୟ ଦଳ ୧୯.୪ ଓଭରରେ ଲକ୍ଷ୍ୟ ହାସଲ କରିଛି। ଭାରତୀୟ ଦଳ ପକ୍ଷରୁ ବୋଲିଂରେ କୁଲଦୀପ ଯାଦବ ଚମତ୍କାର ପ୍ରଦର୍ଶନ କରିଥିବା ବେଳେ ବ୍ୟାଟିଂରେ ତିଲକ ବର୍ମା ବିସ୍ଫୋରକ ବ୍ୟାଟିଂ କରିଥିଲେ।

asia cup Asia Cup 2025 IND VS PAK IND Vs PAK Final India Vs Pakistan Salman Agha Suryakumar Yadav.
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026
Latest News

ବ୍ୟାଙ୍କ ଟଙ୍କା ଦେଲାନି: ଭଉଣୀର ମୃତ ଶରୀର ଆଣିଲା ଭାଇ

April 27, 2026

ଶଶୁର ଘରୁ ଶାଳୀ ଓ ଭିଣେଇଙ୍କ ମୃତଦେହ ଉଦ୍ଧାର

April 27, 2026

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.