Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଖେଳ ପଡିଆରେ ‘ଅପରେସନ ସିନ୍ଦୁର’: ଟିମ ଇଣ୍ଡିଆର ବିଜୟ ପରେ ପ୍ରଧାନମନ୍ତ୍ରୀ ମୋଦୀ
ଜାତୀୟ ଖବର

ଖେଳ ପଡିଆରେ ‘ଅପରେସନ ସିନ୍ଦୁର’: ଟିମ ଇଣ୍ଡିଆର ବିଜୟ ପରେ ପ୍ରଧାନମନ୍ତ୍ରୀ ମୋଦୀ

September 29, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
୨୦୨୬ ଟି୨୦ ବିଶ୍ୱକପ୍ ପାଇଁ ୧୫ ଜଣିଆ ଭାରତୀୟ ଦଳ: ଗିଲ୍ ଆଉଟ, ଇଶାନ୍ କିଶାନ୍ ଇନ୍
୨୦୨୬ ଟି୨୦ ବିଶ୍ୱକପ୍ ପାଇଁ ୧୫ ଜଣିଆ ଭାରତୀୟ ଦଳ: ଗିଲ୍ ଆଉଟ, ଇଶାନ୍ କିଶାନ୍ ଇନ୍

ନୂଆଦିଲ୍ଲୀ: ଆଜି ପାକିସ୍ତାନକୁ ପରାସ୍ତ କରି ଭାରତୀୟ ଦଳ ଏସିଆ ଚମ୍ପିୟାନ ହୋଇଛି। ୧୪ ଦିନ ମଧ୍ୟରେ ପାକିସ୍ତାନକୁ ଭାରତୀୟ ଦଳ ପରାସ୍ତ କରି ଦେଶ ପାଇଁ ଗୌରବ ଆଣିଛି। ଫାଇନାଲରେ ପାକିସ୍ତାନକୁ ଲଜ୍ଜାଜନକ ଭାବରେ ପରାସ୍ତ କରି ଟିମ ଇଣ୍ଡିଆ ସମଗ୍ର ଦେଶବାସୀଙ୍କୁ ଗର୍ବିତ କରିଛି। ଏହି ସମୟରେ ୧୪୦ କୋଟି ଭାରତୀୟ ଟିମ ଇଣ୍ଡିଆକୁ ପ୍ରଶଂସା କରିବା ସହ ଶୁଭେଚ୍ଛା ଜଣାଇଛନ୍ତି।

ଏହିକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ‘ଏକ୍ସ’ ରେ ଏକ ପୋଷ୍ଟ କରିଛନ୍ତି। ସେ କହିଛନ୍ତି ଯେ, “ଖେଳ ପଡିଆରେ ମଧ୍ୟ ‘ଅପରେସନ ସିନ୍ଦୁର’। ଫଳାଫଳ ସମାନ, ଭାରତର ବିଜୟ ହୋଇଛି।” ଏହା ସହିତ ଏହି ବଡ ବିଜୟ ପାଇଁ ଭାରତୀୟ ଦଳକୁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି।

asia cup Asia Cup 2025 IND VS PAK IND Vs PAK Final India Vs Pakistan narendra modi Salman Agha Suryakumar Yadav.
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆଦିଲ୍ଲୀରେ ପୋଙ୍ଗଲ ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

January 14, 2026

ରାଷ୍ଟ୍ରମଣ୍ଡଳ ଦେଶର ବାଚସ୍ପତି ଓ ପୀଠସୀନ ଅଧିକାରୀଙ୍କ ସମ୍ମିଳନୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

January 14, 2026

ODIରେ ବିଶ୍ୱର ନମ୍ବର-୧ ବ୍ୟାଟସମ୍ୟାନ୍ ହେଲେ ବିରାଟ କୋହଲି: ରୋହିତ ଶର୍ମାଙ୍କୁ କ୍ଷତି

January 14, 2026

ମକର ସଂକ୍ରାନ୍ତିରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ ଏକ ଶ୍ଲୋକ ଲେଖିଲେ ପ୍ରଧାନମନ୍ତ୍ରୀ

January 14, 2026
Latest News

ନୂଆଦିଲ୍ଲୀରେ ପୋଙ୍ଗଲ ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

January 14, 2026

ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ୧୧୫ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି

January 14, 2026

ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୧୮ରେ ରଣପୁର ବ୍ଲକ ଅଡିସନ

January 14, 2026

ରାଷ୍ଟ୍ରମଣ୍ଡଳ ଦେଶର ବାଚସ୍ପତି ଓ ପୀଠସୀନ ଅଧିକାରୀଙ୍କ ସମ୍ମିଳନୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

January 14, 2026

ରାଜା ଗ୍ରହଣ କଲେ ମା’ଭଗବତୀଙ୍କ ଆଜ୍ଞାମାଳ: ମା’କାଳିଜାଇଙ୍କ ପୀଠରେ ଆରମ୍ଭ ହେଲା ମକର ମେଳା

January 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.