Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଖେଳ ପଡିଆରେ ‘ଅପରେସନ ସିନ୍ଦୁର’: ଟିମ ଇଣ୍ଡିଆର ବିଜୟ ପରେ ପ୍ରଧାନମନ୍ତ୍ରୀ ମୋଦୀ
ଜାତୀୟ ଖବର

ଖେଳ ପଡିଆରେ ‘ଅପରେସନ ସିନ୍ଦୁର’: ଟିମ ଇଣ୍ଡିଆର ବିଜୟ ପରେ ପ୍ରଧାନମନ୍ତ୍ରୀ ମୋଦୀ

September 29, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
୨୦୨୬ ଟି୨୦ ବିଶ୍ୱକପ୍ ପାଇଁ ୧୫ ଜଣିଆ ଭାରତୀୟ ଦଳ: ଗିଲ୍ ଆଉଟ, ଇଶାନ୍ କିଶାନ୍ ଇନ୍
୨୦୨୬ ଟି୨୦ ବିଶ୍ୱକପ୍ ପାଇଁ ୧୫ ଜଣିଆ ଭାରତୀୟ ଦଳ: ଗିଲ୍ ଆଉଟ, ଇଶାନ୍ କିଶାନ୍ ଇନ୍

ନୂଆଦିଲ୍ଲୀ: ଆଜି ପାକିସ୍ତାନକୁ ପରାସ୍ତ କରି ଭାରତୀୟ ଦଳ ଏସିଆ ଚମ୍ପିୟାନ ହୋଇଛି। ୧୪ ଦିନ ମଧ୍ୟରେ ପାକିସ୍ତାନକୁ ଭାରତୀୟ ଦଳ ପରାସ୍ତ କରି ଦେଶ ପାଇଁ ଗୌରବ ଆଣିଛି। ଫାଇନାଲରେ ପାକିସ୍ତାନକୁ ଲଜ୍ଜାଜନକ ଭାବରେ ପରାସ୍ତ କରି ଟିମ ଇଣ୍ଡିଆ ସମଗ୍ର ଦେଶବାସୀଙ୍କୁ ଗର୍ବିତ କରିଛି। ଏହି ସମୟରେ ୧୪୦ କୋଟି ଭାରତୀୟ ଟିମ ଇଣ୍ଡିଆକୁ ପ୍ରଶଂସା କରିବା ସହ ଶୁଭେଚ୍ଛା ଜଣାଇଛନ୍ତି।

ଏହିକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ‘ଏକ୍ସ’ ରେ ଏକ ପୋଷ୍ଟ କରିଛନ୍ତି। ସେ କହିଛନ୍ତି ଯେ, “ଖେଳ ପଡିଆରେ ମଧ୍ୟ ‘ଅପରେସନ ସିନ୍ଦୁର’। ଫଳାଫଳ ସମାନ, ଭାରତର ବିଜୟ ହୋଇଛି।” ଏହା ସହିତ ଏହି ବଡ ବିଜୟ ପାଇଁ ଭାରତୀୟ ଦଳକୁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି।

asia cup Asia Cup 2025 IND VS PAK IND Vs PAK Final India Vs Pakistan narendra modi Salman Agha Suryakumar Yadav.
Share. Facebook Twitter LinkedIn Email WhatsApp Copy Link

Related Posts

ଅର୍ଥ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ପୁଞ୍ଜିବ୍ୟୟ ଆହୁରି ବୃଦ୍ଧି କରିବାକୁ ଦେଲେ ପରାମର୍ଶ

August 11, 2026

‘ୱକଫ ବୋର୍ଡରେ ୧୦୦୦ କୋଟିର ଦୁର୍ନୀତି’: ପୂର୍ବତନ ଅଧ୍ୟକ୍ଷଙ୍କ ଗୁରୁତର ଅଭିଯୋଗ

August 11, 2026

“ତୃଷା କେବେ ଉପମୁଖ୍ୟମନ୍ତ୍ରୀ ହେବେ?”: ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ତାତ୍ସଲ୍ୟ କଲେ ଏଆଇଏଡିଏମକେ ବିଧାୟକ 

August 11, 2026

ପୂର୍ବତଟ ରେଳପଥ ପକ୍ଷରୁ ସମ୍ବଲପୁର–ଚର୍ଲାପଲ୍ଲୀ ସ୍ପେଶାଲ୍ ଏକ୍ସପ୍ରେସ୍ ଟ୍ରେନ

August 11, 2026
Latest News

ଜିଲ୍ଲାପାଳଙ୍କ ଅଫିସ୍‌ରେ କୀଟନାଶକ ପିଇଲେ ବ୍ୟକ୍ତି

August 12, 2026

ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଶ୍ରମିକ ଆହତ

August 11, 2026

ଛାତ୍ରୀଙ୍କ ମୃତ୍ୟୁକୁ ନେଇ ରାସ୍ତାରେ ଜଳିଲା ଟାୟାର, ଭାପୁରରେ ଉତ୍ତେଜନା

August 11, 2026

ଭଗବତୀ ମନ୍ଦିରର ଉନ୍ନତିକରଣ ଉପରେ ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 11, 2026

ଅର୍ଥ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ପୁଞ୍ଜିବ୍ୟୟ ଆହୁରି ବୃଦ୍ଧି କରିବାକୁ ଦେଲେ ପରାମର୍ଶ

August 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.