Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପୋଲିସ ଏଏସଆଇ ପରୀକ୍ଷା ମହାଦୁର୍ନିତିର ତଦନ୍ତ କରିବେ କ୍ରାଇମ ବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀ
ଜାତୀୟ ଖବର

ପୋଲିସ ଏଏସଆଇ ପରୀକ୍ଷା ମହାଦୁର୍ନିତିର ତଦନ୍ତ କରିବେ କ୍ରାଇମ ବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀ

October 4, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୋଲିସ ଏଏସଆଇ ପରୀକ୍ଷା
ପୋଲିସ ଏଏସଆଇ ପରୀକ୍ଷା ମହାଦୁର୍ନିତିର ତଦନ୍ତ କରିବେ କ୍ରାଇମ ବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀ

ଭୁବନେଶ୍ବର:  ପୋଲିସ ଏଏସଆଇ ପରୀକ୍ଷା ମହାଦୁର୍ନିତିର ତଦନ୍ତ କରିବେ କ୍ରାଇମବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀ। ଏ ନେଇ କ୍ରାଇମ ବ୍ରାଞ୍ଚ ତରଫରୁ ସୂଚନା ଦିଆଯାଇଛି। ବ୍ରହ୍ମପୁର ଗୋଳନ୍ଥରା ଥାନାରେ ହୋଇଥିବା ସମସ୍ତ ମାମଲା ତାଙ୍କ ଦ୍ବାରା ପରିଚାଳିତ ହେବ। ଏ ସଂକ୍ରାନ୍ତର ସବୁ ମାମଲାରେ ସେ ତଡନ୍ତ କରିବେ। ତେବେ ଏହି ତଦନ୍ତକୁ ସୁପରଭିଜନ କରିବେ ଏସପି ଅନୀଲ ବେଉରିଆ।

ତେବେ ଏହି ଘଟଣାରେ ରାଜନୈତିକ ସଂପୃକ୍ତି ରହିଛି ବୋଲି ସନ୍ଦେହ ସୃଷ୍ଟି ହେଲାଣି। ସେଥିପାଇଁ ତଦନ୍ତ ଦିଗହରା ନ ହେବା ପାଇଁ କ୍ରାଇମବ୍ରାଞ୍ଚ ଚେଷ୍ଠା କରୁଛି। ଅନ୍ୟପକ୍ଷରେ ଏହି ଘଟଣାରେ ପୁଲିସ ୧୧୪ ଜଣ ପରୀକ୍ଷାର୍ଥୀ ଓ ୩ଜଣ ଦଲାଲଙ୍କୁ ଗିରଫ କରିଥିବା ବେଳେ ରୢାକେଟ୍‌ ପଛର ମାଷ୍ଟରମାଇଣ୍ଡ ଏବେ ବି ଫେରାର ଅଛନ୍ତି। କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ସିଲିକନ୍‌ ଟେକ୍‌ ଲ୍ୟାବ୍‌ର ମାଲିକଙ୍କ ସମେତ ୫ରୁ ଅଧିକଙ୍କୁ ମାରାଥନ ଜେରା କରି ଅନେକ ତଥ୍ୟ ହାତେଇଛି।

ସେହିପରି ଭୁବନେଶ୍ବର ଓ ବ୍ରହ୍ମପୁରସ୍ଥିତ ପଞ୍ଚସଫ୍‌ଟ ଏବଂ ଅନ୍ୟ ୩ଟି ଅଫିସରେ ଚଢ଼ଉ କରି ଅନେକ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରିବା ସହ ଅଫିସ୍‌କୁ ସିଲ୍‌ କରିଛି।

PhonePe and Mastercard Join Hands for Contactless Smartphone Payments

ପୋଲିସ ଏଏସଆଇ ପରୀକ୍ଷା ରତ୍ନପ୍ରଭା ଶତପଥୀ
Share. Facebook Twitter LinkedIn Email WhatsApp Copy Link

Related Posts

ଯୁବକକୁ ମରଣାନ୍ତକ ଆକ୍ରମଣ

April 28, 2026

ମାଙ୍ଗାଲୁରୁ ପ୍ରେସରକୁକର ବିସ୍ଫୋରଣ ମାମଲା: ଆତଙ୍କୀକୁ ୧୦ ବର୍ଷ ଜେଲଦଣ୍ଡ

April 28, 2026

ଓଲଟିଲା ବସ : ୨୦ ଗୁରୁତର

April 28, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026
Latest News

ବୃଦ୍ଧଙ୍କୁ ଗଳା କାଟି ହତ୍ୟା

April 28, 2026

ଯୁବକକୁ ମରଣାନ୍ତକ ଆକ୍ରମଣ

April 28, 2026

ମାଙ୍ଗାଲୁରୁ ପ୍ରେସରକୁକର ବିସ୍ଫୋରଣ ମାମଲା: ଆତଙ୍କୀକୁ ୧୦ ବର୍ଷ ଜେଲଦଣ୍ଡ

April 28, 2026

ମହାରାଷ୍ଟ୍ର ମନ୍ତ୍ରୀ ନିତେଶ ରାଣେଙ୍କୁ ମିଳିପାରେ ଜେଲ୍ ଦଣ୍ଡ ! କାଦୁଅ ଫିଙ୍ଗା ମାମଲାରେ କୋର୍ଟ ଶୁଣାଇଲେ ସଜ୍ଜା

April 28, 2026

ଜାତିସଂଘରେ ଆମେରିକା – ଇରାନ ମୁହାଁମୁହିଁ

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.