Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଭାରତ ଗସ୍ତରେ ଆସିଲେ କାନଡା ବୈଦେଶିକ ମନ୍ତ୍ରୀ ଅନିତା ଆନନ୍ଦ, ଜାଣନ୍ତୁ କାରଣ
ଜାତୀୟ ଖବର

ଭାରତ ଗସ୍ତରେ ଆସିଲେ କାନଡା ବୈଦେଶିକ ମନ୍ତ୍ରୀ ଅନିତା ଆନନ୍ଦ, ଜାଣନ୍ତୁ କାରଣ

October 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭାରତ ଗସ୍ତରେ
ଭାରତ ଗସ୍ତରେ ଆସିଲେ କାନଡା ବୈଦେଶିକ ମନ୍ତ୍ରୀ ଅନିତା ଆନନ୍ଦ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ: କାନାଡାର ବୈଦେଶିକ ମନ୍ତ୍ରୀ ଅନିତା ଆନନ୍ଦ ଦୁଇ ଦିନିଆ ଭାରତ ଗସ୍ତରେ ଆସି ଗତକାଲି ରାତିରେ ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ସେ ଆଜି ନୂଆଦିଲ୍ଲୀରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଏବଂ ବାଣିଜ୍ୟ ମନ୍ତ୍ରୀ ପୀୟୁଷ ଗୋୟଲଙ୍କ ସହ ଆଲୋଚନା କରିବେ।

ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣଧୀର ଜୟସୱାଲ କହିଛନ୍ତି ଯେ ଶ୍ରୀମତୀ ଆନନ୍ଦଙ୍କ ଭାରତ ଗସ୍ତ ଦ୍ୱିପାକ୍ଷିକ ବୁଝାମଣାକୁ ସୁଦୃଢ କରିବ। ଆର୍ଥିକ ସହଯୋଗକୁ ଏବଂ ଲୋକ-ଲୋକ ସମ୍ପର୍କକୁ ଆହୁରି ମଜବୁତ କରି ଭାରତ-କାନାଡା ସମ୍ପର୍କରେ ସକାରାତ୍ମକ ଗତି ବୃଦ୍ଧି କରିବାରେ ସାହାଯ୍ୟ କରିବ।

ଚଳିତ ବର୍ଷ ଜୁନ୍ ମାସରେ କାନାଡାର କାନାନାସ୍କିସରେ ଅନୁଷ୍ଠିତ G7 ନେତାଙ୍କ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କାନାଡାର ପ୍ରଧାନମନ୍ତ୍ରୀ ମାର୍କ କାର୍ନିଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ପରେ ଅନିତା ଆନନ୍ଦଙ୍କ ଭାରତ ଗସ୍ତ ଆରମ୍ଭ ହୋଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

January 12, 2026

ଆଜି ଜାନୁୟାରୀ ୧୨ ତାରିଖ ସୋମବାରରେ ଜାଣନ୍ତୁ ସଂକ୍ଷେପରେ ରାଶିଫଳ, ଭାଗ୍ୟ ଓ ଭବିଷ୍ୟତ

January 12, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026
Latest News

କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

January 12, 2026

ପିଏମଶ୍ରୀ ଭ୍ରମରବର ସରକାରୀ ଉଚ୍ଚ ବିଦ୍ୟାଳୟ ତମାଣ୍ଡୋରେ ପିଏମ ଶ୍ରୀ ଓ ବାର୍ଷିକ ଉତ୍ସବ ଉଦଯାପିତ

January 12, 2026

ଆଜି ଜାନୁୟାରୀ ୧୨ ତାରିଖ ସୋମବାରରେ ଜାଣନ୍ତୁ ସଂକ୍ଷେପରେ ରାଶିଫଳ, ଭାଗ୍ୟ ଓ ଭବିଷ୍ୟତ

January 12, 2026

ଚିଲିକାରେ ମେଗା ସ୍ୱାସ୍ଥ୍ୟ ଶିବିରକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

January 11, 2026

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.