Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»Naveen Patnaik @79: ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା ଦେଲେ ସୁଦର୍ଶନ ପଟ୍ଟନାୟକ
ଜାତୀୟ ଖବର

Naveen Patnaik @79: ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା ଦେଲେ ସୁଦର୍ଶନ ପଟ୍ଟନାୟକ

October 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନବୀନ ପଟ୍ଟନାୟକଙ୍କ ଜନ୍ମଦିନ
ନବୀନ ପଟ୍ଟନାୟକଙ୍କ ଜନ୍ମଦିନରେ ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା ଦେଲେ ସୁଦର୍ଶନ ପଟ୍ଟନାୟକ

Naveen Patnaik @79 : ଆଜି ହେଉଛି ଦେଶର ପ୍ରତିଷ୍ଠତ ଜନନେତା ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ୧୯୪୬ ମସିହା‌ ଅକ୍ଟୋବର ୧୬ ତାରିଖରେ ନବୀନ ଜନ୍ମଗ୍ରହଣ କରିଥିଲେ। ଆଜି ୭୯ ବର୍ଷରେ ପାଦ ଦେଇଛନ୍ତି ନବୀନ।

ତାଙ୍କର ଜନ୍ମଦିନରେ ବିଭିନ୍ନ ମହଲରୁ ଶୁଭେଚ୍ଛା ବାର୍ତ୍ତା ପହଞ୍ଚିବାରେ ଲାଗିଛି। ତେବେ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ତାଙ୍କୁ ନିଜ କଳା ମାଧ୍ୟମରେ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସୁଦର୍ଶନ ବାଲୁକା କଳାରେ ନବୀନଙ୍କ ଏକ ସୁନ୍ଦର ପ୍ରତିକୃତି ନିର୍ମାଣ କରିଛନ୍ତି। ଏକ ଗୋଲାପି ରଂଗର ବାଲୁକା କେକ୍ କରି ନବୀନଙ୍କ ପାଖରେ ରଖିଛନ୍ତି। ସେଥିରେ ସେ ହାପି ବାର୍ଥ ଡେ ବୋଲି ଲେଖିଛନ୍ତି।

ସେହିପରି ଏହି ବାଲୁକା କଳାର ତଳେ ସେ ଇଂରାଜୀରେ 79th Birth Day of Naveen Patnaik ବୋଲି ଉଲ୍ଲେଖ କରଛନ୍ତି। ପୁରୀ ବେଳାଭୂମିରେ ହୋଇଥିବା ଏହି କଳା ପର୍ଯ୍ୟଟକଙ୍କୁ ବେଶ ଆକୃଷ୍ଠ କରିବାରେ ଲାଗିଛି।

ଭାରତୀୟ ରାଜନୈତିକ ଇତିହାସରେ ନବୀନ ପଟ୍ଟନାୟକ ବେଶ ପରିଚିତ ନାମ। ୧୯୯୭ରେ ବିଜୁ ପଟ୍ଟନାୟକଙ୍କ ଦେହାନ୍ତ ପରେ ସେ ରାଜନୀତିରେ ପାଦ ଥାପିଥିଲେ। ବିଜୁବାବୁ ମୁଖ୍ୟମନ୍ତ୍ରୀ ଥିବା ବେଳେ ନବୀନଙ୍କ କୌଣସି ଭୂମିକା ନ ଥିଲା କି ସେ ରାଜନୀତିରେ ନ ଥିଲେ। ତାଙ୍କର ଦେହାନ୍ତ ପରେ ସେ ଲୋକସଭା ନିର୍ବାଚନ ଲଢ଼ିଥିଲେ ଏବଂ କେନ୍ଦ୍ରରେ ମନ୍ତ୍ରୀ ଥିଲେ।

ପରବର୍ତ୍ତୀ ସମୟରେ ବିଜେଡି ଗଠନ ହେଲା ପରେ ସେ ସେହି ଦଳର ସଭାପତି ହେଲେ । ବର୍ତ୍ତମାନ ସୁଦ୍ଧା ତାଙ୍କର ରାଜନୀତିରେ ପ୍ରାୟ ୨୯ ବର୍ଷ ହୋଇଗଲାଣି । ସେଥିରୁ ୨୫ ବର୍ଷରୁ ଅଧିକ ସମୟ ସେ କ୍ଷମତାରେ ହିଁ ରହିଛନ୍ତି। ୨୪ ବର୍ଷ ଲଗାତାର ମୁଖ୍ୟମନ୍ତ୍ରୀ ପଦବିରେ ରହି ନବୀନ ରେକର୍ଡ ସ୍ଥାପନ କରିଛନ୍ତି।

BSNL Announces Diwali Bonanza: Enjoy Free Mobile Services

Naveen Patnaik sand art SudarsanPatnaik ନବୀନ ପଟ୍ଟନାୟକ @ ୭୯: ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ସୁଦର୍ଶନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

୨୯-୩୦ ନଭେମ୍ବର ୬୦ତମ ଅଖିଳ ଭାରତୀୟ ପୋଲିସ ମହାନିର୍ଦ୍ଦେଶକ/ନିରୀକ୍ଷକ ମହାନିରୀକ୍ଷକ ସମ୍ମିଳନୀ

November 28, 2025

ଭାରତର ଲଜିଷ୍ଟିକ୍ସ କାହାଣୀରେ ଏକ ନୂତନ ଅଧ୍ୟାୟ: ଜିଡିପିର ୭.୯୭ ପ୍ରତିଶତକୁ ଖର୍ଚ୍ଚ ହ୍ରାସ

November 28, 2025

ଆଜି ପ୍ରଧାନମନ୍ତ୍ରୀଙ୍କ କର୍ଣ୍ଣାଟକ ଓ ଗୋଆ ଗସ୍ତ: ଉନ୍ମୋଚନ କରିବେ ପ୍ରଭୁ ଶ୍ରୀରାମଙ୍କ ୭୭ ଫୁଟ ଉଚ୍ଚ ବ୍ରୋଞ୍ଜ ପ୍ରତିମୂର୍ତ୍ତି

November 28, 2025

ଆସନ୍ତା ୩୦ ରୁ କଳିଙ୍ଗ ଷ୍ଟାଡିୟମରେ ଆଇକନିକ୍ ଇଣ୍ଡିଆନ୍ ଇଣ୍ଟରନ୍ୟାସନାଲ୍ ଓପନ୍ ଗେଟବଲ୍ ଟୁର୍ଣ୍ଣାମେଣ୍ଟ

November 28, 2025
Latest News

୨୯-୩୦ ନଭେମ୍ବର ୬୦ତମ ଅଖିଳ ଭାରତୀୟ ପୋଲିସ ମହାନିର୍ଦ୍ଦେଶକ/ନିରୀକ୍ଷକ ମହାନିରୀକ୍ଷକ ସମ୍ମିଳନୀ

November 28, 2025

ଭାରତର ଲଜିଷ୍ଟିକ୍ସ କାହାଣୀରେ ଏକ ନୂତନ ଅଧ୍ୟାୟ: ଜିଡିପିର ୭.୯୭ ପ୍ରତିଶତକୁ ଖର୍ଚ୍ଚ ହ୍ରାସ

November 28, 2025

ଆଜି ପ୍ରଧାନମନ୍ତ୍ରୀଙ୍କ କର୍ଣ୍ଣାଟକ ଓ ଗୋଆ ଗସ୍ତ: ଉନ୍ମୋଚନ କରିବେ ପ୍ରଭୁ ଶ୍ରୀରାମଙ୍କ ୭୭ ଫୁଟ ଉଚ୍ଚ ବ୍ରୋଞ୍ଜ ପ୍ରତିମୂର୍ତ୍ତି

November 28, 2025

ଆସନ୍ତା ୩୦ ରୁ କଳିଙ୍ଗ ଷ୍ଟାଡିୟମରେ ଆଇକନିକ୍ ଇଣ୍ଡିଆନ୍ ଇଣ୍ଟରନ୍ୟାସନାଲ୍ ଓପନ୍ ଗେଟବଲ୍ ଟୁର୍ଣ୍ଣାମେଣ୍ଟ

November 28, 2025

ଦକ୍ଷିଣ ଆଫ୍ରିକା ବିପକ୍ଷରେ ପରାଜୟ ପାଇଁ କ୍ଷମା ମାଗିଲେ ରିଷଭ ପନ୍ତ, କଲେ ବଡ଼ ଘୋଷଣା

November 28, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.