Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ନ୍ୟୁଜିଲାଣ୍ଡକୁ ପରାସ୍ତ କରି ବିଶ୍ୱକପ୍ ସେମିଫାଇନାଲ୍ ପହଞ୍ଚିଲା ଭାରତ: ମନ୍ଧାନା ଏବଂ ପ୍ରତୀକାଙ୍କ ଶତକୀୟ ପାଳି
ଜାତୀୟ ଖବର

ନ୍ୟୁଜିଲାଣ୍ଡକୁ ପରାସ୍ତ କରି ବିଶ୍ୱକପ୍ ସେମିଫାଇନାଲ୍ ପହଞ୍ଚିଲା ଭାରତ: ମନ୍ଧାନା ଏବଂ ପ୍ରତୀକାଙ୍କ ଶତକୀୟ ପାଳି

October 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Team India
ଆଜି ମହିଳା ବିଶ୍ଵକପରେ ଭାରତ-ଅଷ୍ଟ୍ରେଲିଆ ଲଢେଇ: ଜାଣନ୍ତୁ ଟିମ୍ ଇଣ୍ଡିଆର ସେମିଫାଇନାଲ୍ ରେକର୍ଡ

ନୂଆଦିଲ୍ଲୀ: ଭାରତୀୟ ଦଳ ମହିଳା ଏକଦିବସୀୟ ବିଶ୍ୱକପ୍ 2025 ର ସେମିଫାଇନାଲ୍ ରେ ସ୍ଥାନ ସୁରକ୍ଷିତ କରିଛି। ଆଜି ଡିୱାଇ ପାଟିଲ ଷ୍ଟାଡିୟମରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍ ରେ ଟିମ୍ ଇଣ୍ଡିଆ ଡିଏଲଏସ୍ ଅଧୀନରେ ପ୍ରତିପକ୍ଷକୁ 53 ରନରେ ପରାସ୍ତ କରିଛି। ଓପନର ସ୍ମୃତି ମନ୍ଧାନା ଏବଂ ପ୍ରତୀକା ରାୱଲ ଶତକ ହାସଲ କରି ଦଳର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଥିଲେ।

ପ୍ରତୀକା 134 ବଲ୍ ରେ 13 ଚୌକା ଏବଂ 2 ଛକା ସହାୟତାରେ 122 ରନ କରିଥିଲେ। ମନ୍ଧାନା 95 ବଲ୍ ରେ 10 ଚୌକା ଏବଂ 4 ଛକା ସହିତ 109 ରନ କରିଥିଲେ। ଉଭୟ ପ୍ରଥମ ୱିକେଟ୍ ପାଇଁ (201 ବଲ୍) 212 ରନର ଭାଗୀଦାରି କରିଥିଲେ, ଯାହା ଦଳକୁ 49 ଓଭରରେ 340 ରନର ବିଶାଳ ସ୍କୋରରେ ପହଞ୍ଚିବାରେ ସାହାଯ୍ୟ କରିଥିଲା।

ବର୍ଷା ବାଧାପ୍ରାପ୍ତ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳକୁ 44 ଓଭରରେ 325 ରନ ଟାର୍ଗେଟ ଥିଲା। ଯାହା ସେମାନେ 8 ୱିକେଟ ହରାଇ ନିର୍ଦ୍ଧାରିତ 44 ଓଭରରେ 271 ରନ କରିପାରିଥିଲା। ଯାହାଫଳରେ ନ୍ୟୁଜିଲାଣ୍ଡ ଦଳ 53 (DLS) ରନରେ ଭାରତଠାରୁ ପରାସ୍ତ ହୋଇଥିଲା।

IND VS NZ Womens World Cup 2025
Share. Facebook Twitter LinkedIn Email WhatsApp Copy Link

Related Posts

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026

ଗ୍ରୀଷ୍ମ ପ୍ରବାହ ପାଇଁ ନୂଆ ଗାଇଡଲାଇନ: ପୂର୍ବାହ୍ନ ୧୧ ଟାରୁ ୩ ଯାଏଁ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ

March 23, 2026
Latest News

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.