Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆସିଆନର ଅଧ୍ୟକ୍ଷତା ପାଇଁ ମାଲେସିଆ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ଆସିଆନର ଅଧ୍ୟକ୍ଷତା ପାଇଁ ମାଲେସିଆ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

October 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ମାଲେସିଆ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ଆସିଆନର ଅଧ୍ୟକ୍ଷତା ପାଇଁ ମାଲେସିଆ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନା କରିଛନ୍ତି।

ପରସ୍ପରର ଆଲୋଚନା ଅବସରରେ ମାଲେସିଆ ଆସିଆନର ଅଧ୍ୟକ୍ଷତା ଗ୍ରହଣ କରିଥିବାରୁ, ଶ୍ରୀ ଇବ୍ରାହିମଙ୍କୁ ପ୍ରଧାନମନ୍ତ୍ରୀ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଥିଲେ। ମାଲେସିଆ ନେତୃତ୍ୱରେ ଆଗାମୀ ଆସିଆନ ସମ୍ବନ୍ଧୀୟ ଶିଖର ସମ୍ମିଳନୀ ସଫଳ ଆୟୋଜନ ପାଇଁ ସେ ଶୁଭକାମନା ଜଣାଇଥିଲେ।

ଆସିଆନ-ଭାରତ ଶିଖର ସମ୍ମିଳନୀରେ ଆଭାସୀ ମାଧ୍ୟମରେ ଯୋଡ଼ି ହେବାକୁ ପ୍ରଧାନମନ୍ତ୍ରୀ ନିଜର ଇଚ୍ଛା ବ୍ୟକ୍ତ କରିଥିଲେ ଏବଂ ଆସିଆନ-ଭାରତ ବ୍ୟାପକ ରଣନୀତିକ ଭାଗିଦାରୀତା ଅଧିକ ସୁଦୃଢ଼ କରିବା ଦିଗରେ ଭାରତର ପ୍ରତିବଦ୍ଧତା ଦୋହରାଇଥିଲେ।

ଶ୍ରୀ ମୋଦୀ ଏକ୍ସର ଏକ ପୋଷ୍ଟରେ କହିଛନ୍ତି;

“ମୋର ପ୍ରିୟ ମିତ୍ର,ମାଲେସିଆର ପ୍ରଧାନମନ୍ତ୍ରୀ ଶ୍ରୀ ଅନୱର ଇବ୍ରାହିମଙ୍କ ସହ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନା କଲି। ମାଲେସିଆର ଆସିଆନ ଅଧ୍ୟକ୍ଷତା ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇଲି ଏବଂ ଆଗାମୀ ଶିଖର ସମ୍ମିଳନୀର ସଫଳତା ପାଇଁ ତାଙ୍କୁ ଶୁଭକାମନା ଜଣାଇଲି। ଆସିଆନ-ଭାରତ ଶିଖର ସମ୍ମିଳନୀରେ ଆଭାସୀ ମାଧ୍ୟମରେ ସାମିଲ ହେବାକୁ ଏବଂ ଆସିଆନ-ଭାରତ ବ୍ୟାପକ ରାଜନୈତିକ ଭାଗିଦାରୀତାକୁ ଅଧିକ ସୁଦୃଢ଼ କରିବାକୁ ମୁଁ ଉତ୍ସୁକ।

ଅନୱର ଇବ୍ରାହିମ ଆସିଆନ-ଭାରତ ଶିଖର ସମ୍ମିଳନୀ ନରେନ୍ଦ୍ର ମୋଦୀ ମାଲେସିଆ ପ୍ରଧାନମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ନୂତନ ନୀତିରେ ମଧ୍ୟବିତ୍ତ ଏବଂ ଗରିବ ପରିବାରମାନଙ୍କ ପାଇଁ ସିମେଣ୍ଟ ମୂଲ୍ୟ ହ୍ରାସ କରିବ: ଅଶ୍ଵିନୀ ବୈଷ୍ଣବ

November 19, 2025

ସମସ୍ତଙ୍କୁ କୃତ୍ରିମ ବୁଦ୍ଧିମତ୍ତା ବୁଝିବାରେ ସାହାଯ୍ୟ କରିବା ପାଇଁ ଏକ ମାଗଣା ଜାତୀୟ ପାଠ୍ୟକ୍ରମ

November 19, 2025

ସର୍ଦ୍ଦାର @୧୫୦ ଏକତା ପଦଯାତ୍ରା ହେଉଛି ଏକତାବଦ୍ଧ ଜାତିର ହୃଦସ୍ପନ୍ଦନ: କେନ୍ଦ୍ରମନ୍ତ୍ରୀ

November 19, 2025

ଚାଷୀଙ୍କୁ ଆଉ ଏକ ବଡ଼ ଉପହାର: ଏବେ ଏହି କାରଣରୁ ଫସଲ କ୍ଷତି ଲାଗି ମିଳିବ କ୍ଷତିପୂରଣ 

November 19, 2025
Latest News

ନୂତନ ନୀତିରେ ମଧ୍ୟବିତ୍ତ ଏବଂ ଗରିବ ପରିବାରମାନଙ୍କ ପାଇଁ ସିମେଣ୍ଟ ମୂଲ୍ୟ ହ୍ରାସ କରିବ: ଅଶ୍ଵିନୀ ବୈଷ୍ଣବ

November 19, 2025

ସମସ୍ତଙ୍କୁ କୃତ୍ରିମ ବୁଦ୍ଧିମତ୍ତା ବୁଝିବାରେ ସାହାଯ୍ୟ କରିବା ପାଇଁ ଏକ ମାଗଣା ଜାତୀୟ ପାଠ୍ୟକ୍ରମ

November 19, 2025

ସର୍ଦ୍ଦାର @୧୫୦ ଏକତା ପଦଯାତ୍ରା ହେଉଛି ଏକତାବଦ୍ଧ ଜାତିର ହୃଦସ୍ପନ୍ଦନ: କେନ୍ଦ୍ରମନ୍ତ୍ରୀ

November 19, 2025

ଚାଷୀଙ୍କୁ ଆଉ ଏକ ବଡ଼ ଉପହାର: ଏବେ ଏହି କାରଣରୁ ଫସଲ କ୍ଷତି ଲାଗି ମିଳିବ କ୍ଷତିପୂରଣ 

November 19, 2025

ପ୍ରଖ୍ୟାତ ଚଳଚିତ୍ର ନିର୍ଦ୍ଦେଶ ହିମାଂଶୁ ଖଟୁଆ ହେଲେ କଟକସ୍ଥିତ BPFTIO ର ଅଧ୍ୟକ୍ଷ

November 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.