Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଦେଶର ନୂତନ CJI ହେବେ ଜଷ୍ଟିସ ସୂର୍ଯ୍ୟକାନ୍ତ: ସୁପାରିଶକୁ ଅନୁମୋଦନ କଲେ ରାଷ୍ଟ୍ରପତି
ଜାତୀୟ ଖବର

ଦେଶର ନୂତନ CJI ହେବେ ଜଷ୍ଟିସ ସୂର୍ଯ୍ୟକାନ୍ତ: ସୁପାରିଶକୁ ଅନୁମୋଦନ କଲେ ରାଷ୍ଟ୍ରପତି

October 30, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜଷ୍ଟିସ ସୂର୍ଯ୍ୟକାନ୍ତ
ଦେଶର ନୂତନ CJI ହେବ ଜଷ୍ଟିସ ସୂର୍ଯ୍ୟକାନ୍ତ: ସୁପାରିଶକୁ ଅନୁମୋଦନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ନଭେମ୍ବର ୨୪ ତାରିଖରେ ଦେଶରେ ଜଣେ ନୂତନ ପ୍ରଧାନ ବିଚାରପତି ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦ୍ୱିତୀୟ ବରିଷ୍ଠ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କୁ ଏହି ପଦବୀର ସୁପାରିଶକୁ ଅନୁମୋଦନ କରିଛନ୍ତି। ବର୍ତ୍ତମାନର ପ୍ରଧାନ ବିଚାରପତି ବି.ଆର. ଗଭଇ ତାଙ୍କ ଉତ୍ତରାଧିକାରୀ ଭାବରେ କେନ୍ଦ୍ର ସରକାରଙ୍କୁ ଜଷ୍ଟିସ କାନ୍ତଙ୍କ ନାମ ସୁପାରିଶ କରିଛନ୍ତି।

ପ୍ରଧାନ ବିଚାରପତି ଗଭଇ ନଭେମ୍ବର ୨୩ ତାରିଖରେ ଅବସର ନେଉଛନ୍ତି। ଜଷ୍ଟିସ କାନ୍ତ ନଭେମ୍ବର ୨୪ ତାରିଖରେ ପଦର ଶପଥ ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ଫେବୃଆରୀ ୯ ତାରିଖ ୨୦୨୭ ପର୍ଯ୍ୟନ୍ତ ଅର୍ଥାତ ପ୍ରାୟ ୧୫ ମାସ ପର୍ଯ୍ୟନ୍ତ ରହିବ। ସେ ହରିୟାଣାରୁ ପ୍ରଥମ ପ୍ରଧାନ ବିଚାରପତି ହେବେ।

BR Gavai cji Supreme Court Surya Kant
Share. Facebook Twitter LinkedIn Email WhatsApp Copy Link

Related Posts

ଅଷ୍ଟ୍ରେଲିଆର ସ୍ଵପ୍ନକୁ ଧୂଳିସାତ କଲା ଭାରତ: ବିଶ୍ୱ ରେକର୍ଡ ସହ ବିଶ୍ଵକପ ଫାଇନାଲରେ ପହଞ୍ଚିଲା ଟିମ ଇଣ୍ଡିଆ

October 30, 2025

ଜାତୀୟ ଏଫପିଓ କନକ୍ଲେଭ ୨୦୨୫ର ଉଦଘାଟନ କଲେ କେନ୍ଦ୍ର କୃଷିମନ୍ତ୍ରୀ

October 30, 2025

ରାଷ୍ଟ୍ରୀୟ ଏକତା ଦିବସ-୨୦୨୫ ଅବସରରେ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କଲେ ଗୃହମନ୍ତ୍ରୀ

October 30, 2025

କ୍ରିକେଟ୍ ମଇଦାନକୁ ଫେରିଲେ ରିଷଭ ପନ୍ତ, କିନ୍ତୁ ଛଡାଇନେଲେ କି ବିରାଟ କୋହଲିଙ୍କ ୧୮ ନମ୍ବର ଜର୍ସି?

October 30, 2025
Latest News

ଅଷ୍ଟ୍ରେଲିଆର ସ୍ଵପ୍ନକୁ ଧୂଳିସାତ କଲା ଭାରତ: ବିଶ୍ୱ ରେକର୍ଡ ସହ ବିଶ୍ଵକପ ଫାଇନାଲରେ ପହଞ୍ଚିଲା ଟିମ ଇଣ୍ଡିଆ

October 30, 2025

ଜାତୀୟ ଏଫପିଓ କନକ୍ଲେଭ ୨୦୨୫ର ଉଦଘାଟନ କଲେ କେନ୍ଦ୍ର କୃଷିମନ୍ତ୍ରୀ

October 30, 2025

ରାଷ୍ଟ୍ରୀୟ ଏକତା ଦିବସ-୨୦୨୫ ଅବସରରେ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କଲେ ଗୃହମନ୍ତ୍ରୀ

October 30, 2025

ଦେଶର ନୂତନ CJI ହେବେ ଜଷ୍ଟିସ ସୂର୍ଯ୍ୟକାନ୍ତ: ସୁପାରିଶକୁ ଅନୁମୋଦନ କଲେ ରାଷ୍ଟ୍ରପତି

October 30, 2025

କ୍ରିକେଟ୍ ମଇଦାନକୁ ଫେରିଲେ ରିଷଭ ପନ୍ତ, କିନ୍ତୁ ଛଡାଇନେଲେ କି ବିରାଟ କୋହଲିଙ୍କ ୧୮ ନମ୍ବର ଜର୍ସି?

October 30, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.