Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଐତିହାସିକ ପ୍ରଦର୍ଶନ ପାଇଁ ଏସୀୟ ଯୁବ କ୍ରୀଡାର କ୍ରୀଡାବିତମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ଐତିହାସିକ ପ୍ରଦର୍ଶନ ପାଇଁ ଏସୀୟ ଯୁବ କ୍ରୀଡାର କ୍ରୀଡାବିତମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

November 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଐତିହାସିକ ପ୍ରଦର୍ଶନ ପାଇଁ ଏସୀୟ ଯୁବ କ୍ରୀଡାର କ୍ରୀଡାବିତମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ଐତିହାସିକ ପ୍ରଦର୍ଶନ ପାଇଁ ଏସୀୟ ଯୁବ କ୍ରୀଡାର କ୍ରୀଡାବିତମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏସୀୟ ଯୁବ କ୍ରୀଡା ୨୦୨୫ରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଯୁବ କ୍ରୀଡାବିତମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। କ୍ରୀଡାବିତମାନେ ବର୍ତ୍ତମାନ ସୁଦ୍ଧା ୪୮ ପଦକ ହାସଲ କରିଛନ୍ତି।

ଏକ୍ସରେ ଏକ ପୋଷ୍ଟରେ ପ୍ରାଧାନମନ୍ତ୍ରୀ କହିଛନ୍ତି; “ଆମର ଯୁବ କ୍ରୀଡାବିତମାନେ ଏସୀୟ ଯୁବ କ୍ରୀଡା ୨୦୨୫ରେ ସେମାନଙ୍କର ସର୍ବୋତ୍ତମ ପ୍ରଦର୍ଶନ ସହିତ ୪୮ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି। କ୍ରୀଡାବିତ ଦଳକୁ ଅଭିନନ୍ଦନ। ସେମାନଙ୍କର ଆଗ୍ରହ, ଦୃଢ଼ ନିଷ୍ଠା ଏବଂ କଠିନ ପରିଶ୍ରମ ସ୍ପଷ୍ଟ ଦୃଶ୍ୟମାନ ହେଉଛି। ସେମାନଙ୍କର ଭବିଷ୍ୟତ ପ୍ରୟାସ ପାଇଁ ମୋର ଶୁଭକାମନା।”

BJP Ads
ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ଏସୀୟ ଯୁବ କ୍ରୀଡା ୨୦୨୫ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଗାମୀ ସିରିଜ କେବେ ଏବଂ କାହା ସହିତ ଖେଳିବ ଟିମ୍ ଇଣ୍ଡିଆ?: ଜାଣନ୍ତୁ ୨୦୨୬ ପର୍ଯ୍ୟନ୍ତ କାର୍ଯ୍ୟସୂଚୀ

November 3, 2025

ଓଡ଼ିଶାରେ ଜିଓ ୨୪ ଗୁଣ ଅଧିକ ନୂଆ ମୋବାଇଲ୍ ଗ୍ରାହକ ସେପ୍ଟେମ୍ବରରେ ଯୋଡିଛି

November 3, 2025

ବିଜେପିରେ ମିଶିଲେ ବିଜେଡିର ବରିଷ୍ଠ ନେତା ଅମର ପଟ୍ଟନାୟକ, ଥିଲେ ନବୀନଙ୍କ ପାଖ ଲୋକ

November 3, 2025

“ଯେତେ ମାଛ ଧରିଛନ୍ତି, ତା’ଠାରୁ ଆମେ କମ୍ ଭୋଟ ପାଇବେ”: ରାହୁଲ ଗାନ୍ଧୀଙ୍କୁ କଟାକ୍ଷ କଲେ ବିଜେପି ସାଂସଦ

November 3, 2025
BJP Ads
Latest News

ବ୍ରହ୍ମପୁର ସହରରେ ରକ୍ତଚାପ ସଚେତନ ଓ ସ୍ଵାସ୍ଥ୍ୟ ଶିବିର 

November 3, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.