Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ଜାଣନ୍ତୁ ଏହି ଦିନ କ’ଣ କରିବା ଉଚିତ?
ଜାତୀୟ ଖବର

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ଜାଣନ୍ତୁ ଏହି ଦିନ କ’ଣ କରିବା ଉଚିତ?

November 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ଜାଣନ୍ତୁ ଏହି ଦିନ କ'ଣ କରିବା ଉଚିତ?
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ଜାଣନ୍ତୁ ଏହି ଦିନ କ'ଣ କରିବା ଉଚିତ?

ଭୁବନେଶ୍ବର: ଆଜି ହେଉଛି କାର୍ତ୍ତିକ ପୂର୍ଣ୍ଣିମା। ଧାର୍ମିକ ବିଶ୍ୱାସ ଅନୁଯାୟୀ କାର୍ତ୍ତିକ ପୂର୍ଣ୍ଣିମା ଦିନ ତୁଳସୀ ଗଛ ନିକଟରେ ଦୀପ ଜାଳିବା ଉଚିତ।

ଆସନ୍ତୁ ଜାଣିବା କାର୍ତ୍ତକ ପୂର୍ଣ୍ଣିମାର ଲୁକ୍କାୟିତ କାରଣ ଏବଂ ଧାର୍ମିକ ମହତ୍ତ୍ବ

୧- କାର୍ତ୍ତିକ ପୂର୍ଣ୍ଣିମା ଦିନ ତୁଲସୀ ପୂଜନର ଧାର୍ମିକ ମହତ୍ତ୍ୱ ରହିଛି। ହିନ୍ଦୁ ଧର୍ମ ଅନୁଯାୟୀ କାର୍ତ୍ତିକ ମାସ ବିଷ୍ଣୁଙ୍କ ପାଇଁ ଅତ୍ୟନ୍ତ ପ୍ରିୟ ଅଟେ।

୨- କାର୍ତ୍ତିକ ମାସର ଏକାଦଶୀ ଦିନ ତୁଳସୀ, ଭଗବାନ ବିଷ୍ଣୁଙ୍କ ଶାଳଗ୍ରାମ ରୂପରେ ବିବାହ କରିଥିଲେ।

୩- କାର୍ତ୍ତିକ ପୂର୍ଣ୍ଣିମା ଦିନ ତୁଳସୀ ପୂଜା ମଧ୍ୟ କରାଯାଇଥାଏ କାରଣ ବିଶ୍ୱାସ ଅନୁଯାୟୀ ତୁଳସୀ ଏହି ଦିନ ପୃଥିବୀକୁ ଆସିଥିଲେ।

୪- ଏହା ସ୍ବୀକୃତ ହୋଇଛି ଯେ ଏହି ଦିନ ତୁଳସୀ ଗଛ ସମ୍ମୁଖରେ ଦୀପ ଜାଳି ଭଗବାନ ବିଷ୍ଣୁଙ୍କୁ ପୂଜା କଲେ ମା ଲକ୍ଷ୍ମୀ ମଧ୍ୟ ଖୁସି ହୁଅନ୍ତି।

ତୁଳସୀ ପୂଜନ ପଛରେ ଲୁକ୍କାୟିତ କାରଣ

ଶାସ୍ତ୍ର ଅନୁଯାୟୀ, ତୁଳସୀ ଗଛକୁ ଦେବୀ ଲକ୍ଷ୍ମୀଙ୍କ ରୂପ ବୋଲି ବିବେଚନା କରାଯାଏ। ବିଶ୍ୱାସ କରାଯାଏ ଯେ ଯେଉଁ ଘରେ ତୁଲସୀ ଅଛନ୍ତି ସେଠାରେ ମାତା ଲକ୍ଷ୍ମୀ ବାସ କରନ୍ତି।

ତୁଳସୀ ଗଛ ଘର ଭିତରକୁ ନକାରାତ୍ମକ ଶକ୍ତିକୁ ରୋକିବାରେ ତଥା ରୋଗ ନଷ୍ଟ କରିବାରେ ସାହାଯ୍ୟ କରେ।

ପୁରାଣ ଅନୁଯାୟୀ, ଯଦି ଘରେ ଦୁର୍ଭାଗ୍ୟ ଆସିବ ସେତେବେଳେ ସର୍ବ ପ୍ରଥମେ ତୁଳସୀ ଗଛ ମରିଯାଏ କିମ୍ବା ଶୁଖିଯାଏ।

କାର୍ତ୍ତିକ ପୂର୍ଣ୍ଣିମା ତୁଳସୀ ଗଛ ଧାର୍ମିକ ବିଶ୍ୱାସ ଭଗବାନ ବିଷ୍ଣୁ ହିନ୍ଦୁ ଧର୍ମ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଏଫଏଫ୍‌ଆଇ ୫୬ରେ ଚଳଚ୍ଚିତ୍ର ସମାଲୋଚନାର ବିକଶିତ ଭୂମିକା ଉପରେ ବିତର୍କ

November 27, 2025

୨୦୨୫-୨୬ ଖରିଫ ଫସଲ ଉତ୍ପାଦନର ପ୍ରଥମ ଅଗ୍ରୀମ ଆକଳନ କଲେ କେନ୍ଦ୍ର କୃଷିମନ୍ତ୍ରୀ

November 27, 2025

ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଶତବାର୍ଷିକୀ ଆୟୋଜନ ମିଳିଥିବାରୁ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

November 27, 2025

ସଫରାନ ଏୟାରକ୍ରାଫ୍ଟ ଇଞ୍ଜିନ ସର୍ଭିସେସ୍ ଇଣ୍ଡିଆ ସୁବିଧାର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

November 27, 2025
Latest News

ଆଇଏଫଏଫ୍‌ଆଇ ୫୬ରେ ଚଳଚ୍ଚିତ୍ର ସମାଲୋଚନାର ବିକଶିତ ଭୂମିକା ଉପରେ ବିତର୍କ

November 27, 2025

୨୦୨୫-୨୬ ଖରିଫ ଫସଲ ଉତ୍ପାଦନର ପ୍ରଥମ ଅଗ୍ରୀମ ଆକଳନ କଲେ କେନ୍ଦ୍ର କୃଷିମନ୍ତ୍ରୀ

November 27, 2025

ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଶତବାର୍ଷିକୀ ଆୟୋଜନ ମିଳିଥିବାରୁ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

November 27, 2025

ସଫରାନ ଏୟାରକ୍ରାଫ୍ଟ ଇଞ୍ଜିନ ସର୍ଭିସେସ୍ ଇଣ୍ଡିଆ ସୁବିଧାର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

November 27, 2025

ସମ୍ବିଧାନ ଦିବସରେ ପ୍ରସ୍ତାବନା ପାଠରେ ଯୋଗଦେଲେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀଗଣ

November 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.