ନୂଆପଡା: ଆଜି ନୂଆପଡାରେ ଭୋଟ୍ ଗ୍ରହଣ। ୯ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବେଳେ ଲୋକେ ତାଙ୍କର ପ୍ରତିନିଧି ବାଛିବେ। ଏଥିନେଇ ପ୍ରଶାସନ ସମସ୍ତ ବ୍ୟବସ୍ଥା କରିଥିବା ବେଳେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। a vote Nuapad
ପ୍ରଖ୍ୟାତ ସାହିତ୍ୟିକ ବିଜୟ ନାୟକଙ୍କ ଗଳ୍ପ ପୁସ୍ତକ ‘ସୁବ୍ରତ ଏବେ କେଉଁଠି’ କୁ ଉନମୋଚନ କଲେ ମୁଖ୍ୟମନ୍ତ୍ରୀDecember 13, 2025