Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»Modi in Bhutan: ଦିଲ୍ଲୀ ବ୍ଲାଷ୍ଟ ଷଢଯନ୍ତ୍ରକାରୀଙ୍କୁ ଛଡାଯିବ ନାହିଁ, ଭୁଟାନରେ କହିଲେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

Modi in Bhutan: ଦିଲ୍ଲୀ ବ୍ଲାଷ୍ଟ ଷଢଯନ୍ତ୍ରକାରୀଙ୍କୁ ଛଡାଯିବ ନାହିଁ, ଭୁଟାନରେ କହିଲେ ପ୍ରଧାନମନ୍ତ୍ରୀ

November 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Modi
ବିହାରର ନୂତନ ଶପଥ ନେଇଥିବା ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

Modi in Bhutan: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଦିଲ୍ଲୀରେ ଘଟିଥିବା ଭୟଙ୍କର ଘଟଣା ପଛରେ ଥିବା ଷଡ଼ଯନ୍ତ୍ରକାରୀମାନଙ୍କୁ କେବେ ବି ଛଡ଼ାଯିବ ନାହିଁ। ପିଡିତମାନଙ୍କୁ ନିଶ୍ଚିତ ନ୍ୟାୟ ପ୍ରଦାନ କରାଯିବ। ଭୁଟାନର ଥିମ୍ପୁରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଶ୍ରୀ ମୋଦୀ କହିଛନ୍ତି ଯେ, ଗତକାଲି ସାରା ରାତି ଏହି ଘଟଣାର ତଦନ୍ତ କରୁଥିବା ସମ୍ପୃକ୍ତ ଏଜେନ୍ସିଗୁଡ଼ିକ ସହିତ ଯୋଗାଯୋଗରେ ଥିଲେ। ସେ ଆଶ୍ୱାସନା ଦେଇଥିଲେ ଯେ ଏଜେନ୍ସିଗୁଡ଼ିକ ଏହି ଷଡ଼ଯନ୍ତ୍ରର ମୂଳ ପର୍ଯ୍ୟନ୍ତ ଯିବେ।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଆଜି ସେ ବହୁତ ଦୁଃଖ ହୃଦୟରେ ଭୁଟାନ ଆସିଛନ୍ତି। ଗତକାଲି ସନ୍ଧ୍ୟାରେ ଦିଲ୍ଲୀରେ ଘଟିଥିବା ଘଟଣା ସମସ୍ତଙ୍କୁ ଗଭୀର ଭାବରେ ବିଚଳିତ କରିଛି। ଶ୍ରୀ ମୋଦୀ କହିଛନ୍ତି ଯେ, ସେ ପ୍ରଭାବିତ ପରିବାରର ଯନ୍ତ୍ରଣା ବୁଝନ୍ତି ଏବଂ ସମଗ୍ର ଦେଶ ସେମାନଙ୍କ ସହିତ ଠିଆ ହୋଇଛି।

ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜିର ଦିନ ଭୁଟାନ ପାଇଁ, ଭୁଟାନର ରାଜପରିବାର ପାଇଁ ଏବଂ ବିଶ୍ୱ ଶାନ୍ତିରେ ବିଶ୍ୱାସ କରୁଥିବା ସମସ୍ତ ଲୋକଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ସେ କହିଛନ୍ତି ଯେ, ଶତାବ୍ଦୀ ଧରି ଭାରତ ଏବଂ ଭୁଟାନ ମଧ୍ୟରେ ସମ୍ପର୍କ ବହୁତ ଗଭୀର, ସୌହାର୍ଦ୍ଦ୍ୟପୂର୍ଣ୍ଣ ଏବଂ ସାଂସ୍କୃତିକ ରହିଛି। ତେଣୁ ଏହି ଗୁରୁତ୍ୱପୂର୍ଣ୍ଣ ଅବସରରେ ଅଂଶଗ୍ରହଣ କରିବା ଭାରତର ଏବଂ ତାଙ୍କ ପାଇଁ ମଧ୍ୟ ଏକ ପ୍ରତିବଦ୍ଧତା ଥିଲା।

PM Modi Arrives in Bhutan for Two-Day State Visit (Click Here To Read)

Delhi Blast Modi in Bhutan ଦିଲ୍ଲୀ ବିସ୍ପୋରଣ ଭୁବଟାନରେ ପ୍ରଧାନମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ସାଂସଦ ପାପୁ ଯାଦବଙ୍କ ହାଜର ହେବ ପୂର୍ବରୁ ପାଟନା ସିଭିଲ୍ କୋର୍ଟକୁ ପୁଣି ଥରେ ବୋମା ଧମକ

February 12, 2026

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧମକ, ବାଚସ୍ପତିଙ୍କୁ ଦୁର୍ବ୍ୟବହାର’: ବିରୋଧୀଙ୍କ ହଟ୍ଟଗୋଳର ଭିଡିଓ ଜାରି କଲେ ରିଜିଜୁ

February 12, 2026

ଲାଲକିଲ୍ଲା ବିସ୍ଫୋରଣରେ ଜୈଶ-ଏ-ମହମ୍ମଦର ହାତ: UNSC ରିପୋର୍ଟକୁ ପାକିସ୍ତାନର ଆପତ୍ତି

February 12, 2026

ନାମିବିୟା ମ୍ୟାଚ୍ ପୂର୍ବରୁ ଟିମ୍ ଇଣ୍ଡିଆର ଫିଟନେସ୍ ସମ୍ବନ୍ଧୀୟ ଚିନ୍ତା: ପ୍ଲେଇଂ ଇଲେଭେନରେ ପରିବର୍ତ୍ତନ ସମ୍ଭବ

February 12, 2026
Latest News

କଂଗ୍ରେସ ସାଂସଦ ପାପୁ ଯାଦବଙ୍କ ହାଜର ହେବ ପୂର୍ବରୁ ପାଟନା ସିଭିଲ୍ କୋର୍ଟକୁ ପୁଣି ଥରେ ବୋମା ଧମକ

February 12, 2026

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧମକ, ବାଚସ୍ପତିଙ୍କୁ ଦୁର୍ବ୍ୟବହାର’: ବିରୋଧୀଙ୍କ ହଟ୍ଟଗୋଳର ଭିଡିଓ ଜାରି କଲେ ରିଜିଜୁ

February 12, 2026

ଲାଲକିଲ୍ଲା ବିସ୍ଫୋରଣରେ ଜୈଶ-ଏ-ମହମ୍ମଦର ହାତ: UNSC ରିପୋର୍ଟକୁ ପାକିସ୍ତାନର ଆପତ୍ତି

February 12, 2026

ନାମିବିୟା ମ୍ୟାଚ୍ ପୂର୍ବରୁ ଟିମ୍ ଇଣ୍ଡିଆର ଫିଟନେସ୍ ସମ୍ବନ୍ଧୀୟ ଚିନ୍ତା: ପ୍ଲେଇଂ ଇଲେଭେନରେ ପରିବର୍ତ୍ତନ ସମ୍ଭବ

February 12, 2026

Modi Meets Rolls-Royce CEO: ପ୍ରଧାନମନ୍ତ୍ରୀ ମୋଦିଙ୍କ ସାକ୍ଷାତ କଲେ ରୋଲ୍ସ-ରଏସ୍ କଂପାନୀ ସିଇଓ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.