Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଦଶମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ହେଲେ ନୀତିଶ କୁମାର: ମନ୍ତ୍ରୀ ଭାବେ ଶପଥ ନେଲେ ୨୬ ବିଧାୟକ
ଜାତୀୟ ଖବର

ଦଶମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ହେଲେ ନୀତିଶ କୁମାର: ମନ୍ତ୍ରୀ ଭାବେ ଶପଥ ନେଲେ ୨୬ ବିଧାୟକ

November 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Nitish Kumar has resigned as Chief Minister.
Nitish Kumar has resigned as Chief Minister.

ପାଟନା: ଆଜି ବିହାରରେ ଏକ ଐତିହାସିକ ଦିନ। ଆଜି ନୀତିଶ କୁମାର ଦଶମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ପାଟନାର ଗାନ୍ଧୀ ମୈଦାନରେ ବିହାର ରାଜ୍ୟପାଳ ତାଙ୍କର ଶପଥ ପାଠ କରାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ୨୬ ମନ୍ତ୍ରୀ ମଧ୍ୟ ଆଜି ଶପଥ ଗ୍ରହଣ କରିଛନ୍ତି।

ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ରମନ୍ତ୍ରୀ ଅମିତ ଶାହ, ବିଜେପି ସଭାପତି ଜେ.ପି. ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ଅନ୍ୟ ଅନେକ କେନ୍ଦ୍ର ସରକାରଙ୍କ ମନ୍ତ୍ରୀ ଉପସ୍ଥିତ ରହିଥିଲେ। ସମାରୋହ ପାଇଁ ଦୁଇଟି ମଞ୍ଚ ପ୍ରସ୍ତୁତ କରାଯାଇଛି ଏବଂ ୧୧ଟି ଏନଡିଏ ଏବଂ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ସମେତ ୧୫୦ ରୁ ଅଧିକ ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଥିଲା।

BiharCM nitishkumar OathTaking ceremony
Share. Facebook Twitter LinkedIn Email WhatsApp Copy Link

Related Posts

ଅଗଷ୍ଟ ୧୪ ତାରିଖ ଶୁକ୍ରବାରରେ ସାତଟି ରାଶିର ଭାଗ୍ୟରେ ଦେଖାଦେବ ବଡ ପରିବର୍ତ୍ତନ

August 14, 2026

ଶୋ’ରୁମ୍‌ରେ ଚୋରର ହାଇଡ୍ରାମା: କଫି ପିଇଲା, ନାଚିଲା, ବାଇକ୍‌ ନେଇ ମାରିଲା ଛୁ’

August 13, 2026

ସଂସଦର ମୌସୁମୀ ଅଧିବେଶନ: ଉଭୟ ସଦନରେ ୧୨ ବିଲ୍‌ ଗୃହୀତ

August 13, 2026

ଯାତ୍ରୀଙ୍କ ଭିଡ଼କୁ ଦୃଷ୍ଟିରେ ରଖି ବିଭିନ୍ନ ଟ୍ରେନରେ ଅସ୍ଥାୟୀ ଭାବେ କୋଚ୍ ସଂଖ୍ୟା ବୃଦ୍ଧି

August 13, 2026
Latest News

ଅଗଷ୍ଟ ୧୪ ତାରିଖ ଶୁକ୍ରବାରରେ ସାତଟି ରାଶିର ଭାଗ୍ୟରେ ଦେଖାଦେବ ବଡ ପରିବର୍ତ୍ତନ

August 14, 2026

ଶୋ’ରୁମ୍‌ରେ ଚୋରର ହାଇଡ୍ରାମା: କଫି ପିଇଲା, ନାଚିଲା, ବାଇକ୍‌ ନେଇ ମାରିଲା ଛୁ’

August 13, 2026

ଫୁଲୁଛି ବୁଢ଼ାବଳଙ୍ଗ, ବଢ଼ୁଛି ବିପଦ: ଜଳବନ୍ଦୀ ଅନେକ ପରିବାର

August 13, 2026

ବୈତରଣୀରେ ବଢୁଛି ବନ୍ୟାଜଳ, କେନ୍ଦୁଝର ପାଟଣା ଓ ଆନନ୍ଦପୁରରେ ବିପଦ ସଂକେତ ଟପିଲା

August 13, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ବେଟି ବଚାଓ ବେଟି ପଢାଓ କାର୍ଯ୍ୟକ୍ରମ

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.