Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»Cyclone Alert: ବଙ୍ଗାପସାଗରରେ ସୃଷ୍ଟି ହେଲା ବାତ୍ୟା ଡିଟୱା, କେଉଁଠି ହେବ ମାଡ ???
ଜାତୀୟ ଖବର

Cyclone Alert: ବଙ୍ଗାପସାଗରରେ ସୃଷ୍ଟି ହେଲା ବାତ୍ୟା ଡିଟୱା, କେଉଁଠି ହେବ ମାଡ ???

November 27, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Cyclone Alert:
Cyclone Alert: ବଙ୍ଗାପସାଗରରେ ସୃଷ୍ଟି ହେଲା ବାତ୍ୟା ଡିଟୱା, କେଉଁଠି ହେବ ମାଡ ???

Cyclone Alert: ଶେଷରେ ଯାହା ଆଶଙ୍କା କରାଯାଉଥିଲା ତାହା ସତ ହୋଇଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା। ଏ ନେଇ ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି। ସେହି ଅନୁସାରେ ବଙ୍ଗୋପସାଗରର ଦକ୍ଷିଣପଶ୍ଚିମ ଅଞ୍ଚଳ ଶ୍ରୀଲଙ୍କା ଉପକୂଳରେ ଏହି ବାତ୍ୟା ସୃଷ୍ଟି ହୋଇଛି। ଏହାର ନାମକରଣ କରାଯାଇଛି ‘ଡିଟୱା’। ଏହା ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର ତାମିଲନାଡ଼ୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ମୁହାଁ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ତରଫରୁ କୁହାଯାଇଛି।

ତେବେ ବାତ୍ୟାର ପ୍ରଭାବ ଓଡିଶାରେ ପଡିବ ନାହିଁ ବୋଲି ଅନୁମାନ କରାଯାଇଛି। ହେଲେ ତାମିଲନାଡୁ, ଆନ୍ଧ୍ରପ୍ରଦେଶ ଏବଂ ପୁଡିଚେରୀରେ ଏହାର ପ୍ରଭାବ ପଡିବ। ତେବେ ଆସନ୍ତା ୩୦ ତାରିଖରୁ ଡିସେମ୍ବର ୨ ତାରିଖ ମଧ୍ୟରେ ଓଡିଶାରେ କେତେକସ୍ଥାନରେ ସାମାନ୍ୟ ବର୍ଷା ହେବ ବୋଲି ଅନୁମାନ କରାଯାଇଛି।

Cyclone Ditwah formed over the SW Bay of Bengal near 6.9°N/81.9°E at 1130 IST today. It lay close to Pottuvil, ~90 km SSE of Batticaloa and ~700 km SSE of Chennai. The system will move NNW and reach off North Tamil Nadu–Puducherry–south AP coasts by early 30 Nov. pic.twitter.com/I8sQbCqbk7

— India Meteorological Department (@Indiametdept) November 27, 2025

 

cyclone alert ବାତ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ଆସୁଛନ୍ତି ଶବ୍ଦର ଯାଦୁକର ଜାଭେଦ ଅଖତର: ସୋଆ ସାହିତ୍ୟ ସମ୍ମାନ ୨୦୨୫ ରେ ହେବେ ସମ୍ବର୍ଦ୍ଧିତ

November 27, 2025

ସିଆଇଟିଇଏସ ପକ୍ଷରୁ ବନତାରାକୁ ବନ୍ୟପ୍ରାଣୀ ସଂରକ୍ଷଣ କ୍ଷେତ୍ରରେ ଗ୍ଲୋବାଲ ହବ୍ ଘୋଷଣା

November 27, 2025

President in Odisha Assambly: ବିଧାନସଭାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କରାଗଲା ସ୍ବତନ୍ତ୍ର ବ୍ୟବସ୍ଥା

November 27, 2025

ଦୃଷ୍ଟିହୀନ ମହିଳା କ୍ରିକେଟ୍ ଦଳକୁ ଅଭିନନ୍ଦନ ଜଣାଇଲେ ନୀତା ଅମ୍ବାନୀ

November 27, 2025
Latest News

ଆସୁଛନ୍ତି ଶବ୍ଦର ଯାଦୁକର ଜାଭେଦ ଅଖତର: ସୋଆ ସାହିତ୍ୟ ସମ୍ମାନ ୨୦୨୫ ରେ ହେବେ ସମ୍ବର୍ଦ୍ଧିତ

November 27, 2025

ସିଆଇଟିଇଏସ ପକ୍ଷରୁ ବନତାରାକୁ ବନ୍ୟପ୍ରାଣୀ ସଂରକ୍ଷଣ କ୍ଷେତ୍ରରେ ଗ୍ଲୋବାଲ ହବ୍ ଘୋଷଣା

November 27, 2025

President in Odisha Assambly: ବିଧାନସଭାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କରାଗଲା ସ୍ବତନ୍ତ୍ର ବ୍ୟବସ୍ଥା

November 27, 2025

ଦୃଷ୍ଟିହୀନ ମହିଳା କ୍ରିକେଟ୍ ଦଳକୁ ଅଭିନନ୍ଦନ ଜଣାଇଲେ ନୀତା ଅମ୍ବାନୀ

November 27, 2025

ହାଇଦ୍ରାବାଦରେ ସ୍କାଏରୁଟର ଇନଫିନିଟି କ୍ୟାମ୍ପସକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

November 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.