Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଷ୍ଟ୍ରମଣ୍ଡଳ ଦେଶର ବାଚସ୍ପତି ଓ ପୀଠସୀନ ଅଧିକାରୀଙ୍କ ସମ୍ମିଳନୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ରାଷ୍ଟ୍ରମଣ୍ଡଳ ଦେଶର ବାଚସ୍ପତି ଓ ପୀଠସୀନ ଅଧିକାରୀଙ୍କ ସମ୍ମିଳନୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

January 14, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀ
ଆଜି ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୫ ଜାନୁଆରୀ ୨୦୨୬ ପୂର୍ବାହ୍ଣ ୧୦.୩୦ଟାରେ ନୂଆଦିଲ୍ଲୀସ୍ଥିତ ସଂସଦ ଭବନ ପରିସରରେ ଥିବା ସମ୍ବିଧାନ ସଦନର କେନ୍ଦ୍ରୀୟ ହଲରେ ଆୟୋଜିତ ‘ରାଷ୍ଟ୍ରମଣ୍ଡଳ ଦେଶର ବାଚସ୍ପତି ଓ ପୀଠସୀନ ଅଧିକାରୀଙ୍କ ୨୮ତମ  ସମ୍ମିଳନୀ (ସିଏସପିଓସି)’କୁ ଉଦଘାଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ସମ୍ମିଳନୀକୁ ସମ୍ବୋଧନ କରିବେ।

ଏହି ସମ୍ମିଳନୀରେ ଅଧ୍ୟକ୍ଷତା କରିବେ ଲୋକସଭା ବାଚସ୍ପତି ଓମ୍ ବିର୍ଲା। ସମ୍ମିଳନୀରେ ୪୨ଟି ରାଷ୍ଟ୍ରମଣ୍ଡଳ ଦେଶ ଏବଂ ବିଶ୍ବର ଭିନ୍ନ ଭିନ୍ନ ପ୍ରାନ୍ତର ୪ଟି ଅର୍ଦ୍ଧ-ସ୍ବାୟତ୍ତ ସଂସଦର, ୬୧ ଜଣ ବାଚସ୍ପତି ଓ ପୀଠସୀନ ଅଧିକାରୀ ଯୋଗଦେବେ।

ଏହି ସମ୍ମିଳନୀରେ ଅନେକ ସମସାମୟିକ ସଂସଦୀୟ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ। ଏସବୁ ପ୍ରସଙ୍ଗ ମଧ୍ୟରେ ସୁଦୃଢ ଗଣତାନ୍ତ୍ରିକ ପ୍ରତିଷ୍ଠାନଗୁଡ଼ିକୁ  ବଜାୟ ରଖିବାରେ ବାଚସ୍ପତି ଏବଂ ପୀଠସୀନ ଅଧିକାରୀମାନଙ୍କ  ଭୂମିକା, ସଂସଦୀୟ କାର୍ଯ୍ୟରେ କୃତ୍ରିମ ବୁଦ୍ଧିମତ୍ତାର ବ୍ୟବହାର, ସଂସଦର ସଦସ୍ୟମାନଙ୍କ ଉପରେ ସାମାଜିକ ଗଣମାଧ୍ୟମର ପ୍ରଭାବ, ସଂସଦ ବିଷୟରେ ଲୋକମାନଙ୍କ ବୋଧଗମ୍ୟତା ବୃଦ୍ଧି ପାଇ ଅଭିନବ କୌଶଳର ବ୍ୟବହାର ଏବଂ ଭୋଟଦାନ ବ୍ୟତୀତ ଅନ୍ୟ କ୍ଷେତ୍ରରେ ନାଗରିକ ଅଂଶଗ୍ରହଣକୁ ସୁନିଶ୍ଚିତ କରିବା ପାଇଁ ଅଭିନବ ରଣନୀତି ଆଦି ଅନ୍ତର୍ଭୁକ୍ତ।

ଜାନୁଆରୀ ୧୫ରେ ନରେନ୍ଦ୍ର ମୋଦୀ ରାଷ୍ଟ୍ରମଣ୍ଡଳ ଦେଶ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

August 25, 2026

କ୍ରିତି ସାନନଙ୍କୁ ସମର୍ଥନ କଲେ ରାହୁଲ ଗାନ୍ଧୀ: ଜାଣନ୍ତୁ କ’ଣ କହିଲେ କଂଗ୍ରେସ ନେତା?

August 25, 2026

“ସଂଖ୍ୟାଗୁଡ଼ିକ ଚିନ୍ତାଜନକ”: SIR ଉପରେ ପ୍ରଶ୍ନ କଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ

August 25, 2026

ଯୁଦ୍ଧ ସମୟରେ କ୍ଷେପଣାସ୍ତ୍ରର ଅଭାବ ରହିବ ନାହିଁ: ବଡ଼ ନିଷ୍ପତ୍ତି ନେଲା ପ୍ରତିରକ୍ଷା ମନ୍ତ୍ରଣାଳୟ

August 25, 2026
Latest News

ରାଜ୍ୟରେ ବର୍ଷା ଓ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ

August 25, 2026

ବିସ୍ଥାପିତଙ୍କ ପୁନର୍ବାସ ଅନୁଦାନ ବଢ଼ିଲା: ୨୦୨୬-୨୮ ପାଇଁ ନୂଆ ହାର ଘୋଷଣା

August 25, 2026

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

August 25, 2026

ଆଇଏଏସ୍‌ ସ୍ତରରେ ବଡ଼ ଅଦଳବଦଳ, କାହାକୁ ମିଳିଲା କେଉଁ ଦାୟିତ୍ୱ?

August 25, 2026

ସେପ୍ଟେମ୍ବର ୨୨ରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.