Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଡିଇପିଏମ୍ଓଏସ୍ ପ୍ରକଳ୍ପ ପାଇଁ ଏନ୍ଆଇସି-ଓଡ଼ିଶା ପୁରସ୍କୃତ
ଜାତୀୟ ଖବର

ଡିଇପିଏମ୍ଓଏସ୍ ପ୍ରକଳ୍ପ ପାଇଁ ଏନ୍ଆଇସି-ଓଡ଼ିଶା ପୁରସ୍କୃତ

January 17, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
NIC Odisha Receives Award for DEP MOS Project
NIC Odisha Receives Award for DEP MOS Project

ଭୁବନେଶ୍ଵର: ରପ୍ତାନି ପ୍ରୋତ୍ସାହନ ଏବଂ ବିପଣନ ନିର୍ଦ୍ଦେଶାଳୟର ଅନଲାଇନ୍ ସେବା (ଡିଇପିଏମ୍ଓଏସ୍) ପ୍ରକଳ୍ପ ପାଇଁ ଜାତୀୟ ସୂଚନା ବିଜ୍ଞାନ କେନ୍ଦ୍ର (ଏନ୍ଆଇସି-ଓଡ଼ିଶା)କୁ “ଡିଜିଟାଲ୍ ଇନିସିଏଟିଭ୍ ଆୱାର୍ଡ” ସମ୍ମାନ ମିଳିଛି। ନୂଆଦିଲ୍ଲୀଠାରେ ଆୟୋଜିତ ଷଷ୍ଠ ଡିଜିଟାଲ୍ ଟ୍ରାନ୍ସଫର୍ମେସନ୍ ସମିଟ୍ ରେ ‘ଗ୍ରାମୀଣ ସଂଯୋଗ ଏବଂ ଡିଜିଟାଲ୍ ସେବା ସୁନିଶ୍ଚିତ ପାଇଁ ଆଜି ଏନ୍ଆଇସି-ଓଡ଼ିଶା ପୁରସ୍କୃତ ହୋଇଛି। ଏନଆଇସି-ଓଡ଼ିଶାର ନିର୍ଦ୍ଦେଶକ (ଆଇଟି) ମହମ୍ମଦ ମୁଜିବୁଲ୍ଲା ଖାନ, ଉପ-ନିର୍ଦ୍ଦେଶକ (ଆଇଟି) ସୁଧାଂଶୁ କୁମାର ମହାପାତ୍ର ଏବଂ ରପ୍ତାନି ପ୍ରୋତ୍ସାହନ ଏବଂ ବିପଣନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ସଂଜୟ କୁମାର ମିଶ୍ର ଏହି ପୁରସ୍କାର ଗ୍ରହଣ କରିଥିଲେ।

ଏହି ସମ୍ମାନ ଡିଜିଟାଲ୍ ଶାସନ କ୍ଷେତ୍ରରେ ନବସୃଜନ ଓ ପରିବର୍ତ୍ତନର ଏକ ବଳିଷ୍ଠ ପ୍ରମାଣ। ସୂଚନାଯୋଗ୍ୟ ଯେ, ଡିଇପିଏମ୍ଓଏସ୍ ହେଉଛି ଓଡ଼ିଶା ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଏକ ଇ-ଗଭର୍ଣ୍ଣାନ୍ସ ପଦକ୍ଷେପ। ଏମ୍ଏସ୍ଏମ୍ଇ ବିଭାଗ ଅଧୀନ ରପ୍ତାନି ପ୍ରୋତ୍ସାହନ ଏବଂ ବିପଣନ ନିର୍ଦ୍ଦେଶାଳୟ ଦ୍ୱାରା ପ୍ରଦାନ କରାଯାଇଥିବା ସେବାଗୁଡ଼ିକୁ ଡିଜିଟାଇଜ୍ ଏବଂ ସୁବ୍ୟବସ୍ଥିତ କରିବା ଲକ୍ଷ୍ୟରେ ଏନ୍ଆଇସି-ଓଡ଼ିଶା ଏହି ପ୍ରକଳ୍ପକୁ ବିକଶିତ ଏବଂ କାର୍ଯ୍ୟକାରୀ କରିଛି । ଏମ୍ଏସ୍ଏମ୍ଇ କ୍ଷେତ୍ରଗୁଡ଼ିକୁ ସେବା ପ୍ରଦାନରେ ଏହି ପ୍ରକଳ୍ପ ଉଲ୍ଲେଖନୀୟ ଉନ୍ନତି ଆଣିଛି। କାର୍ଯ୍ୟକାରୀ ସମୟ ହ୍ରାସ ସହ ବିପଣନ ଓ କ୍ରୟ ପ୍ରକ୍ରିୟାରେ ସ୍ୱଚ୍ଛତା ବୃଦ୍ଧି ପାଇଛି।

DEP MOS Projec NIC Odisha
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜାନୁୟାରୀ ୧୭ ତାରିଖ ଶନିବାରରେ ଆଠଟି ରାଶି ମଧ୍ୟାହ୍ନ ବେଳେ ପାଇବେ ଶୁଭ ଖବର

January 17, 2026

ଅନ୍ତର୍ଜାତୀୟ ଗୁଡ଼ି ମହୋତ୍ସବ-୨୦୨୬କୁ ସମ୍ବୋଧିତ କଲେ ଅମିତ ଶାହ

January 16, 2026

ସିବିସି ଏବଂ ପିଆଇବି ଭୁବନେଶ୍ବର ପକ୍ଷରୁ ସ୍ୱଚ୍ଛତା ପଖୱାଡା ପାଳିତ

January 16, 2026

ଆଇଆଇଏମସି ଢେଙ୍କାନାଳ ପକ୍ଷରୁ ଦୁଇଟି ନୂଆ ସ୍ନାତକୋତ୍ତର ପାଠ୍ୟକ୍ରମ ଘୋଷଣା

January 16, 2026
Latest News

ଡିଇପିଏମ୍ଓଏସ୍ ପ୍ରକଳ୍ପ ପାଇଁ ଏନ୍ଆଇସି-ଓଡ଼ିଶା ପୁରସ୍କୃତ

January 17, 2026

ଆଜି ଜାନୁୟାରୀ ୧୭ ତାରିଖ ଶନିବାରରେ ଆଠଟି ରାଶି ମଧ୍ୟାହ୍ନ ବେଳେ ପାଇବେ ଶୁଭ ଖବର

January 17, 2026

ଅନ୍ତର୍ଜାତୀୟ ଗୁଡ଼ି ମହୋତ୍ସବ-୨୦୨୬କୁ ସମ୍ବୋଧିତ କଲେ ଅମିତ ଶାହ

January 16, 2026

ସିବିସି ଏବଂ ପିଆଇବି ଭୁବନେଶ୍ବର ପକ୍ଷରୁ ସ୍ୱଚ୍ଛତା ପଖୱାଡା ପାଳିତ

January 16, 2026

ଆଇଆଇଏମସି ଢେଙ୍କାନାଳ ପକ୍ଷରୁ ଦୁଇଟି ନୂଆ ସ୍ନାତକୋତ୍ତର ପାଠ୍ୟକ୍ରମ ଘୋଷଣା

January 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.