Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ସମାଦବାଦୀ ପାର୍ଟି ମୁଖ୍ୟ ଅଖିଲେଶ ଯାଦବ, କିଛି ଅଛି କି ?
ଜାତୀୟ ଖବର

ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ସମାଦବାଦୀ ପାର୍ଟି ମୁଖ୍ୟ ଅଖିଲେଶ ଯାଦବ, କିଛି ଅଛି କି ?

January 17, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ନବୀନ ପଟ୍ଟନାୟକ
ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ସମାଦବାଦୀ ପାର୍ଟି ମୁଖ୍ୟ ଅଖିଲେଶ ଯାଦବ, କିଛି ଅଛି କି ?

ଭୁବନେଶ୍ବର: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ମୁଖ୍ୟ ଅଖିଲେଶ ଯାଦବ ବର୍ତ୍ତମାନ ଓଡିଶା ଗସ୍ତରେ ଅଛନ୍ତି। ସେ ଭୁବନେଶ୍ବରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ତେବେ ଏହି ଗସ୍ତ ସମୟରେ ସେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ସେ ଗତକାଲି ନବୀନ ନିବାସ ଯାଇ ନବୀନଙ୍କୁ ସାକ୍ଷାତ କରିବା ସହିତ କିଛି ସମୟ ଏକାଠି ଆଲୋଚନା ମଧ୍ୟ କରିଛନ୍ତି।

ତେବେ ଏହାକୁ ନେଇ ରାଜନୈତିକ ମହଲରେ ବେଶ ଚର୍ଚ୍ଚା ଚାଲିଛି। କାରଣ ଉଭୟ ବିଜେଡି ଓ ସମାଜବାଦୀ ପାର୍ଟି ବିରୋଧୀ ଦଳରେ ଅଛନ୍ତି। ତେଣୁ ଉଭୟ ଦଳ ଭିତରେ କିଛି ମେଣ୍ଟ ସମ୍ଭାବନା ଅଛିକି ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତେବେ ଏହାକୁ ଖଣ୍ଡନ କରିଛନ୍ତି ଅଖିଲେଶ। ସେ କହିଛନ୍ତି ଯେ, ନବୀନ ପଟ୍ଟନାୟକ ହେଉଛନ୍ତି ନୂଆ ଓଡିଶାର ବିନ୍ଧାଣୀ, ତାଙ୍କର ସ୍ବାସ୍ଥ୍ୟ ସଂପର୍କରେ ପଚାରିବାକୁ ଆସିଥିଲି। ଓଡିଶା ଉନ୍ନତିରେ ନବୀନ ଏବଂ ତାଙ୍କ ବାପା ବିଜୁ ପଟ୍ଟନାୟକଙ୍କ ବେଶ ଅବଦାନ ରହିଛି। ଏହି ସାକ୍ଷାତରେ କୌଣସି ରାଜନୈତିକ ଆଲୋଚନା ନ ଥିଲା ବୋଲି ଅଖିଲେଶ କହିଛନ୍ତି।

akhilesh yadav ଅଖିଲେଶ ଯାଦବ ନବୀନ ପଟ୍ଟନାୟକ ସମାଜବାଦୀ ପାର୍ଟି
Share. Facebook Twitter LinkedIn Email WhatsApp Copy Link

Related Posts

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026
Latest News

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.