Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଇଣ୍ଡିଗୋ ବିମାନରେ ବୋମା ଧମକ, ଲକ୍ଷ୍ନୌରେ ଜରୁରୀକାଳୀନ ଅବତରଣ
ଜାତୀୟ ଖବର

ଇଣ୍ଡିଗୋ ବିମାନରେ ବୋମା ଧମକ, ଲକ୍ଷ୍ନୌରେ ଜରୁରୀକାଳୀନ ଅବତରଣ

January 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଇଣ୍ଡିଗୋ ବିମାନ
ଇଣ୍ଡିଗୋ ବିମାନକୁ ପୁଣି ବୋମା ଧମକ: କୋଲକାତାରେ ହେଲା ଜରୁରୀକାଳୀନ ଅବତରଣ

ନୂଆଦିଲ୍ଲୀ: ଦିଲ୍ଲୀରୁ ବାଗଡୋଗ୍ରା ଯାଉଥିବା ଏକ ଇଣ୍ଡିଗୋ ବିମାନରେ ବୋମା ଧମକ ଆତଙ୍କ ସୃଷ୍ଟି କରିଛି। ଆଜି ଇଣ୍ଡିଗୋ ଏୟାରଲାଇନ୍ସର ବିମାନ ନମ୍ବର ୬ଇ୬୬୫୦ ଦିଲ୍ଲୀରୁ ବାଗଡୋଗ୍ରା ଯାଉଥିବା ସମୟରେ ଏକ ବୋମା ଧମକ ମିଳିଥିଲା। ବିମାନଟି ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିଥିଲା।

ଲକ୍ଷ୍ନୌ ବିମାନବନ୍ଦରରେ ପହଞ୍ଚିବା ପରେ ସୁରକ୍ଷା କର୍ମୀମାନେ ବିମାନକୁ ଘେରାବନ୍ଦୀ କରିଥିଲେ। ବମ୍ ସ୍କ୍ୱାଡ୍ ଏବଂ CISF ଦଳ ତଦନ୍ତ ଆରମ୍ଭ କରିଥିଲେ। ସମସ୍ତ ଯାତ୍ରୀଙ୍କୁ ସ୍କାନ୍ କରାଯାଇ ଖାଲି କରାଯାଇଥିଲା।

Bomb Threat Breaking News indigo
Share. Facebook Twitter LinkedIn Email WhatsApp Copy Link

Related Posts

ବେଙ୍ଗାଲୁରୁରେ 2 ଲକ୍ଷ ଦରମା ସତ୍ତ୍ୱେ ଗରିବ ମନେ କରନ୍ତି ଯୁବକ: ଜାଣନ୍ତୁ କାରଣ

July 28, 2026

ଶ୍ରୀଲଙ୍କା ପାଇଁ ଭାରତର ଟେଷ୍ଟ ଦଳ ଘୋଷଣା: ଫେରିଲେ ଜାଡେଜା

July 28, 2026

ତୁଳସୀ ଗଛରେ ପାଣି ଦେଉଛନ୍ତି କି? ତେବେ ମାନନ୍ତୁ ଏହିସବୁ କଥା, ନଚେତ ହୋଇପାରେ ଅସୁବିଧା

July 28, 2026

ନବରଙ୍ଗପୁରରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଓ ‘କଳା ଉତ୍ସବ’

July 28, 2026
Latest News

ବେଙ୍ଗାଲୁରୁରେ 2 ଲକ୍ଷ ଦରମା ସତ୍ତ୍ୱେ ଗରିବ ମନେ କରନ୍ତି ଯୁବକ: ଜାଣନ୍ତୁ କାରଣ

July 28, 2026

ଶ୍ରୀଲଙ୍କା ପାଇଁ ଭାରତର ଟେଷ୍ଟ ଦଳ ଘୋଷଣା: ଫେରିଲେ ଜାଡେଜା

July 28, 2026

ତୁଳସୀ ଗଛରେ ପାଣି ଦେଉଛନ୍ତି କି? ତେବେ ମାନନ୍ତୁ ଏହିସବୁ କଥା, ନଚେତ ହୋଇପାରେ ଅସୁବିଧା

July 28, 2026

ନବରଙ୍ଗପୁରରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଓ ‘କଳା ଉତ୍ସବ’

July 28, 2026

ହତ୍ୟା, ଦୁଷ୍କର୍ମ ଏବଂ ଡକାୟତି… : CJP ‘ପଦଯାତ୍ରା’ରେ ଅପରାଧିକ ପୃଷ୍ଠଭୂମି ଥିବା ୯୮୯ ଅଭିଯୁକ୍ତ

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.