Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»President’s Visit to Odisha: ପାଞ୍ଚଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଜାତୀୟ ଖବର

President’s Visit to Odisha: ପାଞ୍ଚଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

January 22, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
President's to Visit Odisha
President's to Visit Odisha: ପାଞ୍ଚଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

President’s Visit to Odisha: ପାଞ୍ଚଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଆସନ୍ତା ଫେବୃୟାରୀ 2 ତାରିଖରେ ଭୁବନେଶ୍ବର ଆସିବେ ବୋଲି ଜଣାପଡିଛି। ସୂଚନା ଅନୁସାରେ ସେ ଦୁଇ ତାରିଖ ଅପରହ୍ନରେ ଭୁବନେଶ୍ବରରେ ପହଞ୍ଚିବା ପରେ ରାଜଭବନରେ ରାତ୍ରୀ ଯାପନ କରିବେ। ଏହାପରେ ସେ 3 ତାରିଖରେ ସକାଳେ ଫକୀରମୋହନ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବା ପାଇଁ ବାଲେଶ୍ବର ଯିବେ।

ଏହାପରେ ସେ 4 ତାରିଖରେ ଯାଜପୁର ମା ବିରଜା ମନ୍ଦିର ପରିଦର୍ଶନ କରି ମାଙ୍କ ନିକଟରେ ପୂଜା ଅର୍ଚ୍ଚନା କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି 5 ଓ 6 ତାରିଖରେ ରାଷ୍ଟ୍ରପତି ମୟୁରଭଂଜର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ ସେ ଝାଡଖଣ୍ଡ ଯିବାର କାର୍ଯ୍ୟକ୍ରମ ରହିଛି।

President's Visit to Odisha ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026
Latest News

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.