Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଅଭିଷେକ ଏବଂ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ବ୍ୟାଟିଂ: ନ୍ୟୁଜିଲ୍ୟାଣ୍ଡ ଠାରୁ ଭାରତର ବଡ଼ ବିଜୟ ହାସଲ
ଜାତୀୟ ଖବର

ଅଭିଷେକ ଏବଂ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ବ୍ୟାଟିଂ: ନ୍ୟୁଜିଲ୍ୟାଣ୍ଡ ଠାରୁ ଭାରତର ବଡ଼ ବିଜୟ ହାସଲ

January 25, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Abhishek Sharma
୨୦୨୬ ଏସୀୟ କ୍ରୀଡା: ସିଧାସଳଖ ନକଆଉଟ୍ ପର୍ଯ୍ୟାୟରେ ଖେଳିବେ ପୁରୁଷ ଏବଂ ମହିଳା କ୍ରିକେଟ୍

ନୂଆଦିଲ୍ଲୀ: ତୃତୀୟ ଟି-୨୦ ରେ ଭାରତ ନ୍ୟୁଜିଲ୍ୟାଣ୍ଡକୁ ୮ ୱିକେଟରେ ପରାସ୍ତ କରିଛି। ଟିମ୍ ଇଣ୍ଡିଆ ପାଇଁ ଅଭିଷେକ ଶର୍ମା ଏବଂ ସୂର୍ଯ୍ୟକୁମାର ଯାଦବ ଉଭୟେ ବିସ୍ଫୋରକ ପାଳି ଖେଳି ଅର୍ଦ୍ଧଶତକ ହାସଲ କରିଛନ୍ତି। ଅଭିଷେକ ଶର୍ମା ମାତ୍ର ୨୦ ବଲରେ ୭ ଚୌକା ଏବଂ ୫ ଛକା ସହାୟତାରେ ୬୮* ରନ କରିଥିବା ବେଳେ ସୂର୍ଯ୍ୟକୁମାର ଯାଦବ ୨୬ ବଲରେ ୬ ଟି ଚୌକା ଏବଂ ୩ ଟି ଛକା ସହାୟତାରେ ୫୬* ରନ କରିଥିଲେ। ସେହିଭଳି ଇଶାନ କିଶାନ ମଧ୍ୟ ୧୩ ଟି ବଲରେ ୩ ଚୌକା ଓ ୨ ଟି ଛକା ସହାୟତାରେ ୨୮ ରନ କରିଥିଲେ।

ପ୍ରଥମେ ବ୍ୟାଟିଂ କରି  ନ୍ୟୁଜିଲ୍ୟାଣ୍ଡ ଦଳ ୨୦ ଓଭରରେ ୯ ୱିକେଟ ହରାଇ ୧୫୩ ରନ କରିଥିଲା। ଜବାବରେ ଭାରତୀୟ ଦଳ ୧୦ ଓଭର ପୂର୍ବରୁ ଲକ୍ଷ୍ୟ ହାସଲ କରିଥିଲା। ଏହା ସହିତ ଭାରତୀୟ ଦଳ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ ଅବଶିଷ୍ଟ ୨ ଟି ମ୍ୟାଚ ପୂର୍ବରୁ ୩-୦ ରେ କବଜା କରିଛି।

Abhishek Sharma IND VS NZ IND Vs NZ 3rd T20 Ind Vs Nz Highlights Suryakumar Yadav.
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026
Latest News

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.