Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»‘ବିମାନ ଦୁର୍ଘଟଣାର ତଦନ୍ତ କରାଯାଉ’: ଅଜିତ ପାୱାରଙ୍କ ମୃତ୍ୟୁ ଉପରେ ମମତା ବାନାର୍ଜୀଙ୍କ ଦାବି
ଜାତୀୟ ଖବର

‘ବିମାନ ଦୁର୍ଘଟଣାର ତଦନ୍ତ କରାଯାଉ’: ଅଜିତ ପାୱାରଙ୍କ ମୃତ୍ୟୁ ଉପରେ ମମତା ବାନାର୍ଜୀଙ୍କ ଦାବି

January 28, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
'ବିମାନ ଦୁର୍ଘଟଣାର ତଦନ୍ତ କରାଯାଉ': ଅଜିତ ପାୱାରଙ୍କ ମୃତ୍ୟୁ ଉପରେ ମମତା ବାନାର୍ଜୀଙ୍କ ଦାବି
'ବିମାନ ଦୁର୍ଘଟଣାର ତଦନ୍ତ କରାଯାଉ': ଅଜିତ ପାୱାରଙ୍କ ମୃତ୍ୟୁ ଉପରେ ମମତା ବାନାର୍ଜୀଙ୍କ ଦାବି

ନୂଆଦିଲ୍ଲୀ: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ସାରା ଦେଶରେ ଶୋକର ଲହରୀ ଖେଳିଯାଇଛି। ଏହି ସମୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦୁର୍ଘଟଣାର ତଦନ୍ତ ଦାବି କରିଛନ୍ତି। ଆଜି ସକାଳେ ମୁମ୍ବାଇରୁ ବାରାମତୀ ଯାଉଥିବା ଏକ ଛୋଟ ବିମାନ ଅବତରଣ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା, ଯେଉଁଥିରେ ଅଜିତ ପାୱାରଙ୍କ ସମେତ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଥିଲା।

ମମତା ବାନାର୍ଜୀଙ୍କ ତଦନ୍ତ ଦାବି:

ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି ଯେ, କାରଣ ନିର୍ଣ୍ଣୟ କରିବା ପାଇଁ ଏହି ଦୁଃଖଦ ଦୁର୍ଘଟଣାର ଏକ ନିରପେକ୍ଷ ତଦନ୍ତ କରାଯିବା ଉଚିତ। ଦୁର୍ଘଟଣାକୁ ଅତ୍ୟନ୍ତ ଗମ୍ଭୀର ବର୍ଣ୍ଣନା କରି ସେ ଦାୟିତ୍ୱ ନିର୍ଦ୍ଧାରଣ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ସୁପ୍ରିମକୋର୍ଟଙ୍କ ତତ୍ତ୍ବାବଧାନରେ ଏହାର ତଦନ୍ତ କରିବା ପାଇଁ ଦାବି କରିଛନ୍ତି।

AJITPAWAR Breaking News mamatabanarjee
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Latest News

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.