Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଷୋଡ଼ଶ ଆର୍ଥିକ କମିଶନଙ୍କ ସୁପାରିଶକୁ ସରକାରଙ୍କ ସ୍ୱୀକୃତି: ରାଜ୍ୟଗୁଡ଼ିକୁ ମିଳିବ ୪୧% କେନ୍ଦ୍ରୀୟ ଟିକସ
ଜାତୀୟ ଖବର

ଷୋଡ଼ଶ ଆର୍ଥିକ କମିଶନଙ୍କ ସୁପାରିଶକୁ ସରକାରଙ୍କ ସ୍ୱୀକୃତି: ରାଜ୍ୟଗୁଡ଼ିକୁ ମିଳିବ ୪୧% କେନ୍ଦ୍ରୀୟ ଟିକସ

February 1, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ହଟ୍ଟଗୋଳ ମଧ୍ୟରେ ଏହି ପ୍ରମୁଖ ବିଲ୍ ପାସ୍ କଲେ ସୀତାରମଣ: ୩ ମିନିଟରେ କିପରି ହେଲା ସମ୍ଭବ?
ହଟ୍ଟଗୋଳ ମଧ୍ୟରେ ଏହି ପ୍ରମୁଖ ବିଲ୍ ପାସ୍ କଲେ ସୀତାରମଣ: ୩ ମିନିଟରେ କିପରି ହେଲା ସମ୍ଭବ?

ନୂଆଦିଲ୍ଲୀ: ରାଜ୍ୟଗୁଡ଼ିକର ଟିକସ ବଣ୍ଟନ ସ୍ତରକୁ ୪୧ ପ୍ରତିଶତରେ ବଜାୟ ରଖିବା ପାଇଁ ଷୋଡ଼ଶ ଅର୍ଥ କମିଶନଙ୍କ ସୁପାରିଶକୁ ସରକାର ଗ୍ରହଣ କରିଛନ୍ତି।

ଆଜି ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ନିମନ୍ତେ କେନ୍ଦ୍ର ବଜେଟ ଉପସ୍ଥାପନ କରି କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ, ‘ସରକାର ଷୋଡ଼ଶ କମିଶନଙ୍କ ୪୧ ପ୍ରତିଶତ ଟିକସ ବଣ୍ଟନ ସୁପାରିଶକୁ ଗ୍ରହଣ କରିଛନ୍ତି। କମିଶନଙ୍କ ସୁପାରିଶ ଅନୁଯାୟୀ, ମୁଁ ୨୦୨୬-୨୭ ଆର୍ଥିକ ବର୍ଷ ନିମନ୍ତେ ରାଜ୍ୟମାନଙ୍କୁ ଅର୍ଥ କମିଶନ ଅନୁଦାନ ରୂପେ ମୋଟ ୧.୪ ଲକ୍ଷ କୋଟି ଟଙ୍କା ପ୍ରଦାନ କରିଛି । ସେଥିରେ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳ କ୍ଷେତ୍ରର ସ୍ଥାନୀୟ ସଂସ୍ଥା ଏବଂ ବିପର୍ଯ୍ୟୟ ପରିଚାଳନା ନିମନ୍ତେ ଅନୁଦାନ ଅନ୍ତର୍ଭୁକ୍ତ।’

ଅର୍ଥମନ୍ତ୍ରୀ ଶ୍ରୀମତୀ ସୀତାରମଣ ଆହୁରି ସୂଚାଇଛନ୍ତି ଯେ, କମିଶନ ୧୭ ନଭେମ୍ବର ୨୦୨୫ରେ ରାଷ୍ଟ୍ରପତିଙ୍କ ନିକଟରେ ତାଙ୍କ ରିପୋର୍ଟ ଦାଖଲ କରିଥିଲେ ଏବଂ ସରକାର ସମ୍ବିଧାନର ଧାରା ୨୮୧ ଅନୁଯାୟୀ ସଂସଦରେ କମିଶନଙ୍କ ସୁପାରିଶ ଉପରେ ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଉପରେ ବ୍ୟାଖ୍ୟାମୂଳକ ସ୍ମାରକପତ୍ର ସହିତ ରିପୋର୍ଟ ଉପସ୍ଥାପନ କରିବେ।

ଅର୍ଥ କମିଶନ କେନ୍ଦ୍ରୀୟ ଟିକସ ନିର୍ମଳା ସୀତାରମଣ ସରକାରଙ୍କ ସ୍ୱୀକୃତି
Share. Facebook Twitter LinkedIn Email WhatsApp Copy Link

Related Posts

ଏଚ୍‌-୧ବି ଭିସା ଫି’: ନୂଆ ନିୟମ ଆଣିବା ଯୋଜନାରେ ଡିଏଚ୍‌ଏସ୍‌

August 25, 2026

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026
Latest News

ଏଚ୍‌-୧ବି ଭିସା ଫି’: ନୂଆ ନିୟମ ଆଣିବା ଯୋଜନାରେ ଡିଏଚ୍‌ଏସ୍‌

August 25, 2026

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.