Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ
ଜାତୀୟ ଖବର

ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

February 4, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି
ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

ପୁରୀ: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀରେ ପହଞ୍ଚି ଶ୍ରୀଜିୟୁଙ୍କୁ ଦର୍ଶନ କରିଛନ୍ତି।ପ୍ରଥମେ ସେ ଶ୍ବେତଗଙ୍ଗାରେ ପିଣ୍ଡଦାନ କରିବା ପରେ ମନ୍ଦିର ପ୍ରବେଶ କରିଥିଲେ। ସେ ସିଂହଦ୍ବାରରେ ପହଞ୍ଚିବା ପରେ ତାଙ୍କୁ ଶ୍ରୀମନ୍ଦିର ପ୍ରଶାସନ ଏବଂ ସେବାୟତଙ୍କ ତରଫରୁ ସ୍ବାଗତ କରାଯାଇଥିଲା। ଏହାପରେ ସେ ଅରୁଣ ସ୍ତମ୍ଭ ନିକଟରେ ସାଧାରଣ ଭକ୍ତଙ୍କ ପରି ମୁଣ୍ଡିଆ ମାରି ଭିତରକୁ ପ୍ରବେଶ କରିଥିଲେ। ଶ୍ରୀମନ୍ଦିର ଭିତରେ ରାଷ୍ଟ୍ରପତି ପ୍ରାୟ 45 ମିନିଟ ଧରି ପରିକ୍ରମା ସହତି ପୂଜା ଅର୍ଚ୍ଚନା କରିଥିଲେ। ରାଷ୍ଟ୍ରପତିଙ୍କ ନାମରେ ଏକ ବାନା ବନ୍ଧାଯାଇଥିଲା।

ଏହାପରେ ରାଷ୍ଟ୍ରପତି ମା ଲକ୍ଷ୍ମୀ ଓ ମା ବିମଳାଙ୍କ ନିକଟରେ ପୂଜା କରିଥିଲେ। ସେଠାରେ ସେ କିଛି ସମୟ ପାଇଁ ବସିଥିବାର ଦେଖାଯଇାଥିଲା। ପଂରପରା ଅନୁସାରେ ମା ଲକ୍ଷ୍ମୀଙ୍କୁ ଦର୍ଶନ କରିବା ପରେ ତାଙ୍କ ବେଢାରେ କିଛି ସମୟ ପାଇଁ ବସିଥିବାର ବିଧି ରହିଛି। ଏହାପରେ ରାଷ୍ଟ୍ରପତି ମନ୍ଦିର ବେଢା ପରିକ୍ରମା କରିଥିଲେ। ଫେରିବା ବାଟରେ ରାଷ୍ଟ୍ରପତି ବିଧି ଅନୁସାରେ ବାଇଶି ପାହାଚରେ କିଛି ସମୟ ପାଇଁ ମଧ୍ୟ ବସିଥିବାର ଦେଖିବାକୁ ମିଳିଥିଲା। ତାଙ୍କ ସହିତ ରାଜ୍ୟପାଳ ହରିବାବୁ କୁମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମଧ୍ୟ ବାଇଶି ପାହଚରେ ବସିଥିବାରେ ଦେଖିବାକୁ ମିଳିଥିଲା।

ଗତକାଲି ରାତିରେ ପୁରୀରେ ପହଞ୍ଚିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ସେଠାରେ ଥିବା ଲୋକଭବନରେ ରାତ୍ରୀ ଯାପନ କରି ସକାଳୁ ଶ୍ରୀମନ୍ଦିର ଆସିଥିଲେ। ପୁରୀରୁ ଦର୍ଶନ ସାରି ରାଷ୍ଟ୍ରପତି ରାଇରଂଗପୁର ଅଭିମୁଖେ ଯାତ୍ରା କରିଛନ୍ତି। ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ।

droupadi murmu ଓଡିଶାରେ ରାଷ୍ଟ୍ରପତି ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି
Share. Facebook Twitter LinkedIn Email WhatsApp Copy Link

Related Posts

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026

ଦାୟିତ୍ଵବାନ ଦେଶ ତାଲିକାର ଶ୍ରେଷ୍ଠ ୧୦ ରେ ନାହାନ୍ତି ଚୀନ୍, ରୁଷ କିମ୍ବା ଆମେରିକା: ଜାଣନ୍ତୁ ଭାରତର ସ୍ଥିତି

February 4, 2026

ବଢିଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ ଆଜିର ଦର

February 4, 2026

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026
Latest News

ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

February 4, 2026

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026

ଦାୟିତ୍ଵବାନ ଦେଶ ତାଲିକାର ଶ୍ରେଷ୍ଠ ୧୦ ରେ ନାହାନ୍ତି ଚୀନ୍, ରୁଷ କିମ୍ବା ଆମେରିକା: ଜାଣନ୍ତୁ ଭାରତର ସ୍ଥିତି

February 4, 2026

ବଢିଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ ଆଜିର ଦର

February 4, 2026

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.