Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଇସ୍ପାତ ବିପ୍ଳବକୁ କିପରି କାର୍ବନ କ୍ୟାପଚର ଶକ୍ତି ପ୍ରଦାନ କରିପାରିବ?: ପ୍ରବନ୍ଧ ସେୟାର କଲେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ଇସ୍ପାତ ବିପ୍ଳବକୁ କିପରି କାର୍ବନ କ୍ୟାପଚର ଶକ୍ତି ପ୍ରଦାନ କରିପାରିବ?: ପ୍ରବନ୍ଧ ସେୟାର କଲେ ପ୍ରଧାନମନ୍ତ୍ରୀ

February 11, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀ
NEET ପେପର ଲିକ୍ ମାମଲା: ଫାଷ୍ଟ-ଟ୍ରାକ୍ କୋର୍ଟ ପ୍ରତିଷ୍ଠା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ରମନ୍ତ୍ରୀ ଏଚ୍ ଡି କୁମାରସ୍ୱାମୀଙ୍କ ଦ୍ୱାରା ଲିଖିତ ପ୍ରବନ୍ଧ, ସେୟାର କରିଛନ୍ତି, ଯେଉଁଥିରେ ବର୍ଣ୍ଣନା କରାଯାଇଛି ଯେ, କାର୍ବନ କ୍ୟାପଚର ପ୍ରଯୁକ୍ତିବିଦ୍ୟା କିପରି ଭାରତର ପରବର୍ତ୍ତୀ ଇସ୍ପାତ ବିପ୍ଳବକୁ ଶକ୍ତି ପ୍ରଦାନ କରିପାରିବ। “ନେଟ୍ ଜିରୋ ୨୦୭୦ ପ୍ରତିବଦ୍ଧତା, ରଣନୈତିକ ନିବେଶ, ହାଇଡ୍ରୋଜେନ୍ ପଦକ୍ଷେପ ଏବଂ ଆହୁରି ଅନେକ କିଛି ପାଇଁ ଆମର ନିର୍ଦ୍ଦେଶିତ ପ୍ରୟାସ କିପରି ଅଭିବୃଦ୍ଧି, ବିଶ୍ୱସ୍ତରୀୟ ପ୍ରତିଯୋଗିତାକୁ ଆଗେଇ ନେବ ଏବଂ ଏକ ବିକଶିତ ଭାରତ ଗଠନ ଦିଗରେ ମାର୍ଗ ଦର୍ଶନ କରାଇବ ସେ ସମ୍ପର୍କରେ ଏହି ପ୍ରବନ୍ଧରେ ଲେଖାଯାଇଛି ବୋଲି ଶ୍ରୀ ମୋଦୀ ଉଲ୍ଲେଖ କରିଛନ୍ତି।

କେନ୍ଦ୍ରମନ୍ତ୍ରୀ ଶ୍ରୀ ଏଚ୍ ଡି କୁମାରସ୍ୱାମୀଙ୍କ ପ୍ରବନ୍ଧ ଉପରେ ପ୍ରତିକ୍ରିୟା ଦେଇ, ଶ୍ରୀ ମୋଦୀ ‘ଏକ୍ସ’ରେ ପୋଷ୍ଟ କରିଛନ୍ତି :

“କାର୍ବନ କ୍ୟାପଚର ଭାରତର ପରବର୍ତ୍ତୀ ଇସ୍ପାତ ବିପ୍ଳବକୁ ଶକ୍ତି ଦେଇପାରେ। “ନେଟ୍ ଜିରୋ ୨୦୭୦ ପ୍ରତିବଦ୍ଧତା, ରଣନୈତିକ ନିବେଶ, ହାଇଡ୍ରୋଜେନ୍ ପଦକ୍ଷେପ ଏବଂ ଆହୁରି ଅନେକ କିଛି ପାଇଁ ଆମର ନିର୍ଦ୍ଦେଶିତ ପ୍ରୟାସ କିପରି ଅଭିବୃଦ୍ଧି, ବିଶ୍ୱସ୍ତରୀୟ ପ୍ରତିଯୋଗିତାକୁ ଆଗେଇ ନେବ ଏବଂ ଏକ ବିକଶିତ ଭାରତ ଗଠନ ଦିଗରେ ମାର୍ଗ ଦର୍ଶନ କରାଇବ ସେ ସମ୍ପର୍କରେ ପ୍ରବନ୍ଧରେ କେନ୍ଦ୍ର ମନ୍ତ୍ରୀ ଏଚ୍ ଡି କୁମାରସ୍ୱାମୀ ଲେଖିଛନ୍ତି‘ ବୋଲି ଶ୍ରୀ ମୋଦୀ ଉଲ୍ଲେଖ କରିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଗୁରୁ ଦିବସ: ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

September 5, 2026

ମସଜିଦ ଉପରେ ଚାଲିଲା ବୁଲଡୋଜର: ଯୋଗୀ ସରକାରଙ୍କୁ ଏଭଳି ପରାମର୍ଶ ଦେଲେ ମାୟାବତୀ

September 5, 2026

ବାଣପୁରରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ପାଳିତ

September 5, 2026

ଛୋଟ ଉଚ୍ଚତା ଆଉ ହେବନି ବାଧା, ଏହି କାର୍‌ରେ ଡ୍ରାଇଭିଂ ହେବ ଆରାମଦାୟକ

September 5, 2026
Latest News

ଗୁରୁ ଦିବସ: ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

September 5, 2026

ମସଜିଦ ଉପରେ ଚାଲିଲା ବୁଲଡୋଜର: ଯୋଗୀ ସରକାରଙ୍କୁ ଏଭଳି ପରାମର୍ଶ ଦେଲେ ମାୟାବତୀ

September 5, 2026

ଗୁରୁ ଦିବସ ଉପଲକ୍ଷେ ୩ ଜଣ ଗୁରୁଜୀ ସମ୍ବର୍ଦ୍ଧିତ

September 5, 2026

ବାଣପୁରରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ପାଳିତ

September 5, 2026

ଛୋଟ ଉଚ୍ଚତା ଆଉ ହେବନି ବାଧା, ଏହି କାର୍‌ରେ ଡ୍ରାଇଭିଂ ହେବ ଆରାମଦାୟକ

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.