Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଟି-୨୦ ବିଶ୍ୱକପରେ ବଡ଼ ବିପର୍ଯ୍ୟୟ: ସୁପର ୮ କୁ ଗଲା ଜିମ୍ବାୱେ, ବାଦ୍ ପଡ଼ିଲା ଅଷ୍ଟ୍ରେଲିଆ 
ଜାତୀୟ ଖବର

ଟି-୨୦ ବିଶ୍ୱକପରେ ବଡ଼ ବିପର୍ଯ୍ୟୟ: ସୁପର ୮ କୁ ଗଲା ଜିମ୍ବାୱେ, ବାଦ୍ ପଡ଼ିଲା ଅଷ୍ଟ୍ରେଲିଆ 

February 17, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଟି-୨୦ ବିଶ୍ୱକପ୍ ସମୟରେ ବଡ଼ ସଙ୍କଟ: ଇସ୍ରାଏଲ-ଇରାନ ଯୁଦ୍ଧ ଯୋଗୁଁ ଫସି ରହିଲେ ଏହି ଖେଳାଳି
ଟି-୨୦ ବିଶ୍ୱକପ୍ ସମୟରେ ବଡ଼ ସଙ୍କଟ: ଇସ୍ରାଏଲ-ଇରାନ ଯୁଦ୍ଧ ଯୋଗୁଁ ଫସି ରହିଲେ ଏହି ଖେଳାଳି

ନୂଆଦିଲ୍ଲୀ: ଜିମ୍ବାୱେ କ୍ରିକେଟ୍ ଦଳ ଇତିହାସ ରଚିଛି। ଆଜି ଆୟରଲ୍ୟାଣ୍ଡ ସହିତ ମ୍ୟାଚ୍ ବାତିଲ ହେବା ପରେ ଜିମ୍ବାୱେ ସୁପର ୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛି। ଏହା ଟି-୨୦ ବିଶ୍ୱକପ ଇତିହାସରେ ଦ୍ୱିତୀୟ ଥର ପାଇଁ ଅଷ୍ଟ୍ରେଲିଆ ଗ୍ରୁପ୍ ପର୍ଯ୍ୟାୟରୁ ବାଦ୍ ପଡ଼ିଛି। ଆଜି ଶ୍ରୀଲଙ୍କାର ପାଲେକେଲରେ ଜିମ୍ବାୱେ ଏବଂ ଆୟରଲ୍ୟାଣ୍ଡ ଖେଳିବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ ପ୍ରବଳ ବର୍ଷା ଯୋଗୁଁ ଟସ୍ ବାତିଲ ହୋଇଯାଇଥିଲା।

ଜିମ୍ବାୱେ ଇତିହାସ ରଚିଛି

ପ୍ରଥମ ଥର ପାଇଁ ଜିମ୍ବାୱେ ଟି-୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛି। ୨୦୨୪ ମସିହାରେ ବିଶ୍ୱକପ୍ ଫର୍ମାଟ୍ ପରିବର୍ତ୍ତନ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ ଜିମ୍ବାୱେ ଗ୍ରୁପ୍ ପର୍ଯ୍ୟାୟ ଅତିକ୍ରମ କରିଛି। ତଥାପି ଏହା କେବଳ ଦ୍ୱିତୀୟ ଥର ପାଇଁ ଜିମ୍ବାୱେ ଟି-୨୦ ବିଶ୍ୱକପରେ ଗ୍ରୁପ୍ ପର୍ଯ୍ୟାୟ ଅତିକ୍ରମ କରିଛି। ୨୦୨୨ ମସିହାରେ ସେମାନେ ଶେଷ ୧୨ ପାଇଁ ଯୋଗ୍ୟତା ଅର୍ଜନ କରିଥିଲେ, କିନ୍ତୁ ଫର୍ମାଟ୍ ପରିବର୍ତ୍ତନ ହେବା ପରଠାରୁ, ଜିମ୍ବାୱେ ପ୍ରଥମ ଥର ପାଇଁ ସୁପର ୮ରେ ପହଞ୍ଚିଛି।

ଅଷ୍ଟ୍ରେଲିଆ ବାଦ

ଅଷ୍ଟ୍ରେଲିଆ ଏପର୍ଯ୍ୟନ୍ତ ତିନୋଟି ମ୍ୟାଚ୍ ରୁ କେବଳ ଗୋଟିଏ ବିଜୟ ହାସଲ କରିଛି। ଅନ୍ୟପକ୍ଷରେ ଜିମ୍ବାୱେ ସେମାନଙ୍କର ଦୁଇଟି ମ୍ୟାଚ୍ ଜିତିଛନ୍ତି। ଅଷ୍ଟ୍ରେଲିଆ ଆଶା କରିବ ଯେ, ଆୟର୍ଲାଣ୍ଡ କୌଣସି ପ୍ରକାରେ ଜିମ୍ବାୱେକୁ ପରାସ୍ତ କରିବ, କାରଣ ଏହା ଅଷ୍ଟ୍ରେଲିଆର ସୁପର ୮ ଆଶାକୁ ଉଜ୍ଜୀବିତ ରଖିପାରିବ। ତଥାପି ଆଜିର ମ୍ୟାଚ୍ ଡ୍ରରେ ଶେଷ ହେବା ସହିତ ଜିମ୍ବାୱେର ମୋଟ ପଏଣ୍ଟ ୫ କୁ ବୃଦ୍ଧି ପାଇଛି। ମିନତୁ ସେପଟେ ଅଷ୍ଟ୍ରେଲିଆ ସର୍ବାଧିକ ୪ ପଏଣ୍ଟ ହାସଲ କରିପାରିବ।

ଫଳସ୍ୱରୂପ, ଅଷ୍ଟ୍ରେଲିଆ ୨୦୨୬ ଟି-୨୦ ବିଶ୍ୱକପର ଗ୍ରୁପ ପର୍ଯ୍ୟାୟରୁ ବାଦ ପଡ଼ିଛି। ପୂର୍ବରୁ ୨୦୦୯ ବିଶ୍ଵକପରେ ଅଷ୍ଟ୍ରେଲିଆ ଗ୍ରୁପ ପର୍ଯ୍ୟାୟ ଅତିକ୍ରମ କରିପାରିନଥିଲା। ଏପର୍ଯ୍ୟନ୍ତ ମୋଟ ୭ ଟି ଦଳ ଟି-୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଏହି ଦଳଗୁଡ଼ିକ ହେଉଛି ଭାରତ, ଶ୍ରୀଲଙ୍କା, ଜିମ୍ବାୱେ, ୱେଷ୍ଟଇଣ୍ଡିଜ୍, ଇଂଲଣ୍ଡ, ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲ୍ୟାଣ୍ଡ।

T20 World Cup T20 World Cup 2026 T20 World Cup Super-8 Zimbabwe Cricket Team
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୧୦ ତାରିଖ ମଙ୍ଗଳବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

March 10, 2026

ରିଲାଏନ୍ସ ରିଟେଲ୍ ଦ୍ୱାରା ହିମାଳୟର ପ୍ରାକୃତିକ ଉତ୍ପାଦ ଉପରେ ଆଧାରିତ ସ୍କିନକେୟାର ବ୍ରାଣ୍ଡ ଅଧିଗ୍ରହଣ

March 9, 2026

ବିଶାଖାପାଟଣା–ରାୟଗଡା ମଧ୍ୟରେ ସମ୍ପୂର୍ଣ୍ଣ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଟ୍ରେନ୍‌ର ଶୁଭାରମ୍ଭ

March 9, 2026

ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ କରିଥିବା ଇଶାନ କିଶାନଙ୍କୁ କେତେ ପୁରସ୍କାର ରାଶି ମିଳିଥିଲା?: ଜାଣନ୍ତୁ….

March 9, 2026
Latest News

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026

ଆଜି ଭୁବନେଶ୍ୱର ଅନେକ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତ୍ ଯୋଗାଣ: ଜାଣନ୍ତୁ କେଉଁଠି ଓ କେତେବେଳେ?

March 10, 2026

ଆଜି ମାର୍ଚ୍ଚ ୧୦ ତାରିଖ ମଙ୍ଗଳବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

March 10, 2026

ରିଲାଏନ୍ସ ରିଟେଲ୍ ଦ୍ୱାରା ହିମାଳୟର ପ୍ରାକୃତିକ ଉତ୍ପାଦ ଉପରେ ଆଧାରିତ ସ୍କିନକେୟାର ବ୍ରାଣ୍ଡ ଅଧିଗ୍ରହଣ

March 9, 2026

ବିଶାଖାପାଟଣା–ରାୟଗଡା ମଧ୍ୟରେ ସମ୍ପୂର୍ଣ୍ଣ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଟ୍ରେନ୍‌ର ଶୁଭାରମ୍ଭ

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.